Tag: National Talent Search Programme

National Talent Search: କଂଗ୍ରେସର ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ ଉନ୍ମୋଚିତ

ଦେଶରେ ଯୁବବର୍ଗଙ୍କ ପ୍ରତିଭାକୁ ଅଗ୍ରାଧିକାର ଦେଇ ଜାତୀୟ କଂଗ୍ରେସ ଦଳ ପକ୍ଷରୁ ଦେଶବ୍ୟାପୀ ଜାତୀୟ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଏଥି ପାଇଁ ପିସିସି ସାମାଜିକ ଗଣମାଧ୍ୟମ ତରଫରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଆବେଦନ ନିମନ୍ତେ…