Tag: Naveen Patnaik

Nuapada Campaign: ଆସନ୍ତା ୭ ତାରିଖରେ ପୁଣି ନୂଆପଡା ଯିବେ ନବୀନ ପଟ୍ଟନାୟକ

ଆସନ୍ତା ୭ ତାରିଖରେ ପୁଣି ଥରେ ନୂଆପଡ଼ା ଯିବେ ବିଜେଡି ସଭାପତି ନବୀନ ପଟ୍ଟନାୟକ । ସେ ଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ସପକ୍ଷରେ ଖରିଆର ରୋଡ୍‌ ଓ ନୂଆପଡ଼ା ବ୍ଲକରେ ପ୍ରଚାର କରିବେ । ୭ ତାରିଖରେ ନବୀନ ଦ୍ଵିତୀୟ…

Nuapada-Bypoll: ନୂଆପଡ଼ା ଉପନିର୍ବାଚନ ପ୍ରଚାର ମଇଦାନକୁ ଓହ୍ଲାଇବେ ନବୀନ

ଉପନିର୍ବାଚନ ପାଇଁ ନୂଆପଡ଼ାରେ ପ୍ରଚାର ସରଗରମ ରହିଥିବାବେଳେ ଏହି କ୍ରମରେ ଆସନ୍ତା ୩ ତାରିଖ ଦିନ ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ସପକ୍ଷରେ ନବୀନ…

Nuapada Bypoll; ନୂଆପଡାରେ ସ୍ନେହାଙ୍ଗିନୀଙ୍କ ପାଇଁ ପ୍ରଚାର କରିବେ ନବୀନ ପଟ୍ଟନାୟକ

ବିଜୁ ଜନତା ଦଳ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ଲାଗି ଦୁଇ ଥର ପ୍ରଚାର ମୈଦାନକୁ ଓହ୍ଲାଇବେ ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ । ନୂଆପଡା ଷ୍ଟାର କ୍ୟାମ୍ପେନର ତଥା ଜୁନାଗଡ଼ ବିଜେଡ଼ି ବିଧାୟକ ଦିବ୍ୟ ଶଙ୍କର ମିଶ୍ର ଏହି…

ସବୁ ସେ ପଇଡ଼ର ଖେଳ: ସେବେ ୫୦୦; ଏବେ ୧୦୦୦

ଏବେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ପଇଡ଼ ପିଉଥିବା ଭିଡିଓଟି ବେଶ ଭାଇରାଲ ହେଉଛି । ସେ ପଇଡ଼ ପିଇବା ପରେ ଦୋକାନୀଙ୍କୁ ୧୦୦୦ ଟଙ୍କା ଦେଇଥିଲେ । ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ବିରୋଧୀ ଦଳ ନେତା ଶ୍ରୀ…

ବାଜିଲାଣି ନୂଆପଡ଼ା ଉପନିର୍ବାଚନ ବିଗୁଲ; କେଉଁଠି ନବୀନ?

ଓଡ଼ିଶାରେ ଏବେ ବିଜେପି ନେତୃତ୍ବାଧୀନ ସରକାର ସମୟରେ ପ୍ରଥମ ଉପନିର୍ବାଚନ ହେବାକୁ ଯାଉଛି । ନୂଆପଡ଼ା ବିଧାନସଭା କ୍ଷେତ୍ରରେ ରାଜେନ୍ଦ୍ର ଢୋଲକିଆଙ୍କ ଅକାଳ ବିୟୋଗ ପରେ ଆସନ ଖାଲି ପଡ଼ିଛି । ଏହା ମୋହନ ସରକାରଙ୍କ ପାଇଁ ଏକ ସୁବର୍ଣ୍ଣ ସୁଯୋଗ…

୧୧ ବରିଷ୍ଠ ନେତାଙ୍କୁ ସାଂଗଠନିକ ଦାୟିତ୍ୱ ଦେଲା ବିଜେଡି

ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୧୧ ଜଣ ବରିଷ୍ଠ ନେତାଙ୍କୁ ସାଂଗଠନିକ ତାୟିତ୍ୱ ଦେଇଛି ବିଜୁ ଜନତା ଦଳ । ଉପସଭାପତି, ବରିଷ୍ଠସାଧାରଣ ସମ୍ପାଦକ, ସାଧାରଣ ସମ୍ପାଦକ ଏବଂ ସମ୍ପାଦକ ନିଯୁକ୍ତି ନେଇ ଘୋଷଣା କରିଛି ବିଜୁ ଜନତା…

ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ରାଜ୍ୟ ସରକାରଙ୍କୁ ନବୀନଙ୍କ ଟାର୍ଗେଟ

ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ନବୀନ କହିଛନ୍ତି ଯେ, ରାଜ୍ୟରେ ଉତ୍ସବର ପରିବେଶ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି । ଲୋକେ ନିଜକୁ ଅସୁରକ୍ଷିତ ଭାବିବା ଆରମ୍ଭ…

ଦଶହରା ଭସାଣି ସମୟରେ କଟକରେ ଘଟିଥିବା ଗୋଷ୍ଠୀ ସଂଘର୍ଷକୁ ନବୀନଙ୍କ ଦୃଢ଼ ନିନ୍ଦା

ଶୁକ୍ରବାର ଦିନ ବିଳମ୍ବିତ ରାତିରେ ମା’ ଦୁର୍ଗାଙ୍କ ଭସାଣି ଶୋଭାଯାତ୍ରା ସମୟରେ କଟକରେ ଘଟିଥିବା ଗୋଷ୍ଠୀ ସଂଘର୍ଷକୁ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଦୃଢ଼ ନିନ୍ଦା କରିଛନ୍ତି । ଭାଇଚାରାର ସହର କଟକରେ ଏପରି ଅପ୍ରୀତିକର…

ପୁଲିସ ଏସ୍‌ଆଇ ପରୀକ୍ଷା ବାତିଲ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ନବୀନ ପଟ୍ଟନାୟକ

ପୁଲିସ ଏସ୍‌ଆଇ ପରୀକ୍ଷା ବାତିଲ ନେଇ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ କ୍ଷୋଭ ପ୍ରକାଶ କରିଛନ୍ତି । ଉଦାହାରଣ ଦେଇ ନବୀନ ପଟ୍ଟନାୟକ କହିଛନ୍ତି ଯେ, ଗତ ଜୁଲାଇ ମାସ ଠାରୁ ଏବେ ପର୍ଯ୍ୟନ୍ତ ୪ଥର…

ବିଜେଡିର ନିମାପଡ଼ା ଦ୍ୱନ୍ଦ୍ୱ; କାହିଁକି ଚୁପ ନବୀନ?

ଦୁର୍ନୀତିର ସବୁ ସୀମା ଲଙ୍ଘିଥିବା ନେତାଙ୍କଠାରୁ ମୋହ ତୁଟାଇ ପାରୁନାହାନ୍ତି ଦଳର ମୁଖିଆ ନବୀନ ପଟ୍ଟନାୟକ । ଏହାର ଏକ ଜ୍ୱଳନ୍ତ ଉଦାହରଣ ହେଉଛି ୨୦୨୪ ସାଧାରଣ ନିର୍ବାଚନର ନିମାପଡ଼ା ବିଧାୟକ ପ୍ରାର୍ଥୀ ଦିଲ୍ଲୀପ ନାୟକ । ସେ ଏବେ ଜମି…