Tag: narendra modi

ରବିବାର ସନ୍ଧ୍ୟାରେ ଶପଥ ନେବେ ନରେନ୍ଦ୍ର ମୋଦୀ

ସରକାର ଗଠନ କରିବାକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିମନ୍ତ୍ରଣ କରିବା ପରେ ଆସନ୍ତା ୯ ତାରିଖ ଅର୍ଥାତ ରବିବାର ମୋଦି କ୍ରମାଗତ ତୃତୀୟଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦୀ। ଆସନ୍ତା ୯ ତାରିଖ ସନ୍ଧ୍ୟା ୭ଟା…

ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ, ସରକାର ଗଠନ ନେଇ କଲେ ଦାବି ଉପସ୍ଥାପନ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି । ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସର (ଏନ୍‌ଡିଏ) ସଂସଦୀୟ ଦଳ ବୈଠକରେ ଆଜି ନରେନ୍ଦ୍ର ମୋଦିଙ୍କୁ ଏନ୍‌ଡିଏ ଦଳର ନେତା ଚୟନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ସରକାର…

ଓଡ଼ିଶାରେ କ୍ରାନ୍ତି ଆସିଛି ,ଏହି କ୍ରାନ୍ତି ହିଁ ବିକାଶକୁ ନୂଆ ଦିଶା ଦେବ: ମୋଦୀ

ଏନଡିଏ ସଂସଦୀୟ ଦଳର ନେତା ଭାବେ ନିର୍ବାଚିତ ହେବା ପରେ ମୋଦୀ କହିଛନ୍ତି, ଏନଡିଏ ହେଉଛି ଭାରତର ସବୁଠୁ ସଫଳ ନିର୍ବାଚନ ପୂର୍ବବର୍ତ୍ତୀ ମେଣ୍ଟ । ଏଥିସହ ତାଙ୍କୁ ଏହି ମେଣ୍ଟର ନେତା ଭାବେ ନିର୍ବାଚିତ କରିଥିବାରୁ ସେ ସମସ୍ତଙ୍କୁ ଧନ୍ୟବାଦ…

ଆଜି ସମ୍ବିଧାନ ଭବନରେ ହୋଇଛି ଏନଡିଏର ଗୁରୁତ୍ବପୂର୍ଣ୍ଣ ସଂସଦୀୟ ଦଳ ବୈଠକ

ଆଜି ଆରମ୍ଭ ହୋଇଛି ସମ୍ବିଧାନ ଭବନରେ ଏନଡିଏର ଗୁରୁତ୍ବପୂର୍ଣ୍ଣ ସଂସଦୀୟ ଦଳ ବୈଠକ । ବୈଠକ ଆରମ୍ଭରେ ଏନଡିଏର ର ସମସ୍ତ ନେତୃତ୍ବ ଏବଂ ସାଂସଦଙ୍କୁ ଅଭିନନ୍ଦନ ଜଣାଇଲେ ବିଜେପି ରାଷ୍ଟ୍ରିୟ ଅଧ୍ୟକ୍ଷ ଜେପି ନଡ୍ଡା ।ଅନେକ ସାଂସଦ ତଥା ବିଜେପି…

୯ ତାରିଖରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ମୋଦି

ନରେନ୍ଦ୍ର ମୋଦି ଆସନ୍ତା ୯ ତାରିଖରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ବୋଲି ସୂତ୍ରରୁ ପ୍ରକାଶ ପାଇଛି। ତୃତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି ନରେନ୍ଦ୍ର ମୋଦୀ। ସେ ପୂର୍ବରୁ ସେ ୮ ତାରିଖ ସଂଧ୍ୟାରେ ପ୍ରଧାନମନ୍ତ୍ରୀ ଭାବେ…

ଏନ୍‌ଡିଏ ର ନେତା ନିର୍ବାଚିତ ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆଜି ଏନ୍‌ଡିଏ ମେଣ୍ଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ମଧ୍ୟ ଉପସ୍ଥତି ରହିଥିଲେ। ବୈଠକରେ ମୋଦି ସରକାର ୩.୦ ପାଇଁ…

ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନରେନ୍ଦ୍ର ମୋଦି

ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ନରେନ୍ଦ୍ର ମୋଦି । ନୂଆ ସରକାର ଗଠନ ପୂର୍ବରୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତିଙ୍କୁ ଭେଟି ଇସ୍ତଫାପତ୍ର ଦେଇଛନ୍ତି । ତେବେ ତୃତୀୟ ଥର ପାଇଁ ଏନ୍‌ଡିଏ କ୍ଷମତାକୁ ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନସାଧାରଣଙ୍କୁ ଧନ୍ୟବାଦ…

ଓଡ଼ିଶାରେ ବହୁମତରେ ବିଜେପି ବିଜୟ, ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ

ଓଡ଼ିଶାରେ ଚଳିତବର୍ଷ ଲୋକସଭା ଓ ବିଧାନସଭା ନିର୍ବାଚନରେ ବିଜେପି ବିପୁଳ ବିଜୟ ପରେ ଓଡ଼ିଶା ବାସୀଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ନିଜ ସୋସିଆଲ ମିଡ଼ିଆରେ ଲେଖିଛନ୍ତି ଧନ୍ୟବାଦ୍ ଓଡ଼ିଶା! ଉତ୍ତମ ଶାସନ ଏବଂ ଓଡିଶାର ଅନନ୍ୟ ସଂସ୍କୃତିକୁ…

ବିଜେଡି ନେତା ନକଲି କାଗଜପତ୍ର କରି ଚାଷୀଙ୍କ ନାଁରେ ଋଣ କରିନେଇଛନ୍ତି: ମୋଦୀ

ରାଜ୍ୟର ଶେଷ ନିର୍ବାଚନ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାଲେଶ୍ୱର ଜିଲ୍ଳାର ରେମୁଣାଠାରେ ଏକ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି। ଏଠାରେ ଆୟୋଜିତ ଜନସମାବେଶକୁ ସମ୍ବୋଧିତ କରି ମୋଦି କହିଛନ୍ତି, ଓଡ଼ିଶା ଲୋକଙ୍କ ଭଲପାଇବାକୁ ମୁଁ କେବେ ଭୁଲି…

ନବୀନଙ୍କ ସ୍ୱାସ୍ଥ୍ୟ ହାନି ପଛରେ ଷଡଯନ୍ତ୍ରର ସନ୍ଦେହ: ନରେନ୍ଦ୍ର ମୋଦି

ମୟୂରଭଞ୍ଜ ବାରିପଦାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ସେ ସଭାରେ ମୁଖ୍ୟମନ୍ତ୍ରୀଙ୍କ ସ୍ୱାସ୍ଥ୍ୟ ଖରାପ ହେବା ପ୍ରସଙ୍ଗ ଉଠାଇଛନ୍ତି । ମୋଦୀ ପ୍ରଶ୍ନ କରିଛନ୍ତି ଅଚାନକ ମୁଖ୍ୟମନ୍ତ୍ରୀଙ୍କ ସ୍ୱାସ୍ଥ୍ୟ ଏତେ ମାତ୍ରାରେ ଖରାପ ହେଲା କେମିତି ? ନବୀନଙ୍କ ସ୍ବାସ୍ଥ୍ୟ ଖରାପ…