Tag: Naveen Patanaik

ହସ୍ପିଟାଲରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ: ସ୍ବାସ୍ଥ୍ୟାବସ୍ଥା ବୁଝିବା ପାଇଁ ପହଞ୍ଚିଲେ ନବୀନ ପଟ୍ଟନାୟକ

‏ପୂର୍ବତନ ମନ୍ତ୍ରୀ ତଥା ବରଗଡ଼ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସୁଶାନ୍ତ ସିଂ ଅସୁସ୍ଥ । ସ୍ବାସ୍ଥ୍ୟାବସ୍ଥାରେ ସୁଧାର ନ ଆସିବାରୁ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହାର…

ପୁରୀ ଜିଲ୍ଲା ହଇଜା ଭୟାନକ ସ୍ଥିତି; ଉଦବେଗ ପ୍ରକାଶ କଲେ ନବୀନ

ପୁରୀ ଜିଲ୍ଲା କଣାସ ବ୍ଲକରେ ହଇଜା ଘଟଣାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିବା ସହ ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେବାକୁ କହିଛନ୍ତି ନବୀନ । ସେ ନିଜ ସୋସିଆଲ ମଡିଆ…

ଶଙ୍ଖ ଭବନରେ ପାଳନ ହେଲା ସାଧାରଣତନ୍ତ୍ର ଦିବସ; ପତାକା ଉତ୍ତୋଳନ କଲେ ନବୀନ ପଟ୍ଟନାୟକ

ବିଜେଡିର ମୁଖ୍ୟ କାର୍ଯ୍ୟାଳୟ ଶଙ୍ଖ ଭବନରେ ଆଜି ସାଧାରଣତନ୍ତ୍ର ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଆୟୋଜିତ ସମାବେଶରେ ଉଦବୋଧନ ଦେଇ ନବୀନ ପଟ୍ଟନାୟକ କହିଛନ୍ତି ଭାରତ ଏକ…

ଆସନ୍ତା ୨୮ରେ ବସିବ ବିଜେଡି ସଂସଦୀୟ ଦଳ ବୈଠକ; ଗୁରୁମନ୍ତ୍ର ଦେବେ ନବୀନ

ସଂସଦର ବଜେଟ ଅଧିବେଶନ ପୂର୍ବରୁ ଆସନ୍ତା ୨୮ରେ ବସିବ ବିଜେଡି ବୈଠକ । ସଂସଦର ବଜେଟ ଅଧିବେସନ ଆସନ୍ତା ଜାନୁଆରୀ ୩୧ ତାରିଖରୁ ଆରମ୍ଭ ହେବାକୁ ଥିବା ବେଳେ ଆସନ୍ତା ୨୮ ତାରିଖରେ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ ।…

ଅନାସ୍ଥା ପଛରେ ରହିଛି ଦୀପାଳି ଓ ବିଶାଳଙ୍କ ହାତ; ଅଭିଯୋଗ ଆଣିଲେ ବ୍ରଜରାଜନଗର ପୌର ପରିଷଦ ଅଧ୍ୟକ୍ଷା

ଝାରସୁଗୁଡା ଜିଲ୍ଲାରେ ବ୍ରଜରାଜନଗର ପୌରଧ୍ୟକ୍ଷା ଯାଜ୍ଞସେନୀ ଓରାମଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବକୁ ନେଇ ତେଜିଛି ରାଜନୀତି। ଆଜି ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଭିଡିଓ ମେସଜ ପଠାଇଛନ୍ତି ବ୍ରଜରାଜନଗର ପୌର ପରିଷଦ ଚେୟାର ପର୍ସନ ଯାଜ୍ଞସେନୀ ଓରାମ। ସେ ଭିଡିଓ ମାଧ୍ୟମରେ…

ନୂଆବର୍ଷରେ ଖୋଲିବି ନବୀନଙ୍କ ପାଞ୍ଜି: ପ୍ରଦୀପ ପାଣିଗ୍ରାହୀ

ବ୍ରହ୍ମପୁର ବିଜେପି ସାଂସଦଙ୍କୁ ମିଳିଛି ବଡ଼ ଆଶ୍ୱସ୍ତି । ଟାଟା କମ୍ପାନୀରେ ଚାକିରି ନାଁରେ ଠକେଇ ମାମଲା ଆଜି ସମସ୍ତ ମାମଲାରୁ ଦୋଷମୁକ୍ତ ହୋଇଛନ୍ତି ପ୍ରଦୀପ ପାଣିଗ୍ରାହୀ । ଗତକାଲି ଦୁଇଟି ମାମଲାରେ ନିର୍ଦ୍ଦୋଷରେ ଖଲାସ ହୋଇଥିବା ବେଳେ ଆଜି ଆଉ…

ଦରବୃଦ୍ଧି ଓ ଜିଏସଟି କୁ ନେଇ ‘ଡବଲ ଇଞ୍ଜିନ ସରକାର’ ଉପରେ ବର୍ଷିଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱରରେ ଆଜି ବିଜେଡିର ବିଶାଳ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। ଦର ବୃଦ୍ଧି, ଜିଏସଟି ମାଡ, ଚାଷୀ ପ୍ରସଙ୍ଗ ପ୍ରମୁଖ ପ୍ରସଙ୍ଗ ଉପରେ ରାଜ୍ୟ ସରକାରକୁ ବିରୋଧର ବିଜେଡ଼ି ପକ୍ଷରୁ ଭୁବନେଶ୍ଵରରେ ପ୍ରତିବାଦ କରାଯାଉଛି। ଏହି ଅବସରରେ ବିଜେଡ଼ି ସୁପ୍ରିମୋ ତଥା ପୂର୍ବତନ…

ପୂର୍ବ ନବୀନ ସରକାରଙ୍କ ଉପରେ ବର୍ଷିଲେ ମୋହନ ମାଝୀ

ଆଜି କୃଷି ଓଡ଼ିଶା କାର୍ଯ୍ୟକ୍ରମରେ ପୂର୍ବ ସରକାରଙ୍କୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି ଚାଷ ଓ ଚାଷୀଙ୍କୁ ଠକିଛନ୍ତି ପୂର୍ବ ସରକାର । ପୂର୍ବ ସରକାର କେବଳ ମିଶନ ପରେ ମିଶନ କରିଚାଲିଲେ, କିନ୍ତୁ ଫଳ…

ମୃତ ଚାଷୀଙ୍କ ପରିବାରକୁ ସହାୟତା ଦେଲେ ନବୀନ

ଫସଲହାନୀ ପାଇଁ ଜୀବନ ହାରିଥିବା ଚାଷୀଙ୍କ ପରିବାରକୁ ସହାୟତା ଦେଲେ ବିରୋଧି ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୃତ ଚାଷୀ ପରିବାରକୁ ୧ ଲକ୍ଷ ଟଙ୍କା ସହାୟତା ରାଶି ଦେଇଛନ୍ତି ନବୀନ । ସୂଚନା ଯୋଗ୍ୟ; ଅଦିନିଆ…

ବିଲକୁ ଗଲେ ନବୀନ; ଚାଷୀଙ୍କୁ ଭେଟିଲେ, ଦୁଃଖ ଶୁଣିଲେ, କ୍ଷତିପୂରଣ ଦାବି କଲେ

ଅଦିିନିଆ ବର୍ଷାରେ ଗଞ୍ଜାମ ଜିଲ୍ଲାରେ ବ୍ୟାପକ ଫସଲ ହାନୀ ହୋଇଛି। ଏହାର ଅନୁଧ୍ୟାନ କରିବାକୁ ଆଜି ଗଞ୍ଜାମ ଯାଇ ଚାଷୀଙ୍କୁ ଭେଟିଛନ୍ତି ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମେ ଶେରଗଡ଼ରେ ପହଞ୍ଚିବା ପରେ ସେ ତାକରଡ଼ା…