Tag: Naveen Patnaik

Naveen writes to FM on Jeetu Munda Incident: ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନଙ୍କ ଚିଠି

ଓଡିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କେନ୍ଦୁଝର ଜିଲ୍ଲାରେ ଜଣେ ଆଦିବାସୀଙ୍କ ସହିତ ଘଟିଥିବା ଏକ ଅମାନବୀୟ ଘଟଣା ପାଇଁ “ଗଭୀର ଦୁଃଖ” ପ୍ରକାଶ କରି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଛନ୍ତି । ତାଙ୍କ ଚିଠିରେ,…

Biju Patnaik Death Anniversary: ଓଡ଼ିଶା କ୍ରମାଗତ କେନ୍ଦ୍ର ଦ୍ୱାରା ଅବହେଳାର ଶିକାର ହୋଇ ଆସିଛି: ନବୀନ ପଟ୍ଟନାୟକ 

ଆଜି ବିଶିଷ୍ଟ ରାଷ୍ଟ୍ରନୀତିଜ୍ଞ, ମହାନ୍ ଜନନାୟକ, ସ୍ଵାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କର ୨୯ ତମ ତିରୋଧାନ ଦିବସ । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଓଡ଼ିଶାର ରାଜନୈତିକ ଯାତ୍ରାରେ କିମ୍ବଦନ୍ତୀ ନେତା ବିଜୁ ପଟ୍ଟନାୟକଙ୍କ…

Naveen Patnaik’s Letter to All MPs: ସୀମା ନିର୍ଦ୍ଧାରଣ ବିଲକୁ ବିଜେଡିର ବିରୋଧ; ରାଜ୍ୟର ସବୁ ସାଂସଦଙ୍କୁ ଚିଠି ଲେଖିଲେ ନବୀନ ପଟ୍ଟନାୟକ

କେନ୍ଦ୍ର ସରକାରଙ୍କ ସୀମା ପୁନଃନିର୍ଦ୍ଧାରଣ ବିଲକୁ ଜୋରଦାର ବିରୋଧ କରିଛି । ଏହାକୁ ନେଇ ରାଜ୍ୟର ସବୁ ସାଂସଦଙ୍କୁ ଚିଠି ଲେଖିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ୧୩୧ତମ ସମ୍ବିଧାନ ସଂଶୋଧନ ପ୍ରସଙ୍ଗ ଉଠାଇ ଚିଠି ଲେଖିଥିବା ଜଣାପଡ଼ିଛି ।…

Naveen-Pitambar Travel Together: ବିମାନରେ ନବୀନଙ୍କ ସହ ପୀତାମ୍ବର ଆଚାର୍ଯ୍ୟଙ୍କ ସେଲ୍ଫିକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ ଅଭିମୁଖେ ଉଡ଼ୁଥିବା ବିମାନରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏବଂ ରାଜ୍ୟର ମୁଖ୍ୟ ଆଇନ ପରାମର୍ଶଦାତା ତଥା ଆଡଭୋକେଟ୍ ଜେନେରାଲ୍ ପିତାମ୍ବର ଆଚାର୍ଯ୍ୟଙ୍କ ସେଲ୍ଫିକୁ ନେଇ ଆଜି ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ଚାଲିଛି…

Naveen Patnaik Accepts Sasmit Patra’s Resignation: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା ଗୃହୀତ

ଗୃହୀତ ହେଲା ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା । ସସ୍ମିତ ପାତ୍ରଙ୍କ ଇସ୍ତଫା ଗ୍ରହଣ କଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ । ସସ୍ମିତ ପାତ୍ର ଗତକାଲି ବିଜୁ ଜନତା ଦଳର ସଂସଦୀୟ ଦଳ ନେତା…

Naveen to Visit New Delhi: ଦିଲ୍ଲୀ ଗସ୍ତରେ ଯିବେ ନବୀନ ପଟ୍ଟନାୟକ

ବିରୋଧୀ ଦଳର ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଏପ୍ରିଲ ୧୦ ତାରିଖରେ ଦିଲ୍ଲୀ ଯିବେ ବୋଲି ଜଣାପଡିଛି । ସେ ତାଙ୍କ ବଡ ଭାଇ ପ୍ରେମ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟବସ୍ଥା କଥା ପଚାରି ବୁଝିବା ପାଇଁ ଦିଲ୍ଲୀ ଯିବେ ।…

Rajya Sabha Cross Voting Row: କ୍ରସ୍ ଭୋଟିଂ କରିଥିବା ବିଜେଡିର ୬ ବିଧାୟକ ନିଲମ୍ବିତ

ବିଜୁ ଜନତା ଦଳ ଆଜି ରାଜ୍ୟସଭା ନିର୍ବାଚନରେ ​​କ୍ରସ୍-ଭୋଟିଂ ସମେତ ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ଛଅ ଜଣ ବିଧାୟକଙ୍କୁ ନିଲମ୍ବିତ କରିଛି । ଜାରି ହୋଇଥିବା ଏକ ଆଦେଶ ଅନୁଯାୟୀ, ଦଳର ମୁଖ୍ୟ ସଚେତକଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା କାରଣ…

Attack on Pratap Jena’s Residence: ପ୍ରତାପ ଜେନାଙ୍କ ବାସଭବନରେ ଆକ୍ରମଣକୁ ନବୀନଙ୍କ ନିନ୍ଦା; ସୋମବାର ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିବ ବିଜେଡି

ଆସନ୍ତା ସୋମବାର ଦିନ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବାସଭବନ ଘେରିବ ବିଜୁ ଜନତା ଦଳ । ଯୁବ ବିଜେଡି ସଭାପତି ଚିନ୍ମୟ ସାହୁ ଏନେଇ ସୂଚନା ଦେଇଛନ୍ତି । ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳର…

BJD Cross Voting: ବିଜେଡିର ୬ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍

ବିଜେଡିର ୬ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି । ରାଜ୍ୟସଭା ନିର୍ବାଚନରେ ଦଳର ନିଷ୍ପତ୍ତି ବିରୋଧରେ ଯାଇ ଭୋଟିଂ କରିଥିବା ୬ ଜଣ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି ବିଜେଡ଼ି ସଭାପତି ତଥା ବିରୋଧୀ ଦଳ…