Tag: narendra modi

Somnath Swabhiman Parv: ଭାରତୀୟ ସଭ୍ୟତାର ଅଦମ୍ୟ ସାହସକୁ ପ୍ରଦର୍ଶନ କରୁଛି ‘ସୋମନାଥ ସ୍ୱାଭିମାନ ପର୍ବ’: ମନମୋହନ ସାମଲ

ଭାରତର ଆସ୍ଥା, ବିଶ୍ୱାସ ଓ ସଭ୍ୟତାର ପ୍ରତୀକ ହେଉଛି ଗୁଜୁରାଟର ସୋମନାଥ ମନ୍ଦିର । ଏହି ପର୍ବ ଭାରତୀୟ ସଭ୍ୟତାର ଅଦମ୍ୟ ସାହସ ଓ ନିରନ୍ତରତାକୁ ପ୍ରଦର୍ଶନ କରୁଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସୋମନାଥ ପୀଠରୁ ଏହି ପର୍ବର…

New Year Greetings: ନୂଆବର୍ଷର ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ବିଦାୟ ନେଇଛି ୨୦୨୫ । ଆସିଛି ନୂଆବର୍ଷ ୨୦୨୬ । ନୂତନ ବର୍ଷ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ରାଷ୍ଟ୍ରପତି ଏକ୍ସରେ ପୋଷ୍ଟ କରି କହିଛନ୍ତିି ଯେ…

Atal Bihari’s 101st Birthday: ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ମୋଦି

ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ ତମ ଜୟନ୍ତୀ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବିଜୟ ଘାଟରେ ବାଜପେୟୀଙ୍କ ସମାଧି ‘ସଦୈବ ଅଟଳ’ ରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଉପରାଷ୍ଟ୍ରପତି…

Merry Christmas: ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚରେ ପ୍ରାର୍ଥନା ସଭାରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚ ପରିଦର୍ଶନ କରି ପ୍ରାର୍ଥନା ସଭାରେ ଅଂଶଗ୍ରହଣ କରିଛନ୍ତି ଏବଂ ଲୋକମାନଙ୍କୁ ବଡ଼ଦିନ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ଚର୍ଚ୍ଚରେ ଦେଶବାସୀଙ୍କ ମଙ୍ଗଳ ଉଦ୍ଦେଶ୍ୟରେ ପ୍ରାର୍ଥନା କରିଛନ୍ତି…

PM Modi In West Bengal: କୋଲକାତାରେ ଘନ କୁହୁଡ଼ି ପାଇଁ ଅବତରଣ କରିପାରିଲାନି ପ୍ରଧାନମନ୍ତ୍ରୀ ମୋଦିଙ୍କ ହେଲିକପ୍ଟର

ଘନ କୁହୁଡି କାରଣରୁ ପଶ୍ଚିମବଙ୍ଗର ତାହେରପୁରରେ ଅବତରଣ କରିପାରିଲାନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହେଲିକପ୍ଟର । ପଶ୍ଚିମବଙ୍ଗ ନଦିଆର ତାହେରପୁରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ କାର୍ଯ୍ୟକ୍ରମ ରହିଥିଲା । କୋଲକତା ଏୟାରପୋର୍ଟରେ ମୋଦିଙ୍କ ବିମାନ ଅବତରଣ କରିବା ପରେ ହେଲିକପ୍ଟର ଯୋଗେ ତାହେରପୁରଙ୍କ…

Diwali Joins UNESCO Heritage List: UNESCO ଅମୂଲ୍ୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ସ୍ଥାନ ପାଇଲା ‘ଦୀପାବଳି’

ୟୁନେସ୍କୋରେ ସ୍ଥାନ ପାଇଲା ଆଲୋକର ପର୍ବ ‘ଦୀପାବଳି’ । ଅମୂଲ୍ୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ‘ଦୀପାବଳି’ ସ୍ଥାନ ପାଇଛି । ଏନେଇ ‘X’ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୂଚନା ଦେଇଛନ୍ତି । ଦୀପାବଳି ଆମ ସଂସ୍କୃତି ଏବଂ ନୀତି ସହିତ…

PM Modi Receives Vladimir Putin: ଭାରତରେ ରୁଷ ରାଷ୍ଟ୍ରପତି ପୁଟିନ, ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ ମୋଦି

ଭାରତରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ । ପୁଟିନ ଦିଲ୍ଲୀର ପାଲମ ବିମାନବନ୍ଦରରେ ଅବତରଣ କରିବାମାତ୍ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଟିନଙ୍କୁ ଭବ୍ୟ ସ୍ୱାଗତ କରିବା ସହ ତାଙ୍କୁ ଆଲିଙ୍ଗନ କରିଥିଲେ ଏବଂ ଉପସ୍ଥିତ ସମସ୍ତ ଅଧିକାରୀଙ୍କ ସହିତ ପରିଚିତ…

Bronze Statue Of Lord Ram: ଗୋଆରେ ପ୍ରଭୁ ଶ୍ରୀରାମଙ୍କ ସବୁଠୁ ଉଚ୍ଚ ବ୍ରୋଞ୍ଜ ପ୍ରତିମୂର୍ତ୍ତି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଗୋଆ ଗୋକର୍ଣ୍ଣ ଜୀବୋତ୍ତମ ମଠର ୫୫୦ ବର୍ଷ ପୂର୍ତ୍ତି ଅବସରରେ ଭଗବାନ ଶ୍ରୀରାମଙ୍କ ଏକ ୭୭ ଫୁଟ ଉଚ୍ଚତା ବିଶିଷ୍ଟ ବ୍ରୋଞ୍ଜ ପ୍ରତିମା ଉନ୍ମୋଚନ କରିଛନ୍ତି । ଗୋଆରେ ସ୍ଥାପିତ ଭଗବାନ ରାମଙ୍କ ସବୁଠାରୁ ଉଚ୍ଚ…

G-20 Summit: ଜି-୨୦ ସମ୍ମିଳନୀରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ ମୋଦି

ଦକ୍ଷିଣ ଆଫ୍ରିକାରେ ଆୟୋଜିତ ଜି-୨୦ ସମ୍ମିଳନୀରେ ଯୋଗଦେବାକୁ ଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବିଶ୍ୱର ନେତୃବୃନ୍ଦଙ୍କ ସହ ଆଲୋଚନା କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ଜି-୨୦ଶିଖର ସମ୍ମିଳନୀର ପ୍ରଥମ ଦିନରେ ଅଭିଭାଷଣ ଦେଇ ବିଶ୍ୱ ସ୍ୱାସ୍ଥ୍ୟସେବାକୁ ସୁଦୃଢ଼ ​​କରିବା ପାଇଁ…

G20 Summit: ଦକ୍ଷିଣ ଆଫ୍ରିକା ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି; G20 ସମ୍ମିଳନୀରେ ଦେବେ ଯୋଗ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜିଠୁ ତିନି ଦିନିଆ ଦକ୍ଷିଣ ଆଫ୍ରିକା ଗସ୍ତରେ ଯାଇଛନ୍ତି । ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗରେ ଆୟୋଜିତ ହୋଇଥିବା ଜି-୨୦ ଲିଡର୍ସ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଯୋଗ ଦେବେ । ଦକ୍ଷିଣ ଆଫ୍ରିକାରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ…