Tag: narendra modi

ପ୍ରଧାନମନ୍ତ୍ରୀ ମୋଦି ଘାନାର ସର୍ବୋଚ୍ଚ ବେସାମରିକ ସମ୍ମାନରେ ସମ୍ମାନିତ

ଘାନାର ଆକ୍ରାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଘାନାର ସର୍ବୋଚ୍ଚ ବେସାମରିକ ସମ୍ମାନ ‘ଦ ଅଫିସର୍ ଅଫ୍ ଦ ଅର୍ଡର ଅଫ୍‌ ଦ ଷ୍ଟାର୍ ଅଫ୍ ଘାନା’ ରେ ସମ୍ମାନିତ କରିଛନ୍ତି ଘାନା ରାଷ୍ଟ୍ରପତି ଜନ ଡ୍ରାମାନି ମହାମା…

ଅନ୍ତର୍ଜାତୀୟ ସ୍ପେଶ ସେଣ୍ଟରରୁ ମୋଦିଙ୍କ ସହ କଥା ହେଲେ ମହାକାଶଚାରୀ ଶୁଭାଂଶୁ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନ ଭାରତୀୟ ମହାକାଶଚାରୀ ତଥା ଗୃପ କ୍ୟାପ୍ଟେନ ଶୁଭାଂଶୁ ଶୁକ୍ଳାଙ୍କ ସହ କଥା ହୋଇଛନ୍ତି । ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ଜରିଆରେ ତାଙ୍କ ସହିତ କଥା ହୋଇ ମହାକାଶରେ ଭାରତର ଗୌରବ ବଢ଼ାଇଥିବାରୁ ତାଙ୍କୁ ଶୁଭକାମନା…

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ପବିତ୍ର ରଥଯାତ୍ରା ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ରାଷ୍ଟ୍ରପତି କହିଛନ୍ତି, ଶ୍ରୀଜିଉମାନଙ୍କ ମାନବୀୟ ଲୀଳା ହିଁ ରଥଯାତ୍ରାର ବିଶେଷତ୍ୱ । ସେଇଭଳି…

ନବୀନଙ୍କ ସହ କଥା ହୋଇ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଲେ ନରେନ୍ଦ୍ର ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସହ ଫୋନରେ କଥା ହୋଇ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି ଏବଂ ପୂର୍ଣ୍ଣ ଆରୋଗ୍ୟ ପାଇଁ ଶୁଭେଚ୍ଛା ଜଣାଇଛନ୍ତି । ନବୀନ ସୁସ୍ଥ ହେବା ପରେ…

ବିଶାଖାପାଟଣାରୁ ଅନ୍ତର୍ଜାତୀୟ ଯୋଗ ଦିବସର ନେତୃତ୍ୱ ନେଲେ ପ୍ରଧାନମନ୍ତ୍ରୀ ମୋଦି

ଆଜି ସାରା ବିଶ୍ୱ ପାଳୁଛି ଯୋଗ ଦିବସ । ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ ହୋଇ ଯୋଗ ଦିବସର ନେତୃତ୍ୱ ନେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ବିଶାଖାପାଟଣା ବେଳାଭୂମିରେ ୩…

ମୋଦୀଙ୍କ ଓଡ଼ିଶା ଗସ୍ତକୁ କଂଗ୍ରେସର ବିରୋଧ

ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମୋଦୀଙ୍କ ଓଡ଼ିଶା ଗସ୍ତକୁ ବିରୋଧ କରିଛି କଂଗ୍ରେସ । ବର୍ଷ ଏକ ପ୍ରତାରଣା ଅନେକ ନାରା ଦେଇ ପ୍ରତିବାଦ କରିଛନ୍ତି କଂଗ୍ରେସ ନେତା । ଆଜି ପିସିସି ସଭାପତି ଭକ୍ତ ଚରଣ…

ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାଜ୍ୟରେ ମୋହନ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି । ଭାରତୀୟ ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ସେ…

୧୯ ହଜାର କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦି

ଆସନ୍ତାକାଲି ୧୯ ହଜାର କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୬୦ ଟି ପ୍ରକଳ୍ପର ଶିଳାନ୍ୟାସ ଏବଂ ୪୫ ଟି ପ୍ରକଳ୍ପର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ ମୋଦି । ଏନେଇ ରାଜ୍ୟ ବିଜେପି…

କ୍ରୋଏସିଆ ରାଷ୍ଟ୍ରପତିଙ୍କୁ ପଟ୍ଟଚିତ୍ର ଉପହାର ଦେଲେ ପ୍ରଧାନମନ୍ତ୍ରୀ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଦିନ କ୍ରୋଏସିଆ ଗସ୍ତରେ ଥିବା ସମୟରେ କ୍ରୋଏସିଆ ରାଷ୍ଟ୍ରପତି ଜୋରାନ ମିଲାନୋଭିଚଙ୍କୁ ଓଡ଼ିଶାର ଏକ ପଟ୍ଟଚିତ୍ର ଉପହାର ଦେଇଛନ୍ତି । ଓଡ଼ିଶାର ପାରମ୍ପରିକ କଳାର ରୂପ ହେଉଛି ପଟ୍ଟଚିତ୍ର । ଉତ୍କଳୀୟ କଳାର ଏହା ଏକ…

ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ: କାଲି ଦ୍ୱିତୀୟାର୍ଦ୍ଧରେ ଭୁବନେଶ୍ୱରରେ ବନ୍ଦ ରହିବ ସବୁ ସରକାରୀ କାର୍ଯ୍ୟାଳୟ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡିଶା ଗସ୍ତ ସମୟରେ ଅତ୍ୟଧିକ ଭିଡ଼ ଓ ଟ୍ରାଫିକ୍ ସମସ୍ୟା ଆଶଙ୍କାରେ ଆସନ୍ତାକାଲି ଦ୍ୱିତୀୟାର୍ଦ୍ଧରେ ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ । ରାଜସ୍ୱ ଓ ମାଜିଷ୍ଟେରିଆଲ (କାର୍ଯ୍ୟନିର୍ବାହୀ) କୋର୍ଟ ମଧ୍ୟ…