ଦେଶ ରାଜ୍ୟ ଝାରସୁଗୁଡାରେ ୬୦,୦୦୦ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦି September 26, 2025 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା କାଲି ଓଡ଼ିଶା ଗସ୍ତରେ ଆସିବେ । ପ୍ରାୟ ୧୧:୩୦ ସମୟରେ ସେ ଝାରସୁଗୁଡାରେ ୬୦,୦୦୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବେ । ଏହି ପ୍ରକଳ୍ପଗୁଡ଼ିକ ରାସ୍ତା, ରେଳପଥ, ଉଚ୍ଚଶିକ୍ଷା,…
ଦେଶ ଆସନ୍ତାକାଲିଠୁ ଆରମ୍ଭ ହେବ ଜିଏସଟି ବଚତ୍ ଉତ୍ସବ: ପ୍ରଧାନମନ୍ତ୍ରୀ ମୋଦି September 21, 2025 Nirvay ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି । ଶକ୍ତି ଉପାସନାର ପର୍ବ ନବରାତ୍ରି ଆରମ୍ଭରେ ସମସ୍ତ ନାଗରିକଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇ ମୋଦି କହିଛନ୍ତି ଯେ ନବରାତ୍ରିର ପ୍ରଥମ ଦିନରୁ ଦେଶ ଆତ୍ମନିର୍ଭର ଭାରତ…
ରାଜ୍ୟ ପାଗ ଖରାପ ଯୋଗୁଁ ମୋଦିଙ୍କ ବ୍ରହ୍ମପୁର କାର୍ଯ୍ୟକ୍ରମ ଝାରସୁଗୁଡାକୁ ସ୍ଥାନାନ୍ତରିତ September 21, 2025 Nirvay ପାଗ ଖରାପ ଯୋଗୁଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ରହ୍ମପୁର ଗସ୍ତ ବାତିଲ ହୋଇଛି । ତେବେ ଏହି କାର୍ଯ୍ୟକ୍ରମ ଝାରସୁଗୁଡାକୁ ସ୍ଥାନାନ୍ତରିତ ହୋଇଛି । ପ୍ରଧାନମନ୍ତ୍ରୀ ମୋଦି ବ୍ରହ୍ମପୁର ପରିବର୍ତ୍ତେ ଝାରସୁଗୁଡା ଆସିବେ ବୋଲି ସୂଚନା ମିଳିଛି । ଆସନ୍ତା ୨୭…
ରାଜ୍ୟ ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିବସରେ ଓଡ଼ିଶାରେ ଲାଗିଲା ରେକର୍ଡ ସଂଖ୍ୟକ ୧,୪୯,୧୧,୩୩୯ ଗଛ September 17, 2025 Nirvay ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଜନ୍ମଦିବସରେ ସାରା ରାଜ୍ୟରେ ରେକର୍ଡ ସଂଖ୍ୟକ ୧,୪୯,୧୧, ୩୩୯ ଟି ଗଛ ଲଗାଯାଇଛି । ପ୍ରଧାନମନ୍ତ୍ରୀଙ୍କ ୭୫ତମ ଜନ୍ମଦିବସରେ ୭୫ ଲକ୍ଷ ଗଛ ଲଗାଇ ଓଡ଼ିଶାବାସୀଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ଏକ ସଶ୍ରଦ୍ଧ ଉପହାର ଦେବା ପାଇଁ…
ଦେଶ ରାଜ୍ୟ ମୋଦିଙ୍କ ଜନ୍ମଦିନ ଉପଲକ୍ଷେ ଆବାସ ଦିବସ ପାଳନ କରିବେ ରାଜ୍ୟ ସରକାର September 15, 2025 Nirvay ମୋଦିଙ୍କ ଜନ୍ମଦିନ ଉପଲକ୍ଷେ ଆବାସ ଦିବସ ପାଳନ କରିବେ ରାଜ୍ୟ ସରକାର । ପ୍ରତି ଜିଲ୍ଲା, ପୌରସଂସ୍ଥାରେ ଆୟୋଜନ ହେବ ପ୍ରଧାନମନ୍ତ୍ରୀ ଆବାସ ମେଳା । ଏନେଇ ସବୁ ଜିଲ୍ଲାପାଳଙ୍କୁ ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଚିଠି ଲେଖିଛନ୍ତି…
ରାଜ୍ୟ ଆସନ୍ତା ୨୭ରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି September 13, 2025 Nirvay ଆସନ୍ତା ୨୭ ତାରିଖରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେବା ପକ୍ଷ ଅବସରରେ ଗଞ୍ଜାମ ଜିଲ୍ଲା ଛତ୍ରପୁରରେ ଆୟୋଜିତ ଜନ ସମାବେଶ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି ମୋଦି । ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି…
ଦେଶ ବିଶ୍ୱ ଜାତିସଂଘ ସାଧାରଣ ପରିଷଦ ବୈଠକରେ ସାମିଲ ହେବେ ନାହିଁ ପ୍ରଧାନମନ୍ତ୍ରୀ ମୋଦି September 6, 2025 Nirvay ଆମେରିକାର ନ୍ୟୁୟର୍କରେ ଅନୁଷ୍ଠିତ ହେବାକୁ ଥିବା ଜାତିସଂଘ ସାଧାରଣ ପରିଷଦ (UNGA) ର ଉଚ୍ଚସ୍ତରୀୟ ଅଧିବେଶନରେ ଯୋଗ ଦେବେ ନାହିଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସେପ୍ଟେମ୍ବର ୨୭ରେ ବିଶ୍ୱ ନେତାମାନଙ୍କୁ ଏହି ଅଧିବେଶନରେ ସମ୍ବୋଧିତ…
ଦେଶ ବିଶ୍ୱ ସବୁବେଳେ ମୋଦିଙ୍କ ବନ୍ଧୁ ହୋଇ ରହିବେ କହିଲେ ଟ୍ରମ୍ପ; ଟ୍ରମ୍ପଙ୍କ ଭାବନାକୁ ସମ୍ମାନ ଜଣାଇଲେ ମୋଦି September 6, 2025 Nirvay ଭାରତ-ଆମେରିକା ସଂପର୍କକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ ବୟାନ ଦେଇଛନ୍ତି । ଦୁଇ ଦେଶ ମଧ୍ୟରେ ଥିବା ସଂପର୍କକୁ ସ୍ଵତନ୍ତ୍ର କହିଛନ୍ତି ଟ୍ରମ୍ପ । ଟ୍ରମ୍ପ କହିଛନ୍ତି ଯେ ଭାରତ ରୁଷରୁ ବିପୁଳ ପରିମାଣରେ ତେଲ କିଣିବା…
ଦେଶ ବନ୍ୟା ପ୍ରଭାବିତ ରାଜ୍ୟ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ ମୋଦି September 6, 2025 Nirvay ବନ୍ୟା ପ୍ରଭାବିତ ରାଜ୍ୟ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ ମୋଦି । ରାଜଧାନୀ ଦିଲ୍ଲୀ ସମେତ ଉତ୍ତର ଭାରତର ଅନେକ ରାଜ୍ୟରେ ତାଣ୍ଡବ ରଚିଛି ବର୍ଷା । ଲଗାଣ ବର୍ଷା ଯୋଗୁଁ ଜମ୍ମୁ-କଶ୍ମୀର, ପଞ୍ଜାବ, ହରିୟାଣା, ରାଜସ୍ଥାନ, ଦିଲ୍ଲୀ-ଏନସିଆର ଏବଂ ପଶ୍ଚିମ ୟୁପିର…
ଦେଶ ବିଶ୍ୱ ଏସସିଓ ଶିଖର ସମ୍ମିଳନୀରେ ଆତଙ୍କବାଦ ରୋକିବାକୁ ଆହ୍ୱାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି September 1, 2025 Nirvay ଚୀନର ତିୟାନଜିନ୍ରେ ଆୟୋଜିତ ୨୫ତମ ଏସସିଓ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆତଙ୍କବାଦ ରୋକିବାକୁ ଆହ୍ୱାନ ଦେଇଛନ୍ତି । ଏସସିଓ ଶିଖର ସମ୍ମିଳନୀରେ ଚମତ୍କାର ସ୍ୱାଗତ ଏବଂ ଆତିଥ୍ୟ ପାଇଁ ମୋଦି ଚୀନ ରାଷ୍ଟ୍ରପତି ଜିନପିଙ୍ଗଙ୍କୁ ହୃଦୟରୁ କୃତଜ୍ଞତା…