Tag: Nasha Mukt Odisha

Drug-Free Odisha: ନିଶାମୁକ୍ତ ଓଡ଼ିଶା ପାଇଁ ରାଜ୍ୟ ସରକାରଙ୍କ ମାଷ୍ଟର ପ୍ଲାନ୍, କେନ୍ଦ୍ରଙ୍କ ଅନୁମୋଦନ ପାଇଁ ପ୍ରସ୍ତାବ ପଠାଇଲା SSEPD

ରାଜ୍ୟକୁ ନିଶାମୁକ୍ତ କରିବା ଲକ୍ଷ୍ୟରେ ଓଡ଼ିଶା ସରକାର ଏକ ବ୍ୟାପକ ମାଷ୍ଟର ପ୍ଲାନ୍ ପ୍ରସ୍ତୁତ କରିଛନ୍ତି । ଏନେଇ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ (SSEPD) ମୋଟ ୪ କୋଟି ୬୨ ଲକ୍ଷ ଟଙ୍କାର କାର୍ଯ୍ୟ ଯୋଜନା ପ୍ରସ୍ତୁତ…