ତାଜା ଖବର ରାଜ୍ୟ State-Level National Press Day: ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ November 16, 2026 Papirani ଗଣତନ୍ତ୍ରକୁ ସୁଦୃଢ଼ କରିବା ସହ ଉତ୍ତମ ନାଗରିକ ସଂସ୍କୃତି ନିର୍ମାଣରେ ଗଣମାଧ୍ୟମର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଗଣମାଧ୍ୟମ କେବଳ ପାଠକବୃଦ୍ଧି ପଛରେ ନ ଧାଇଁ ନିରପେକ୍ଷ, ସତ୍ୟ ଓ ନିର୍ଭୀକ ଖବର ପ୍ରସାରଣ କରି ନିଜର ନୈତିକ ଦାୟିତ୍ୱ ନିର୍ବାହ କରିବା ଉପରେ…