Tag: National Anthem

ନୀତୀଶ କୁମାର ଜାତୀୟ ସଙ୍ଗୀତକୁ ଅପମାନିତ କରିଥିବା ଅଭିଯୋଗରେ ମହାମେଣ୍ଟର ବିକ୍ଷୋଭ ପ୍ରଦର୍ଶନ

ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଜାତୀୟ ସଙ୍ଗୀତକୁ ଅପମାନିତ କରିଥିବା ଅଭିଯୋଗ କରି ପାଟନାରେ ମହାମେଣ୍ଟ ବିକ୍ଷୋଭ ପ୍ରଦର୍ଶନ କରିଛି । ଜାତୀୟ ସଙ୍ଗୀତକୁ ଅପମାନ ଅଭିଯୋଗରେ ନୀତୀଶ କୁମାର କ୍ଷମା ମାଗନ୍ତୁ ବୋଲି ମହାମେଣ୍ଟ ଦାବି କରିଛି । ୨୦…