Tag: Naveen Patnaik

ଦଳର ପରାଜୟ ପାଇଁ ପାଣ୍ଡିଆନଙ୍କୁ ସମାଲୋଚନା କରିବା ଦୁର୍ଭାଗ୍ୟଜନକ: ନବୀନ ପଟ୍ଟନାୟକ

ବିଜେଡି ରାଜ୍ୟରେ ପରାଜୟ ହେବା ପରେ ଭିକେ ପାଣ୍ଡିଆନ୍‌ଙ୍କୁ ନେଇ ଜାରି ରହିଥିବା ବିବାଦ ମଧ୍ୟରେ ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଗଣମାଧ୍ୟମ ଆଗରେ କହିଛନ୍ତି, ଗଣତନ୍ତ୍ରରେ ଜିତିବା, ହାରିବା ନିରନ୍ତର ପ୍ରକ୍ରିୟା। ଦୀର୍ଘଦିନ କ୍ଷମତାରେ ରହିବା ପରେ ହାରିବାକୁ…

ବିଜେଡିର ବରିଷ୍ଠ ନେତାଙ୍କୁ ନବୀନ ନିବାସରୁ ଡ଼କରା

ବିଜେଡିର ବରିଷ୍ଠ ନେତାଙ୍କୁ ନବୀନ ନିବାସକୁ ଡକାଯାଇଛି।ନିର୍ବାଚନରେ ପରାଜୟ ପରେ ନବୀନ ନିବାସରେ ବରିଷ୍ଠ ବିଜେଡ଼ି ନେତା ପହଞ୍ଚି ଦଳୀୟ ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟିବେ। କିଛି ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହୋଇପାରେ। ଏଥିପାଇଁ ପହଞ୍ଚୁଛନ୍ତି ଜଣକ ପରେ ଜଣେ ବରିଷ୍ଠ…

ଦିଲ୍ଲୀରେ ପାଣ୍ଡିଆନ; ବିଦେଶ ଯିବାକୁ ମସୁଧା !

ଦୀର୍ଘ ୨୪ବର୍ଷ ଧରି କ୍ଷମତାସୀନ ବିଜେଡିର ଦୁର୍ଗକୁ ଧୂଳିସାତ୍ କରି ବିଜେପି ରାଜ୍ୟରେ ପ୍ରଥମଥର ପାଇଁ ଏକାକୀ ସରକାର ଗଢ଼ିବାକୁ ଯାଉଛି । ବିଜେଡିର ଏଭଳି ନିର୍ବାଚନୀ ବିପର୍ଯ୍ୟୟ ପାଇଁ ଦଳର ଦ୍ୱିତୀୟ କ୍ଷମତାକେନ୍ଦ୍ର ଭିକେ ପାଣ୍ଡିଆନଙ୍କୁ ସାଧାରଣରେ ଦାୟୀ କରାଯାଉଛି…

ବୈଠକରେ ଦଳୀୟ ନେତାଙ୍କ ମନୋବଳ ବଢ଼ାଇଲେ ନବୀନ କିନ୍ତୁ ଅନୁପସ୍ଥିତ ଥିଲେ ପାଣ୍ଡିଆନ

ଆଜି ମୁଖ୍ୟମନ୍ତ୍ରୀ ପଦରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଇସ୍ତଫା ଦେବାପରେ ସନ୍ଧ୍ୟାରେ ନବୀନ ନିବାସରେ ତାଙ୍କୁ ଦଳର ନବନିର୍ବାଚିତ ବିଧାୟକମାନେ ସାକ୍ଷାତ କରିଛନ୍ତି । ନେତାମାନେ ଭେଟି ନିର୍ବାଚନରେ ପରାଜୟର କାରଣ ବିଷୟରେ ତର୍ଜମା କରିବାକୁ ନବୀନ ନିବାସରେ ପହଞ୍ଚିଥିଲେ।…

ବିଜୁ ଜନତା ଦଳର ଦୁର୍ଦ୍ଦଶା ପାଇଁ ଦାୟୀ କେବଳ ପାଣ୍ଡିଆନ

ଶୁଭସ୍ମିତା ନାୟକ: ଆଜି ଲୋକଙ୍କ ମୁହଁରେ ଗୋଟିଏ କଥା, ନବୀନ ପଟ୍ଟନାୟକଙ୍କ ପରାଜୟ ଓ ବିଜୁ ଜନତା ଦଳର ଦୁର୍ଦ୍ଦଶା ପାଇଁ ଦାୟୀ କେବଳ ପାଣ୍ଡିଆନ। ଜଣେ ଅଣଓଡ଼ିଆ ଆସି ଓଡ଼ିଶାବାସୀଙ୍କ ନେତୃତ୍ୱ ନେବେ ଓ ରାଜନୀତିର ମଙ୍ଗ ଧରିବେ, ଲୋକେ…

ନବୀନ ନିବାସରୁ ନବନିର୍ବାଚିତ ବିଧାୟକଙ୍କୁ ଆସିଲା ଡାକରା

ବିଜେଡି ବିଧାୟକଙ୍କୁ ଡାକରା ପଠାଇଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସଂଧ୍ୟାା ୫ଟାରେ ଆସି ନବୀନ ନିବାସରେ ପହଞ୍ଚିବାକୁ ଦିଆଯାଇଛି ନିର୍ଦ୍ଦେଶ। ନବ ନିର୍ବାଚିତ ବିଧାୟକଙ୍କୁ ସଂଧ୍ୟାରେ ଆସି ନବୀନ ନିବାସରେ ପହଞ୍ଚିବାକୁ କୁହାଯାଇଛି । କିନ୍ତୁ କେଉଁ କରଣ ପାଇଁ…

ମୁଖ୍ୟମନ୍ତ୍ରୀ ପଦରୁ ନବୀନ ପଟ୍ଟନାୟକ ଦେଲେ ଇସ୍ତଫା

ରାଜ୍ୟ ରାଜନୀତିରେ ବଡ ଧରଣର ଓଲଟପାଲଟ ହୋଇଛି । ୨୪ ବର୍ଷ ପରେ ପ୍ରଥମ ଥର ପାଇଁ ରାଜ୍ୟରେ ପଟ୍ଟ ପରିବର୍ତନ ହୋଇଛି । ୨୪ ବର୍ଷ ପରେ ଓଡ଼ିଶାରେ ସରକାର ବଦଳିବାକୁ ଯାଉଛି। ଆଜି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି…

ହିଞ୍ଜିଳି ବିଧାନସଭା ଆସନରୁ ଜିତିଲେ ନବୀନ

ଚଳିତବର୍ଷ ନିର୍ବାଚନରେ ହିଞ୍ଜିଳିରେ ବିଧାନସଭା ଆସନରୁ ଜିତିଲେ ନବୀନ। ନିଜ ପାରମ୍ପରିକ ଆସନରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣିଥରେ ନିର୍ବାଚିତ ହୋଇଛନ୍ତି। ଭାଜପାର ଶିଶିର ମିଶ୍ରଙ୍କୁ ହରାଇ ନବୀନ ବିଜୟଲାଭ କରିଛନ୍ତି। ଭାଜପା ପ୍ରାର୍ଥୀଙ୍କୁ ୪ ହଜାରରୁ ଅଧିକ ଭୋଟରେ ନବୀନ…

ଚଳିତ ବିଧାନସଭାର ଶେଷ କ୍ୟାବିନେଟ ବୈଠକ ଆରମ୍ଭ

ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ ସରିବା ପରେ ଆଜି ଆରମ୍ଭ ହୋଇଛି ଚଳିତ ବିଧାନସଭାର ଶେଷ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହେଇଛି । ବୈଠକରେ ଭର୍ଚ୍ଚୁଆଲରେ ମାଧ୍ୟମରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ।…

ନିର୍ବାଚନ ହାରିବା ଜାଣି ମୁଖ୍ୟମନ୍ତ୍ରୀ କହୁଛନ୍ତି ମିଛ: ଅନୀଲ ବିଶ୍ଵାଳ

ଆଜି ଜାତୀୟ ଖବର ସରବରାହ ସଂସ୍ଥା ଏଏନ୍ଆଇକୁ ସାକ୍ଷାତକାର ଦେଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବକ୍ତବ୍ୟକୁ କଟାକ୍ଷ କରିଛନ୍ତି ବିଜେପିର ମୁଖପାତ୍ର ଅନୀଲ ବିଶ୍ଵାଳ। ସେ କହିଛନ୍ତି ମୁଖ୍ୟମନ୍ତ୍ରୀ ପୁଣି ମିଛ କହିଲେ l ନିର୍ବାଚନ ହାରିବା ଜାଣି ମୁଖ୍ୟମନ୍ତ୍ରୀ ନିଜର…