Tag: Naveen Patanaik

ଦରବୃଦ୍ଧି ଓ ଜିଏସଟି କୁ ନେଇ ‘ଡବଲ ଇଞ୍ଜିନ ସରକାର’ ଉପରେ ବର୍ଷିଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱରରେ ଆଜି ବିଜେଡିର ବିଶାଳ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। ଦର ବୃଦ୍ଧି, ଜିଏସଟି ମାଡ, ଚାଷୀ ପ୍ରସଙ୍ଗ ପ୍ରମୁଖ ପ୍ରସଙ୍ଗ ଉପରେ ରାଜ୍ୟ ସରକାରକୁ ବିରୋଧର ବିଜେଡ଼ି ପକ୍ଷରୁ ଭୁବନେଶ୍ଵରରେ ପ୍ରତିବାଦ କରାଯାଉଛି। ଏହି ଅବସରରେ ବିଜେଡ଼ି ସୁପ୍ରିମୋ ତଥା ପୂର୍ବତନ…

ପୂର୍ବ ନବୀନ ସରକାରଙ୍କ ଉପରେ ବର୍ଷିଲେ ମୋହନ ମାଝୀ

ଆଜି କୃଷି ଓଡ଼ିଶା କାର୍ଯ୍ୟକ୍ରମରେ ପୂର୍ବ ସରକାରଙ୍କୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି ଚାଷ ଓ ଚାଷୀଙ୍କୁ ଠକିଛନ୍ତି ପୂର୍ବ ସରକାର । ପୂର୍ବ ସରକାର କେବଳ ମିଶନ ପରେ ମିଶନ କରିଚାଲିଲେ, କିନ୍ତୁ ଫଳ…

ମୃତ ଚାଷୀଙ୍କ ପରିବାରକୁ ସହାୟତା ଦେଲେ ନବୀନ

ଫସଲହାନୀ ପାଇଁ ଜୀବନ ହାରିଥିବା ଚାଷୀଙ୍କ ପରିବାରକୁ ସହାୟତା ଦେଲେ ବିରୋଧି ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୃତ ଚାଷୀ ପରିବାରକୁ ୧ ଲକ୍ଷ ଟଙ୍କା ସହାୟତା ରାଶି ଦେଇଛନ୍ତି ନବୀନ । ସୂଚନା ଯୋଗ୍ୟ; ଅଦିନିଆ…

ବିଲକୁ ଗଲେ ନବୀନ; ଚାଷୀଙ୍କୁ ଭେଟିଲେ, ଦୁଃଖ ଶୁଣିଲେ, କ୍ଷତିପୂରଣ ଦାବି କଲେ

ଅଦିିନିଆ ବର୍ଷାରେ ଗଞ୍ଜାମ ଜିଲ୍ଲାରେ ବ୍ୟାପକ ଫସଲ ହାନୀ ହୋଇଛି। ଏହାର ଅନୁଧ୍ୟାନ କରିବାକୁ ଆଜି ଗଞ୍ଜାମ ଯାଇ ଚାଷୀଙ୍କୁ ଭେଟିଛନ୍ତି ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମେ ଶେରଗଡ଼ରେ ପହଞ୍ଚିବା ପରେ ସେ ତାକରଡ଼ା…

ଗଞ୍ଜାମ ପରେ ଆଉ ୪ ଜିଲ୍ଲା ବୁଲିବେ ବିରୋଧୀ ଦଳ ନେତା ନବୀନ

ଦାଉ ସାଧିଛି ଅଦିନିଆ ବର୍ଷାର ପରବର୍ତ୍ତୀ ସ୍ଥିତି। ଅଦିନିଆ ବର୍ଷା ଯୋଗୁଁ ରାଜ୍ୟର ବିଭିନ୍ନ ଅଞ୍ଚଳ ଚାଷୀଙ୍କ ବ୍ୟାପକ ଧାନ ଫସଲ ନଷ୍ଟ ହୋଇଥିବା ଜଣା ପଡିଛି। ଫସଲହାନୀ ଯୋଗୁଁ ରାଜ୍ୟରେ ଚାଷୀ ମୃତ୍ୟୁ ଅଭିଯୋଗ ମଧ୍ୟ ସାମ୍ନାକୁ ଆସିଛି ।…

ଓଡ଼ିଶା ବାସୀଙ୍କୁ ବିଜେପି ସରକାରର ଶ୍ରେଷ୍ଠ ଉପହାର ହେଉଛି ଅହେତୁକ ଦରବୃଦ୍ଧି: ନବୀନ ପଟ୍ଟନାୟକ 

ଆଜି ବିଜେଡିର ମୁଖ୍ୟ କାର୍ଯ୍ୟାଳୟ ଶଙ୍ଖ ଭବନ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ପାଳନ କରାଯାଉଛି ବିଜୁ ଜନତା ଦଳର ୨୮ ତମ ପ୍ରତିଷ୍ଠା ଦିବସ । ଏହି ଅବସରରେ ଶଙ୍ଖ ଭବନ ରେ ଆୟୋଜିତ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ…

ଲୋକଙ୍କୁ ଆଖି ମାରିଲା ଶଙ୍ଖ ଦଳ

ଲୋକସଭାରେ ଆଖିମାରି ଚର୍ଚ୍ଚାର ଝଡ ସୃଷ୍ଟି କରିଥିଲେ ରାହୁଳ । ଏହା ଆଗରୁ ଗୋଟିଏ ଦକ୍ଷିଣୀ ଫିଲ୍ମରେ ଜଣେ ଛାତ୍ରୀ ଓ ଅନ୍ୟ ଜଣେ ସହପାଠୀଙ୍କ ଭିତରେ ଆଖି ମରାମରି ଭାଇରାଲ ହେଇଥିଲା । କିନ୍ତୁ ରାଜନୀତିରେ ସମସ୍ତେ ଦେଖିଲା ଭଳି…

ଶ୍ରମିକଙ୍କ ତ୍ୟାଗ ଓ ପରିଶ୍ରମ ଦେଶକୁ ସମୃଦ୍ଧ କରିଥାଏ: ନବୀନ ପଟ୍ଟନାୟକ

ଆଜି ଭୁବନେଶ୍ୱରରେ ଆୟୋଜିତ ବିଜୁ ଶ୍ରମିକ ସାମୁଖ୍ଯର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ଯୋଗ ଦେଇ ବିଜୁ ଜନତା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଯୋଗ ଦେଇ କହିଛନ୍ତି ବିଜୁ ଜନତା ଦଳ ଶ୍ରମିକ ସାମୁଖ୍ୟ ସଭାରେ ଯୋଗ ଦେଇ ମୁଁ ବହୁତ…

ପୋଲାଭରମ ପ୍ରକଳ୍ପ ପ୍ରସଙ୍ଗ; ଲୋକଙ୍କ ସ୍ୱାର୍ଥ ପାଇଁ ଲଢ଼େଇ ଜାରି ରଖିବ ବିଜେଡି: ନବୀନ

ବିଧାନସଭାରେ ପୋଲାଭରମ ତାତି । ପୋଲାଭରମ ପ୍ରକଳ୍ପକୁ ନେଇ କମ୍ପିଛି ଗୃହ । ଏହାପରେ ପୋଲାଭରମ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସେ କହିଛନ୍ତି ବିଜେଡ଼ି ଆଗରୁ ବି ରାଜ୍ୟ ଓ ରାଜ୍ୟବାସୀଙ୍କ ସ୍ବାର୍ଥ…

ନବୀନଙ୍କ ଥିବା ଭିତରେ ସରକାର ଗଲା, ଦଳ ବି ଯିବ !

ବିଜୁ ଜନତା ଦଳର ଗଡ଼ ଥିଲା ବଡ଼ମ୍ବା। ୧୯୯୦ରୁ ଏହି ଆସନରୁ ଅଣକଂଗ୍ରେସ ପ୍ରାର୍ଥୀ ଜିତି ଆସୁଥିଲେ। ୧୯୯୫ରେ ଜନତା ଦଳ ଟିକଟରେ ପ୍ରଥମ ଥର ପାଇଁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ଦେବୀ ପ୍ରସାଦ ମିଶ୍ର । ବିଜଦ ଟିକଟରେ ୨୦୦୦…