ତାଜା ଖବର ରାଜ୍ୟ କଟକ ବାଲିଯାତ୍ରାକୁ ମିଳିବନି ଜାତୀୟ ମାନ୍ୟତା March 7, 2025 Papirani ବିଶ୍ୱପ୍ରସିଦ୍ଧ କଟକ ବାଲିଯାତ୍ରକୁ ମିଳିବନି ଜାତୀୟ ମାନ୍ୟତା । ଏନେଇ ଆଜି ବିଧାନସଭା ଗୃହରେ କଣ୍ଟାମାଳ ବିଧାୟକ କହ୍ନାଇଁ ଚରଣ ଡାଙ୍ଗ ପଚାରିଥିବା ପ୍ରଶ୍ନ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅନୁଗ୍ରହ କରି କହିବେ କି ? କଳା,…