Tag: Naveen Patnaik

ମେଡିକାଲ୍‌ରୁ ଡିସ୍‌ଚାର୍ଜ ହେଲେ ନବୀନ ପଟ୍ଟନାୟକ

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆଜି ମେଡିକାଲ୍‌ରୁ ଡିସ୍‌ଚାର୍ଜ ହୋଇଛନ୍ତି । ସୁସ୍ଥ ହେବା ପରେ ଘରୋଇ ମେଡ଼ିକାଲ୍‌ରୁ ସିଧା ସେ ନବୀନ ନିବାସ ଯାଇଛନ୍ତି । କହିରଖୁଛୁ ଯେ, ଶୁକ୍ରବାର ସନ୍ଧ୍ୟାରେ ନବୀନ ଡିହାଇଡ୍ରେଶନ ଜନିତ ଅସୁସ୍ଥତା ଅନୁଭବ…

ନବୀନଙ୍କ ସହ କଥା ହୋଇ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ଖଡ୍‌ଗେ

କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ ବୁଧବାର ଦିନ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସହ ଫୋନ୍‌ରେ କଥା ହୋଇଛନ୍ତି । ଖଡ୍‌ଗେ ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କରିଛନ୍ତି ।…

କେନ୍ଦ୍ରାପଡ଼ା ଛାତ୍ରୀ ଆତ୍ମାହୂତି ଘଟଣାରେ ଚିନ୍ତା ପ୍ରକଟ କଲେ ନବୀନ ପଟ୍ଟନାୟକ

କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇର ଆଉ ଜଣେ ଛାତ୍ରୀ ନ୍ୟାୟ ପାଇଁ ନିବେଦନ କରିବା ପରେ ହତାଶ ହୋଇ ଆତ୍ମାହୂତି ଦେଇଥିବା ଘଟଣାରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରରକୁ ସମବେଦନା ଜଣାଇବା ସହିତ…

ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ଟେଣ୍ଡର ବାତିଲ ପରେ ନବୀନ ପଟ୍ଟନାୟକଙ୍କ ପ୍ରତିକ୍ରିୟା

ରାଜ୍ୟ ସରକାର ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ଟେଣ୍ଡର ବାତିଲ କରିବା ପରେ ଏହାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ‘ଏକ୍ସ’ରେ ପ୍ରତିକ୍ରିୟା ପ୍ରକାଶ କରି ସେ କହିଛନ୍ତି ଯେ,…

ନିମାପଡାରେ ନାବାଳିକାଙ୍କୁ ଜାଳିଦେବା ଘଟଣା ସରକାରୀ ନିଷ୍କ୍ରିୟତାର ପ୍ରମାଣ ବୋଲି କହିଚ୍ଛନ୍ତି ନବୀନ

ପୁରୀ ଜିଲ୍ଲା ନିମାପଡ଼ା ବଳଙ୍ଗା ବାଇଆ ବରର ଜଣେ ନାବାଳିକାକୁ ଦିବାଲୋକରେ ନିଆଁ ଲଗାଇ ଦୁର୍ବୃତ୍ତ ଜାଳିଦେବାକୁ ଉଦ୍ୟମ କରିଥିବା ଘଟଣାରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ । ନିମାପଡାରେ…

ବିଜେଡିର ଶାନ୍ତିପୂର୍ଣ୍ଣ ପ୍ରତିବାଦ ଉପରେ ପୋଲିସର ଅମାନୁଷିକ ଆକ୍ରମଣକୁ ନବୀନଙ୍କ ଦୃଢ଼ ନିନ୍ଦା

ବାଲେଶ୍ୱର ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମଦାହ ଘଟଣାରେ ଆଜି ବିଜୁ ଜନତା ଦଳ ପକ୍ଷରୁ ଲୋକସେବା ଭବନ ଘେରାଉ ଡାକରା ଦିଆଯାଇଥିଲା । ଏଥିରେ ବିଜେଡି ର ହଜାର ହଜାର କର୍ମୀ ଶାନ୍ତିପୂର୍ଣ୍ଣ ଭାବରେ ଲୋୟାର…

ବିଫଳ ବ୍ୟବସ୍ଥା ସୌମ୍ୟାଶ୍ରୀଙ୍କ ଜୀବନ ନେଲା କହିଲେ ନବୀନ ପଟ୍ଟନାୟକ

ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସରକାରଙ୍କ ବିଫଳ ବ୍ୟବସ୍ଥା ଜଣଙ୍କ ଜୀବନ ନେଇଗଲା ବୋଲି ସେ କହିଛନ୍ତି । ସବୁଠୁ କଷ୍ଟଦାୟକ ହେଉଛି,…

ସୁସ୍ଥ ହୋଇ ଓଡିଶା ଫେରିଲେ ନବୀନ ପଟ୍ଟନାୟକ

ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ସୁସ୍ଥ ହୋଇ ଶନିବାର ଦିନ ଓଡ଼ିଶା ଫେରିଛନ୍ତି । ମୁମ୍ବାଇର କୋକିଳା ବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଅସ୍ତ୍ରୋପଚାର ହେବା ପରେ ଆଜି ସେ ଭୁବନେଶ୍ୱର ଫେରିଛନ୍ତି । କର୍ମୀ, ନେତା…

୧୨ ତାରିଖରେ ଓଡ଼ିଶା ଫେରିବେ ନବୀନ ପଟ୍ଟନାୟକ

ଆସନ୍ତା ୧୨ ତାରିଖରେ ମୁମ୍ବାଇରୁ ଓଡ଼ିଶା ଫେରିବେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ । ନବୀନଙ୍କ ରାଜନୈତିକ ସଚିବ ସନ୍ତୃପ୍ତ ମିଶ୍ର ଗଣମାଧ୍ୟମକୁ ଆଜି ଏହି ସୂଚନା ଦେଇଛନ୍ତି । ସର୍ଭାଇକାଲ ଆର୍ଥ୍ରାଇଟିସ ଅସ୍ତ୍ରୋପଚାର…

ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ମୁମ୍ବାଇର କୋକିଳାବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲ୍‌ରୁ ଆଜି ଡିସ୍‌ଚାର୍ଜ ହୋଇଛନ୍ତି । ସର୍ଭାଇକାଲ୍‌ ଆର୍ଥ୍ରରାଇଟ୍‌ସ ଅସ୍ତ୍ରୋପଚାର ପାଇଁ ସେ ଏହି ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ…