Tag: Naveen Niwas

ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପାଟି

ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପାଟି । ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିବାକୁ ନବୀନ ନିବାସରେ ପହଞ୍ଚିଲେ ରାଜ୍ୟପାଳ। ନବୀନ ନିବାସ ଯାଇ ବିଜେଡି ସୁପ୍ରିମୋଙ୍କୁ ଭେଟି ସ୍ବାସ୍ଥ୍ୟାବସ୍ଥା ନେଇ ପଚାରି ବୁଝିଲେ ରାଜ୍ୟପାଳ…

ନବୀନଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବୀନ ନିବାସ ଠାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଆଜି ସାକ୍ଷାତ କରି ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି । ଡିହାଇଡ୍ରେସନ୍ ସମ୍ବନ୍ଧୀୟ ଚିକିତ୍ସା ପରେ ନବୀନ ପଟ୍ଟନାୟକ ଡାକ୍ତରଖାନାରୁ ସିଡଚାର୍ଜ ହେବା ପରେ ମୁଖ୍ୟମନ୍ତ୍ରୀ…

ନବୀନ ନିବାସରେ ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ଆଲୋଚନା

ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ହସ୍ପିଟାଲରୁ ଡିସଚାର୍ଜ ହୋଇ ଫେରିବା ପରେ ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବାକୁ ନବୀନ ନିବାସରେ ପହଞ୍ଚିଛନ୍ତି ବଡ଼ଭାଇ ପ୍ରେମ ପଟ୍ଟନାୟକ । ତେବେ ଆଜି ନବୀନ ନିବାସରେ ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ…

ନବୀନ ନିବାସରେ ପାଳନ କରାଗଲା ରକ୍ଷା ବନ୍ଧନ; ନବୀନଙ୍କ ହାତରେ ବାନ୍ଧିଲେ କୁନି କୁନି ଝିଅମାନେ ରାକ୍ଷୀ

ଛୋଟ ଛୋଟ ସ୍କୁଲ ପିଲା ନବୀନଙ୍କ ହାତରେ ବାନ୍ଧିଲେ ରାକ୍ଷୀ ରକ୍ଷା ବନ୍ଧନ ଅବସରରେ ଆଜି ବିଭିନ୍ନ ଅନୁଷ୍ଠାନ, ଛାତ୍ରଛାତ୍ରୀ ଓ ସାଧାରଣ ଲୋକ ମାନେ ନବୀନ ନିବାସ ଆସି ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଙ୍କୁ ରାଖୀ…

ନବୀନ ନିବାସରେ ଓଡ଼ିଆ ଚଳଚିତ୍ର ‘ଦମନ’ ଟିମ୍

ମେଲେରିଆ ସଚେତନତା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରି ଜାତୀୟ ପୁରସ୍କାର ଲାଭ କରିଥିବା ଦମନ ଫିଲ୍ମର କଳାକାର ତଥା ନିର୍ଦ୍ଦେଶକ ଆଜି ନବୀନ ନିବାସଠାରେ ବିରୋଧି ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ଆଶୀର୍ବାଦ କାମନା କରିଥିଲେ…

ନବୀନ ନିବାସରେ ରାଜନୀତି ଦୋକାନ ଖୋଲିସାରିଲେଣି ପାଣ୍ଡିଆନ!

ସତ ରେ ରାଜନୀତିରୁ ସନ୍ନ୍ୟାସ ନେଇଛନ୍ତି ଭୈରବ କାର୍ତ୍ତିକେୟନ ପାଣ୍ଡିଆନ ? ଜମାରୁ ନୁହେଁ । ସେ ଶଙ୍ଖ ଭବନ ଯାଉନାହାନ୍ତି ଏକଥା ସତ । ସେ ସାଧାରଣରେ ଲୋକଙ୍କ ସହ ମିଶୁ ନାହାନ୍ତି। ବିଜଦ ନେତାମାନଙ୍କୁ ଖୋଲାଖୋଲି ଗୁରୁ ମନ୍ତ୍ର…

ବିଜେଡିର ବରିଷ୍ଠ ନେତାଙ୍କୁ ନବୀନ ନିବାସରୁ ଡ଼କରା

ବିଜେଡିର ବରିଷ୍ଠ ନେତାଙ୍କୁ ନବୀନ ନିବାସକୁ ଡକାଯାଇଛି।ନିର୍ବାଚନରେ ପରାଜୟ ପରେ ନବୀନ ନିବାସରେ ବରିଷ୍ଠ ବିଜେଡ଼ି ନେତା ପହଞ୍ଚି ଦଳୀୟ ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟିବେ। କିଛି ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହୋଇପାରେ। ଏଥିପାଇଁ ପହଞ୍ଚୁଛନ୍ତି ଜଣକ ପରେ ଜଣେ ବରିଷ୍ଠ…

ବୈଠକରେ ଦଳୀୟ ନେତାଙ୍କ ମନୋବଳ ବଢ଼ାଇଲେ ନବୀନ କିନ୍ତୁ ଅନୁପସ୍ଥିତ ଥିଲେ ପାଣ୍ଡିଆନ

ଆଜି ମୁଖ୍ୟମନ୍ତ୍ରୀ ପଦରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଇସ୍ତଫା ଦେବାପରେ ସନ୍ଧ୍ୟାରେ ନବୀନ ନିବାସରେ ତାଙ୍କୁ ଦଳର ନବନିର୍ବାଚିତ ବିଧାୟକମାନେ ସାକ୍ଷାତ କରିଛନ୍ତି । ନେତାମାନେ ଭେଟି ନିର୍ବାଚନରେ ପରାଜୟର କାରଣ ବିଷୟରେ ତର୍ଜମା କରିବାକୁ ନବୀନ ନିବାସରେ ପହଞ୍ଚିଥିଲେ।…

ନବୀନ ନିବାସରେ ବାବୁସାନ

ନବୀନ ନିବାସରେ ଅଭିନେତା ବାବୁସାନ ମହାନ୍ତି।ମୁଖ୍ୟମନ୍ତ୍ରୀ ଏବଂ 5T ଅଧ୍ୟକ୍ଷଙ୍କୁ ଭେଟିଲେ ବାବୁସାନ। ସୂଚନା ଅନୁଯାୟୀ, ଅଭିନେତା ଅମ୍ଲାନ ଦାସ, ସ୍ବରାଜ ମଧ୍ୟ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଏହା ବ୍ୟତୀତ ଅଭିନେତ୍ରୀ ଭୂମିକା, ସୁପ୍ରିୟା ମଧ୍ୟ ନବୀନ ନିବାସରେ ଭେଟିଛନ୍ତି। ଏହି…

ନବୀନ ନିବାସରେ ଟିକେଟ କସରତ

ନବୀନ ନିବାସରେ ଟିକଟ ପାଇଁ ଚାଲିଛି କସରତ। ଆଜି ଭୁବନେଶ୍ୱର, କନ୍ଧମାଳ ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ପାଇଁ ବୈଠକ ହୋଇଛି। ବୈଠକରେ ଭୁବନେଶ୍ୱର ପର୍ଯ୍ୟବେକ୍ଷକ ଶ୍ରୀମୟୀ ମିଶ୍ର ଓ ଗଂଜାମର ପର୍ଯ୍ୟବେକ୍ଷକ ପ୍ରଦୀପ ଅମାତ ସାମିଲ ହେବେ।ବ୍ରହ୍ମପୁର ସଂସଦୀୟ କ୍ଷେତ୍ର…