ରାଜ୍ୟ ପି.ଏମ୍ କିଷାନ ଯୋଜନା: ଓଡ଼ିଶାର ପ୍ରାୟ ୩୫ ଲକ୍ଷ କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତା August 2, 2025 Nirvay ଆଜି ରାଜ୍ୟର ସମସ୍ତ ଚାଷୀଙ୍କୁ ମିଳିଲା ପିଏମ୍ କିଷାନ ଯୋଜନାର ୨୦ ତମ କିସ୍ତି । ଓଡ଼ିଶାର ପ୍ରାୟ ୩୫ ଲକ୍ଷ କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତା । କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଆୟୋଜିତ…
ତାଜା ଖବର ରାଜ୍ୟ ପ୍ରଧାନମନ୍ତ୍ରୀଙ୍କ ୭୫ ତମ ଜନ୍ମଦିନରେ ଓଡିଶାରେ ଲାଗିବ ରେକର୍ଡ ସଂଖ୍ୟକ ୭୫ ଲକ୍ଷ ଗଛ July 31, 2025 Papirani ଚଳିତ ବର୍ଷ ସେପ୍ଟେମ୍ବର ୧୭ ତାରିଖରେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ ୭୫ ବର୍ଷରେ ପ୍ରଦାର୍ପଣ କରିବାକୁ ଯାଉଛନ୍ତି। ଦେଶପ୍ରତି, ବିଶେଷକରି ଓଡିଶା ପ୍ରତି, ପ୍ରଧାନମନ୍ତ୍ରୀଙ୍କ ଅନେକ ଅବଦାନ ରହିଛି। ଗତ ବର୍ଷ ପ୍ରଧାନମନ୍ତ୍ରୀ ତାଙ୍କ ଜନ୍ମଦିନରେ ଓଡିଶା ଆସି ଆମର…
ଦେଶ ବିଶ୍ୱର କୌଣସି ନେତା ବନ୍ଦ କରିନଥିଲେ ଯୁଦ୍ଧ: ମୋଦୀ July 30, 2025 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଲୋକସଭାରେ ଅପରେସନ ସିନ୍ଦୂର ବାବଦ ଚର୍ଚ୍ଚାବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦାବି ଏବଂ ବିରୋଧୀଙ୍କ ଅଭିଯୋଗକୁ ଦୃଢ଼ଭାବେ ପ୍ରତ୍ୟାଖ୍ୟାନ କରିଛନ୍ତି । ସେ କହିଛନ୍ତି ଯେ, ବିଶ୍ୱର କୌଣସି ଦେଶ ଭାରତକୁ ଆତଙ୍କବାଦ ବିରୋଧରେ…
ତାଜା ଖବର ଦେଶ ରେକର୍ଡ ସୃଷ୍ଟି କଲେ ମୋଦୀ; ଭାରତର ଦ୍ୱିତୀୟ ସର୍ବାଧିକ ସମୟ ପାଇଁ ପ୍ରଧାନମନ୍ତ୍ରୀ ହୋଇଛନ୍ତି ନରେନ୍ଦ୍ର ମୋଦୀ July 25, 2025 Papirani ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ଦୀର୍ଘ ରାଜନୈତିକ ଯାତ୍ରାରେ ଆଉ ଏକ ନୂତନ ରେକର୍ଡ ଯୋଡ଼ି ହୋଇଛି। ଜୁଲାଇ ୨୫ ତାରିଖରେ ପ୍ରଧାନମନ୍ତ୍ରୀ ଭାବରେ ୪୦୭୮ ଦିନର କାର୍ଯ୍ୟକାଳ ପୂରଣ କରିବା ସହିତ ଭାରତର ଦ୍ୱିତୀୟ ସର୍ବାଧିକ ସମୟ ପାଇଁ ପ୍ରଧାନମନ୍ତ୍ରୀ…
ରାଜ୍ୟ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ July 12, 2025 Nirvay ଆଜି ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭେଟିଛନ୍ତି । ସାକ୍ଷାତ କାଳରେ ଓଡିଶାର ଭିଜନ ଡକୁମେଣ୍ଟ ୨୦୩୬ ନେଇ ଆଲୋଚନା ହୋଇଥିବା ଜଣାପଡ଼ିଛି । ଏହି ଅବସରରେ ଓଡ଼ିଶାର ବିଭିନ୍ନ ବିକାଶମୂଳକ କାର୍ଯ୍ୟ, ଭବିଷ୍ୟତ କାର୍ଯ୍ୟପନ୍ଥା, କେନ୍ଦ୍ର…
ଦେଶ ବିଶ୍ୱ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତ୍ରିନିଦାଦ ଓ ଟବାଗୋର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ July 4, 2025 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୫ ରାଷ୍ଟ୍ର ଗସ୍ତରେ ଥିବା ବେଳେ ଗତକାଲି ତ୍ରିନିଦାଦ ଓ ଟବାଗୋ ଗସ୍ତରେ ପହଞ୍ଚିଛନ୍ତି । ତ୍ରିନିଦାଦ ଓ ଟବାଗୋ ରାଷ୍ଟ୍ରପତି କ୍ରିଷ୍ଟିନ୍ କଙ୍ଗାଲୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆଜି ତ୍ରିନିଦାଦ ଓ ଟବାଗୋର ସର୍ବୋଚ୍ଚ ସମ୍ମାନ…
ଦେଶ ବିଶ୍ୱ ପ୍ରଧାନମନ୍ତ୍ରୀ ମୋଦି ଘାନାର ସର୍ବୋଚ୍ଚ ବେସାମରିକ ସମ୍ମାନରେ ସମ୍ମାନିତ July 3, 2025 Nirvay ଘାନାର ଆକ୍ରାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଘାନାର ସର୍ବୋଚ୍ଚ ବେସାମରିକ ସମ୍ମାନ ‘ଦ ଅଫିସର୍ ଅଫ୍ ଦ ଅର୍ଡର ଅଫ୍ ଦ ଷ୍ଟାର୍ ଅଫ୍ ଘାନା’ ରେ ସମ୍ମାନିତ କରିଛନ୍ତି ଘାନା ରାଷ୍ଟ୍ରପତି ଜନ ଡ୍ରାମାନି ମହାମା…
ଦେଶ ବିଶ୍ୱ ଅନ୍ତର୍ଜାତୀୟ ସ୍ପେଶ ସେଣ୍ଟରରୁ ମୋଦିଙ୍କ ସହ କଥା ହେଲେ ମହାକାଶଚାରୀ ଶୁଭାଂଶୁ June 29, 2025 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନ ଭାରତୀୟ ମହାକାଶଚାରୀ ତଥା ଗୃପ କ୍ୟାପ୍ଟେନ ଶୁଭାଂଶୁ ଶୁକ୍ଳାଙ୍କ ସହ କଥା ହୋଇଛନ୍ତି । ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ଜରିଆରେ ତାଙ୍କ ସହିତ କଥା ହୋଇ ମହାକାଶରେ ଭାରତର ଗୌରବ ବଢ଼ାଇଥିବାରୁ ତାଙ୍କୁ ଶୁଭକାମନା…
ରାଜ୍ୟ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ June 27, 2025 Nirvay ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ପବିତ୍ର ରଥଯାତ୍ରା ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ରାଷ୍ଟ୍ରପତି କହିଛନ୍ତି, ଶ୍ରୀଜିଉମାନଙ୍କ ମାନବୀୟ ଲୀଳା ହିଁ ରଥଯାତ୍ରାର ବିଶେଷତ୍ୱ । ସେଇଭଳି…
ରାଜ୍ୟ ନବୀନଙ୍କ ସହ କଥା ହୋଇ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଲେ ନରେନ୍ଦ୍ର ମୋଦି June 26, 2025 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସହ ଫୋନରେ କଥା ହୋଇ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି ଏବଂ ପୂର୍ଣ୍ଣ ଆରୋଗ୍ୟ ପାଇଁ ଶୁଭେଚ୍ଛା ଜଣାଇଛନ୍ତି । ନବୀନ ସୁସ୍ଥ ହେବା ପରେ…