Tag: Naveen Patanaik

କେଉଁ ସୁଯୋଗକୁ ଅନେଇ ବସିଚନ୍ତି ନବୀନ ?

ଶଙ୍ଖ ଦଳର ଅଘୋଷିତ ଚିଫ୍ ପିଆରଓ ସାମାଜିକ ଗଣମାଧ୍ୟମରେ ଲେଖିଛନ୍ତି ଯେ, ନବୀନ ବାବୁ କୁଆଡେ ସୁଯୋଗ ଅପେକ୍ଷାରେ ଅଛନ୍ତି । ସୁଯୋଗ ପାଇଲେ ବୋଧେ ଖେଳ କରିବେ । କିନ୍ତୁ ସୁଯୋଗଟା କ’ଣ ? ସୁଯୋଗ କଥା କିନ୍ତୁ ସେହି…

ବରଗଡ଼ ନାବାଳିକା ପୋଡ଼ି ଘଟଣା: ଶୋକ ପ୍ରକାଶ କଲେ ନବୀନ ପଟ୍ଟନାୟକ

ବରଗଡ଼ ନାବାଳିକା ପୋଡ଼ି ଘଟଣାରେ ଶୋକ ପ୍ରକାଶ କରିଛନ୍ତି ବିରୋଧି ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସେ ନିଜ ସୋସିଆଲ ମିଡ଼ିଆରେ ଲେଖିଛନ୍ତି ବରଗଡ଼ର ଗାଇସିଲଟରେ ଜଣେ ନାବାଳିକା ନିଆଁରେ ଜଳି ପ୍ରାଣ ହରାଇବା ଖବର ମୋତେ…

ରବର ବୁଲେଟ୍‌କୁ ନେଇ ନବୀନଙ୍କ ମିଥ୍ୟା ନ୍ୟାରେଟିଭ କାହିଁକି ?

ଏଫ୍‌ଏମ୍ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣାରେ ବୁଧବାର ବିଜୁ ଜନତା ଦଳ ପକ୍ଷରୁ ଲୋକସେବା ଭବନ ଘେରାଉ ବେଳେ ପୁଲିସ ସହ ଧସ୍ତାଧସ୍ତି ହୋଇଥିଲା । କିଛି ବିଜଦ କର୍ମୀ ଏବଂ କିଛି ପୁଲିସ ଆହତ ହୋଇଛନ୍ତି । ଆଉ…

ବାଲେଶ୍ବର ଘଟଣାରେ ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡ଼ିଲେ ନବୀନ ପଟ୍ଟନାୟକ

ବାଲେଶ୍ଵର ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନିଜ ସୋସିଆଲ ମିଡ଼ିଆ ଆକାଉଣ୍ଟ ଏକ୍ସରେ ଛାତ୍ରୀଙ୍କ ଆଶୁ ଆରୋଗ୍ୟ କାମନା କରିବା ସହିତ ଏହି ଘଟଣାରେ ସେ ରାଜ୍ୟପାଳଙ୍କ ହସ୍ତକ୍ଷେପ…

ନବୀନ ପଟ୍ଟନାୟକଙ୍କୁ ଭେଟିଲେ ବିଜେଡିର ବରିଷ୍ଠ ନେତା

ମୁମ୍ବାଇଠାରେ କୋକିଳାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ପୂର୍ବତନ ମୁଖ୍ୟମନ୍ତ୍ରୀ, ବିଜେଡିର ରାଜ୍ୟ ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଚିକିତ୍ସାଧୀନ ଥିଲା ବେଳେ, ଆଜି ତାଙ୍କୁ ବିଜେଡିର ବରିଷ୍ଠ ନେତାମାନେ ଭେଟିଛନ୍ତି । ପୂର୍ବତନ କେନ୍ଦ୍ରମନ୍ତ୍ରୀ ଚନ୍ଦ୍ରଶେଖର ସାହୁ,…

ନବୀନ ପଟ୍ଟନାୟକଙ୍କ ସଫଳ ଅସ୍ତ୍ରୋପଚାର ସମ୍ପନ୍ନ; ୪ରୁ ୫ ଦିନ ପରେ ହେବେ ଡିସଚାର୍ଜ

ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅସ୍ତ୍ରୋପଚାର ସଫଳ ହୋଇଛି । ମୁମ୍ବାଇର କୋକିଳା ବେନ ଧିରୁଭାଇ ଅମ୍ବାନୀ ହସ୍ପିଟାଲରେ ନବୀନଙ୍କର ସର୍ଭାଇକଲ ଆର୍ଥରାଇଟିସର ଅସ୍ତ୍ରୋପଚାର କରାଯାଇଛି । ଆଗାମୀ ଦୁଇ ଦିନ ପାଇଁ ଡାକ୍ତରଙ୍କ ନିରୀକ୍ଷଣରେ…

ଚିକିତ୍ସା ପାଇଁ ମୁମ୍ବାଇ ଗଲେ ନବୀନ ପଟ୍ଟନାୟକ

ଚିକିତ୍ସା ପାଇଁ ଆଜି ମୁମ୍ବାଇ ଗଲେ ନବୀନ ପଟ୍ଟନାୟକ । ସର୍ଭାଇକାଲ ଆଥ୍ରାଇଟିସ୍ ଚିକିତ୍ସା ପାଇଁ ମୁମ୍ବାଇ ଗଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । କୋକିଲା ବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ହେବ ଚିକିତ୍ସା । ୨୨ତାରିଖରେ ହସପିଟାଲରେ…

ନବୀନ ପଟ୍ଟନାୟକଙ୍କ ଅନୁପସ୍ଥିତିରେ ଦଳର ଦାୟିତ୍ବ ତୁଲାଇବେ ଦେବୀ ମିଶ୍ର

ନବୀନ ପଟ୍ଟନାୟକଙ୍କ ଅନୁପସ୍ଥିତିରେ ଦଳର ଦାୟିତ୍ବ ତୁଲାଇବେ ବରିଷ୍ଠ ଉପ ସଭାପତି ଦେବୀ ମିଶ୍ର। ସର୍ଭିକାଲ୍ ଆଥ୍ରାଇଟିସ୍ ସମସ୍ୟାରେ ପୀଡ଼ିତ ହୋଇଛନ୍ତି ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ। ଚିକିତ୍ସା ପାଇଁ ଯିବେ ମୁମ୍ବାଇ। ଏହି ସମୟରେ ଦଳର ଦାୟିତ୍ବ ଦଳର ବରିଷ୍ଠ…

ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ ପଟ୍ଟନାୟକ

ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ ପଟ୍ଟନାୟକ । ୨୨ରେ ମୁମ୍ବାଇର କୋକିଲା ବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲ ଯିବେ ।ଏନେଇ ଆଜି ନିଜ ସୋସିଆଲ ମିଡ଼ିଆ ‘ଏକ୍ସ’ରେ ସୂଚନା ଦେଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧିଦଳ ନେତା ନବୀନ ପଟ୍ଟନାୟକ।…

ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା; ମହିଳାମାନଙ୍କ ସୁରକ୍ଷା ନେଇ ପ୍ରଶ୍ନ ଉଠାଇଲେ ନବୀନ

ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ଉଦ୍‌ବେଗ ପ୍ରକାଶ କରିଛନ୍ତି ପୁର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଟ୍ୱିଟ୍ କରି ଉଦବେଗ ପ୍ରକାଶ କରି ନବୀନ କହିଛନ୍ତି ଓଡ଼ିଶାର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ଗୋପାଳପୁର ବେଳାଭୂମିରେ…