ଦେଶ Atal Bihari’s 101st Birthday: ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ମୋଦି December 25, 2025 Nirvay ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ ତମ ଜୟନ୍ତୀ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବିଜୟ ଘାଟରେ ବାଜପେୟୀଙ୍କ ସମାଧି ‘ସଦୈବ ଅଟଳ’ ରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଉପରାଷ୍ଟ୍ରପତି…
ଦେଶ Merry Christmas: ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚରେ ପ୍ରାର୍ଥନା ସଭାରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ ମୋଦି December 25, 2025 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚ ପରିଦର୍ଶନ କରି ପ୍ରାର୍ଥନା ସଭାରେ ଅଂଶଗ୍ରହଣ କରିଛନ୍ତି ଏବଂ ଲୋକମାନଙ୍କୁ ବଡ଼ଦିନ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ଚର୍ଚ୍ଚରେ ଦେଶବାସୀଙ୍କ ମଙ୍ଗଳ ଉଦ୍ଦେଶ୍ୟରେ ପ୍ରାର୍ଥନା କରିଛନ୍ତି…
ଦେଶ ରାଜନୀତି PM Modi In West Bengal: କୋଲକାତାରେ ଘନ କୁହୁଡ଼ି ପାଇଁ ଅବତରଣ କରିପାରିଲାନି ପ୍ରଧାନମନ୍ତ୍ରୀ ମୋଦିଙ୍କ ହେଲିକପ୍ଟର December 20, 2025 Nirvay ଘନ କୁହୁଡି କାରଣରୁ ପଶ୍ଚିମବଙ୍ଗର ତାହେରପୁରରେ ଅବତରଣ କରିପାରିଲାନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହେଲିକପ୍ଟର । ପଶ୍ଚିମବଙ୍ଗ ନଦିଆର ତାହେରପୁରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ କାର୍ଯ୍ୟକ୍ରମ ରହିଥିଲା । କୋଲକତା ଏୟାରପୋର୍ଟରେ ମୋଦିଙ୍କ ବିମାନ ଅବତରଣ କରିବା ପରେ ହେଲିକପ୍ଟର ଯୋଗେ ତାହେରପୁରଙ୍କ…
ତାଜା ଖବର ଦେଶ Diwali Joins UNESCO Heritage List: UNESCO ଅମୂଲ୍ୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ସ୍ଥାନ ପାଇଲା ‘ଦୀପାବଳି’ December 10, 2025 Nirvay ୟୁନେସ୍କୋରେ ସ୍ଥାନ ପାଇଲା ଆଲୋକର ପର୍ବ ‘ଦୀପାବଳି’ । ଅମୂଲ୍ୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ‘ଦୀପାବଳି’ ସ୍ଥାନ ପାଇଛି । ଏନେଇ ‘X’ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୂଚନା ଦେଇଛନ୍ତି । ଦୀପାବଳି ଆମ ସଂସ୍କୃତି ଏବଂ ନୀତି ସହିତ…
ତାଜା ଖବର ଦେଶ ବିଶ୍ୱ PM Modi Receives Vladimir Putin: ଭାରତରେ ରୁଷ ରାଷ୍ଟ୍ରପତି ପୁଟିନ, ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ ମୋଦି December 4, 2025 Nirvay ଭାରତରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ । ପୁଟିନ ଦିଲ୍ଲୀର ପାଲମ ବିମାନବନ୍ଦରରେ ଅବତରଣ କରିବାମାତ୍ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଟିନଙ୍କୁ ଭବ୍ୟ ସ୍ୱାଗତ କରିବା ସହ ତାଙ୍କୁ ଆଲିଙ୍ଗନ କରିଥିଲେ ଏବଂ ଉପସ୍ଥିତ ସମସ୍ତ ଅଧିକାରୀଙ୍କ ସହିତ ପରିଚିତ…
ଦେଶ ବିଶ୍ୱ Bronze Statue Of Lord Ram: ଗୋଆରେ ପ୍ରଭୁ ଶ୍ରୀରାମଙ୍କ ସବୁଠୁ ଉଚ୍ଚ ବ୍ରୋଞ୍ଜ ପ୍ରତିମୂର୍ତ୍ତି November 28, 2025 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଗୋଆ ଗୋକର୍ଣ୍ଣ ଜୀବୋତ୍ତମ ମଠର ୫୫୦ ବର୍ଷ ପୂର୍ତ୍ତି ଅବସରରେ ଭଗବାନ ଶ୍ରୀରାମଙ୍କ ଏକ ୭୭ ଫୁଟ ଉଚ୍ଚତା ବିଶିଷ୍ଟ ବ୍ରୋଞ୍ଜ ପ୍ରତିମା ଉନ୍ମୋଚନ କରିଛନ୍ତି । ଗୋଆରେ ସ୍ଥାପିତ ଭଗବାନ ରାମଙ୍କ ସବୁଠାରୁ ଉଚ୍ଚ…
ଦେଶ ବିଶ୍ୱ G-20 Summit: ଜି-୨୦ ସମ୍ମିଳନୀରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ ମୋଦି November 22, 2025 Nirvay ଦକ୍ଷିଣ ଆଫ୍ରିକାରେ ଆୟୋଜିତ ଜି-୨୦ ସମ୍ମିଳନୀରେ ଯୋଗଦେବାକୁ ଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବିଶ୍ୱର ନେତୃବୃନ୍ଦଙ୍କ ସହ ଆଲୋଚନା କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ଜି-୨୦ଶିଖର ସମ୍ମିଳନୀର ପ୍ରଥମ ଦିନରେ ଅଭିଭାଷଣ ଦେଇ ବିଶ୍ୱ ସ୍ୱାସ୍ଥ୍ୟସେବାକୁ ସୁଦୃଢ଼ କରିବା ପାଇଁ…
ଦେଶ ବିଶ୍ୱ G20 Summit: ଦକ୍ଷିଣ ଆଫ୍ରିକା ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି; G20 ସମ୍ମିଳନୀରେ ଦେବେ ଯୋଗ November 21, 2025 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜିଠୁ ତିନି ଦିନିଆ ଦକ୍ଷିଣ ଆଫ୍ରିକା ଗସ୍ତରେ ଯାଇଛନ୍ତି । ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗରେ ଆୟୋଜିତ ହୋଇଥିବା ଜି-୨୦ ଲିଡର୍ସ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଯୋଗ ଦେବେ । ଦକ୍ଷିଣ ଆଫ୍ରିକାରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ…
ଦେଶ ରାଜନୀତି Bihar Election Results: ବିହାରରେ NDAର ବିପୁଳ ବିଜୟ ପରେ ଦଳୀୟ କର୍ମକର୍ତ୍ତା ଓ ବିହାରବାସୀଙ୍କୁ ଅଭିନନ୍ଦନ ଜଣାଇଲେ ମୋଦି November 14, 2025 Nirvay ବିହାରରେ ବିଜେପିର ବିପୁଳ ବିଜୟ ପରେ ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଐତିହାସିକ ବିଜୟକୁ ବିକାଶ ଏବଂ ସୁଶାସନର ବିଜୟ ବୋଲି କହିଛନ୍ତି । ଅକ୍ଲାନ୍ତ ପରିଶ୍ରମ ପାଇଁ ପ୍ରତ୍ୟେକ ଏନଡିଏ କର୍ମକର୍ତ୍ତାଙ୍କୁ ଜଣାଇବା ସହିତ ସେ…
ଖେଳ ଦେଶ ବିଶ୍ୱ Women’s World Cup Champions: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବିଶ୍ୱବିଜୟୀ ମହିଳା କ୍ରିକେଟ ଟିମ୍ November 6, 2025 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଦିନ ସନ୍ଧ୍ୟାରେ ନୂଆଦିଲ୍ଲୀସ୍ଥିତ ବାସଭବନରେ ଆଇସିସି ମହିଳା ବିଶ୍ୱକପ୍ ବିଜେତା ଭାରତୀୟ କ୍ରିକେଟ୍ ଦଳକୁ ଭବ୍ୟ ସମ୍ବର୍ଦ୍ଧନା ଜଣାଇଥିଲେ ଏବଂ ସେମାନଙ୍କ ଉତ୍କୃଷ୍ଟ ପ୍ରଦର୍ଶନକୁ ବେଶ୍ ପ୍ରଶଂସା କରିଥିଲେ । ସାକ୍ଷାତ ସମୟରେ ସେ ଖେଳାଳିମାନଙ୍କ…