Tag: Naveen Patnaik

ପୁରୀରେ ବିଜେଡିର ବିଶାଳ ଯୁବ ଛାତ୍ର ଜନଜାଗରଣ ଅଭିଯାନ କାର୍ଯ୍ୟକ୍ରମ

ପୁରୀ ଠାରେ ଆୟୋଜିତ ଏକ ବିଶାଳ ଯୁବ ଛାତ୍ର ଜନଜାଗରଣ ଅଭିଯାନ କାର୍ଯ୍ୟକ୍ରମ ମାଧ୍ୟମରେ ଆଜି ବିଜୁ ଜନତା ଦଳର ଯୁବ ଛାତ୍ର ନେତୃମଣ୍ଡଳୀ ରାଜ୍ୟ ବିଜେପି ସରକାରଙ୍କ ଏକ ବର୍ଷର ବିଫଳତାକୁ ନେଇ ବର୍ଷିଛନ୍ତି । ସରକାରଙ୍କ ଲମ୍ୱା ବିଫଳତା…

ପୁରୀ ରଥଯାତ୍ରା ପାଇଁ ନବୀନ ପଟ୍ଟନାୟକଙ୍କୁ ଛତିଶା ନିଯୋଗ ସେବାୟତଙ୍କ ଆମନ୍ତ୍ରଣ

ପୁରୀ ଛତିଶା ନିଯୋଗ ସେବାୟତ ମାନଙ୍କର ଏକ ପ୍ରିତିନିଧି ଦଳ ଆଜି ସନ୍ଧ୍ୟାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟିଥିଲେ । ଏହି ସାକ୍ଷାତ ସମୟରେ ସେମାନେ ଶ୍ରୀମନ୍ଦିରର ତଥା ପୁରୀ ସହରର ବିକାଶ ପାଇଁ ନବୀନ…

କେବଳ ଲମ୍ବା ଭାଷଣ, ବଡ ବଡ Advertisement ରେ ବିକାଶ ଆସେ ନାହିଁ: ନବୀନ ପଟ୍ଟନାୟକ

ବିଜେଡିର ରାଜ୍ୟ କର୍ମକର୍ତ୍ତା ବୈଠକକୁ ପରେ ଜନଜାଗରଣ ଅଭିଯାନକୁ ଶଙ୍ଖଭବନରେ ସମ୍ବୋଧିତ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ। ସେ କହିଛନ୍ତି ଗଣତନ୍ତ୍ରରେ ସାଧାରଣ ଲୋକ ହେଉଛନ୍ତି ମାଲିକ । ଲୋକଙ୍କ Mandate ରେ ଆମେ ଆଜି…

ନୂଆଦିଲ୍ଲୀ ସ୍ଥିତ ରୁଷ ଦୂତାବାସରେ ବିଜୁ ପଟ୍ଟନାୟକଙ୍କ ସ୍ୱତନ୍ତ୍ର ଫଳକ ଉନ୍ମୋଚିତ

ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ସୋଭିଏତ ୟୁନିୟନ (ବର୍ତ୍ତମାନର ରୁଷ) ବିଜୟର ୮୦ ତମ ବାର୍ଷିକୀ ଉତ୍ସବ ୯ ତାରିଖରେ ପାଳନ ହେବାକୁ ଥିବାବେଳେ ଆଜି ନୂଆଦିଲ୍ଲୀରେ ରୁଷ ଦୂତାବାସରେ ଏକ ସ୍ୱତନ୍ତ୍ର ଉତ୍ସବ ଆୟୋଜିତ ହୋଇଛି । ଏହି ସ୍ୱତନ୍ତ୍ର ଉତ୍ସବରେ…

ୱକ୍‌ଫ ସଂଶୋଧନ ସପକ୍ଷରେ ଭୋଟ୍‌ ଦେଇଥିବା କହିଲେ ସାଂସଦ ସୁଲତା ଦେଓ

ୱକ୍‌ଫ ସଂଶୋଧନ ସପକ୍ଷରେ ଭୋଟ୍‌ ଦେଇଥିବା କହିଲେ ବିଜେଡି ରାଜ୍ୟସଭା ସାଂସଦ ସୁଲତା ଦେଓ । ବିବେକ ଅନୁସାରେ ଭୋଟ୍‌ ଦେବାକୁ ବିଜେଡି ସଭାପତି ନବୀନ ପଟ୍ଟନାୟକ କହିଥିବା ଦେଓ କହିଛନ୍ତି । ରାଜ୍ୟସଭାରେ ବିଜେଡିର ୭ ସଦସ୍ୟ ଥିବାବେଳେ ୪…

ନବୀନଙ୍କ ଫଲ୍ସ ନ୍ୟାରେଟିଭ୍‌ ମନ୍ତବ୍ୟ; କାଉଣ୍ଟର କଲେ ମନମୋହନ ସାମଲ

ନବୀନଙ୍କ ଫଲ୍ସ ନ୍ୟାରେଟିଭ୍‌ ମନ୍ତବ୍ୟ; କାଉଣ୍ଟର କଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। କେନ୍ଦ୍ର ୯ ବର୍ଷ ଭିତରେ କେତେ ଟଙ୍କା ଦେଇଛି ସେ ଉତ୍ତର ବିଜେଡି ଦଳ ଦେଇ ପାରିଲାନି । ନିର୍ବାଚନ ଆଗରୁ ଭାରତୀୟ ଜନତା ଦଳ…

ନବମ ଥର ପାଇଁ ବିଜେଡି ସଭାପତି ହେଲେ ନବୀନ ପଟ୍ଟନାୟକ

ନବୀନ ପଟ୍ଟନାୟକ ନବମ ଥର ପାଇଁ ନିର୍ଵିଦ୍ୱନ୍ଦରେ ବିଜେଡିର ରାଜ୍ୟ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି । ଏନେଇ ବିଜେଡିର ନିର୍ବାଚନ ଅଧିକାରୀ ପ୍ରତାପ ଦେବ ଆଜି ଶଙ୍ଖ ଭବନରେ ଘୋଷଣା କରିଛନ୍ତି । ଦାୟୀତ୍ୱ ଗ୍ରହଣ ପରେ ବିଜୁ ଜନତା…

୨୦୧୭ ମସିହାରେ ପ୍ରଭାତ ତ୍ରିପାଠୀଙ୍କ ନିଲମ୍ବନ ନିଜେ ଉଠାଇଥିଲେ ନବୀନ

ପୂର୍ବତନ ବାଙ୍କୀ ବିଧାୟକ ପ୍ରଭାତ ତ୍ରିପାଠୀଙ୍କ ଉପରୁ ୨୦୧୭ ମସିହାରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ନିଜେ ନିଲମ୍ବନ ଆଦେଶକୁ ପ୍ରତ୍ୟାହାର କରିଥିଲେ । ଚିଟ୍‌ଫଣ୍ଡ ସଂସ୍ଥା ସହ ଲିଙ୍କ ଅଭିଯୋଗରେ ସିବିଆଇ ପ୍ରଭାତଙ୍କୁ ୨୦୧୪ ରେ ଗିରଫ କରିଥିଲା ।…

ପାଣ୍ଡିଆନଙ୍କୁ କ୍ଲିନ ଚିଟ ଦେଲେ ନବୀନ ପଟ୍ଟନାୟକ

ପାଣ୍ଡିଆନ କୁ କ୍ଲିନ ଚିଟ ଦେଲେ ନବୀନ ପଟ୍ଟନାୟକ । ପାଣ୍ଡିଆନ ଙ୍କ ବିଷୟରେ ଗଣମାଧ୍ୟମକୁ ବିଜେଡି ସଭାପତି ନବୀନ ପଟ୍ଟନାୟକ କହିଛନ୍ତି ଯେ, କାର୍ତ୍ତିକେୟନ ପାଣ୍ଡିଆନ ଅତୀତରେ କେବଳ ରାଜ୍ୟ ପାଇଁ ନୁହେଁ ବରଂ ଦଳ ପାଇଁ ବହୁତ ଭଲ…

୨୦୦୦ ରୁ ୨୦୨୪ ଥିଲା ଓଡିଶା ବିକାଶର ନୂଆ ଯୁଗ: ନବୀନ ପଟ୍ଟନାୟକ

ଓଡ଼ିଶା ଦିବସ ଅବସରରେ ଶଙ୍ଖ ଭବନରେ ଆୟୋଜିତ ସ୍ଵତନ୍ତ୍ର ଉତ୍ସବରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ଯୋଗ ଦେଇ ସମସ୍ତଙ୍କୁ ଓଡିଶା ଦିବସର ଶୁଭେଚ୍ଛା ଜଣାଇଥିଲେ । ପଟ୍ଟନାୟକ କହିଥିଲେ, “୨୦୦୦ ରୂ ୨୦୨୪ ଥିଲା ଓଡିଶା ବିକାଶ ର ନୂଆ…