Tag: narendra modi

ବ୍ଲୁ ଇକୋନୋମି ରାଜ୍ୟ ତାଲିକାରେ ଯୋଡ଼ି ହୋଇଛି ଓଡ଼ିଶା: ପ୍ରଧାନମନ୍ତ୍ରୀ ମୋଦି

ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫ ଭୁବନେଶ୍ୱର ଜନତା ମଇଦାନରେ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି କାର୍ଯ୍ୟକ୍ରମରେ ଜୟ ଜଗନ୍ନାଥ କହି ସମ୍ବୋଧନ କଲେ ମୋଦି । ବଡ଼ ଆୟୋଜନ ପାଇଁ ଧନ୍ୟବାଦ ଦେବା ସହ ମୋଦି…

ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଆଜିଠୁ ଭୁବନେଶ୍ବର ଜନତା ମୈଦାନରେ ଆରମ୍ଭ ହେଉଛି ଦୁଇଦିନିଆ ଉତ୍କର୍ଷ ଓଡ଼ିଶା-ମେକ ଇନ ଓଡିଶା କନକ୍ଲେଭ ୨୦୨୫ । ଏହି କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବାହ୍‌ଣରେ ଉଦ୍‌ଘାଟନ କରିବେ। ସେଥିପାଇଁ ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଓଡ଼ିଶା ଗସ୍ତ ପାଇଁ ଭୁବନେଶ୍ୱରରେ ନୋ ଫ୍ଲାଇଂ ଜୋନ୍ ଘୋଷଣା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡିଶା ଗସ୍ତ ସମୟରେ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଏବଂ ରହଣି ଅଞ୍ଚଳକୁ ନୋ ଡ୍ରୋନ୍‌ ଜୋନ୍‌ ତଥା ନୋ ଫ୍ଲାଇଂ ଜୋନ୍‌ ଘୋଷଣା କରାଯାଇଛି । ଆସନ୍ତାକାଲି ୧୦ ଘଟିକା ସମୟରେ ମୋଦିଙ୍କୁ ଭୁବନେଶ୍ୱର…

ଚଳିତ ବର୍ଷର ପ୍ରଥମ ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କଲେ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୨୫ ବର୍ଷର ପ୍ରଥମ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ ରେ ଦେଶବାସୀଙ୍କୁ ଆଜି ସମ୍ବୋଧନ କରିଛନ୍ତି । ପ୍ରତିଥର ଏହି କାର୍ଯ୍ୟକ୍ରମ ମାସର ଶେଷ ରବିବାର ପ୍ରସାରଣ ହେଉଥିବା ବେଳେ ଚଳିତ ମାସର ଶେଷ ରବିବାର…

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର; ଅଷ୍ଟମ ବେତନ କମିଶନକୁ କ୍ୟାବିନେଟ ଅନୁମୋଦନ

୨୦୨୫ ବଜେଟ୍ ପୂର୍ବରୁ ନୂତନ ବର୍ଷରେ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଉପହାର ଦେଇଛନ୍ତି କେନ୍ଦ୍ର ସରକାର । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଅଷ୍ଟମ ବେତନ ଆୟୋଗକୁ ଅନୁମୋଦନ ମିଳିଛି ।…

ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର MOU ନେଇ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଜଣାଇଲେ ମୋଦି

ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ନିମନ୍ତେ ଜାତୀୟ ସ୍ବାସ୍ଥ୍ୟ ପ୍ରାଧିକରଣ, ଭାରତ ସରକାର ଏବଂ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ଓଡ଼ିଶା ସରକାରଙ୍କ ମଧ୍ୟରେ ଏମଓୟୁ ପାଇଁ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ…

ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି; ପ୍ରବାସୀ ଭାରତୀୟ ଦିବସ ସମାରୋହରେ ଯୋଗ ଦେବେ

ଆଜି ସନ୍ଧ୍ୟାରେ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କାଲି ଭୁବନେଶ୍ୱରରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମରେ ଯୋଗ ଦେବେ । କଡ଼ା ସୁରକ୍ଷା ମଧ୍ୟରେ ରାଜଭବନରେ ପହଞ୍ଚିଛି କାରକେଡ୍‌ । ରାଜଭବନ…

ଜାନୁଆରି ୮ ଓ ୯ ତାରିଖରେ ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ଗସ୍ତ କରିବେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୮ଓ ୯ ତାରିଖରେ ଦୁଇଦିନିଆ ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ଗସ୍ତ କରିବେ । ପ୍ରଧାନମନ୍ତ୍ରୀ ମୋଦି ୮ ଜାନୁଆରିରେ ଆନ୍ଧ୍ରପ୍ରଦେଶଗସ୍ତରେ ଯାଇ ୨ ଲକ୍ଷ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ପ୍ରକଳ୍ପକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ,…

ପ୍ରବାସୀ ଭାରତୀୟ ଦିବସକୁ ସଫଳ କରିବାକୁ ବିଜେପିର ଆହ୍ୱାନ

ଆସନ୍ତା ୮, ୯ ଓ ୧୦ ତାରିଖ ତିନି ଦିନ ଧରି ପ୍ରଥମ ଥର ପାଇଁ ଓଡ଼ିଶାରେ ପ୍ରବାସୀ ଭାରତୀୟ ଦିବସ ପାଳନ କରାଯାଉଛି । ରାଜ୍ୟରେ ପ୍ରଥମ ଥର ପାଇଁ ଏଭଳି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବା ଯୋଗୁଁ ଓଡ଼ିଶାର ପ୍ରଚାର…

ଦକ୍ଷିଣ ଓଡ଼ିଶାକୁ ଗୁରୁତ୍ୱ; ରାୟଗଡ଼ା ରେଳମଣ୍ଡଳର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ

ସଂଯୋଗୀକରଣ ବୃଦ୍ଧି ତଥା ସାମାଜିକ ଓ ଅର୍ଥନୈତିକ ବିକାଶକୁ ପ୍ରୋତ୍ସାହିତ କରିବା ଦିଗରେ କେନ୍ଦ୍ର ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏକାଧିକ ପ୍ରମୁଖ ରେଳ ପ୍ରକଳ୍ପର ଶୁଭାରମ୍ଭ କରିଥିବାବେଳେ କେତେକର ଶିଳାନ୍ୟାସ…