Tag: Naveen Patnaik

ବାଜିଲାଣି ନୂଆପଡ଼ା ଉପନିର୍ବାଚନ ବିଗୁଲ; କେଉଁଠି ନବୀନ?

ଓଡ଼ିଶାରେ ଏବେ ବିଜେପି ନେତୃତ୍ବାଧୀନ ସରକାର ସମୟରେ ପ୍ରଥମ ଉପନିର୍ବାଚନ ହେବାକୁ ଯାଉଛି । ନୂଆପଡ଼ା ବିଧାନସଭା କ୍ଷେତ୍ରରେ ରାଜେନ୍ଦ୍ର ଢୋଲକିଆଙ୍କ ଅକାଳ ବିୟୋଗ ପରେ ଆସନ ଖାଲି ପଡ଼ିଛି । ଏହା ମୋହନ ସରକାରଙ୍କ ପାଇଁ ଏକ ସୁବର୍ଣ୍ଣ ସୁଯୋଗ…

୧୧ ବରିଷ୍ଠ ନେତାଙ୍କୁ ସାଂଗଠନିକ ଦାୟିତ୍ୱ ଦେଲା ବିଜେଡି

ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୧୧ ଜଣ ବରିଷ୍ଠ ନେତାଙ୍କୁ ସାଂଗଠନିକ ତାୟିତ୍ୱ ଦେଇଛି ବିଜୁ ଜନତା ଦଳ । ଉପସଭାପତି, ବରିଷ୍ଠସାଧାରଣ ସମ୍ପାଦକ, ସାଧାରଣ ସମ୍ପାଦକ ଏବଂ ସମ୍ପାଦକ ନିଯୁକ୍ତି ନେଇ ଘୋଷଣା କରିଛି ବିଜୁ ଜନତା…

ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ରାଜ୍ୟ ସରକାରଙ୍କୁ ନବୀନଙ୍କ ଟାର୍ଗେଟ

ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ନବୀନ କହିଛନ୍ତି ଯେ, ରାଜ୍ୟରେ ଉତ୍ସବର ପରିବେଶ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି । ଲୋକେ ନିଜକୁ ଅସୁରକ୍ଷିତ ଭାବିବା ଆରମ୍ଭ…

ଦଶହରା ଭସାଣି ସମୟରେ କଟକରେ ଘଟିଥିବା ଗୋଷ୍ଠୀ ସଂଘର୍ଷକୁ ନବୀନଙ୍କ ଦୃଢ଼ ନିନ୍ଦା

ଶୁକ୍ରବାର ଦିନ ବିଳମ୍ବିତ ରାତିରେ ମା’ ଦୁର୍ଗାଙ୍କ ଭସାଣି ଶୋଭାଯାତ୍ରା ସମୟରେ କଟକରେ ଘଟିଥିବା ଗୋଷ୍ଠୀ ସଂଘର୍ଷକୁ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଦୃଢ଼ ନିନ୍ଦା କରିଛନ୍ତି । ଭାଇଚାରାର ସହର କଟକରେ ଏପରି ଅପ୍ରୀତିକର…

ପୁଲିସ ଏସ୍‌ଆଇ ପରୀକ୍ଷା ବାତିଲ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ନବୀନ ପଟ୍ଟନାୟକ

ପୁଲିସ ଏସ୍‌ଆଇ ପରୀକ୍ଷା ବାତିଲ ନେଇ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ କ୍ଷୋଭ ପ୍ରକାଶ କରିଛନ୍ତି । ଉଦାହାରଣ ଦେଇ ନବୀନ ପଟ୍ଟନାୟକ କହିଛନ୍ତି ଯେ, ଗତ ଜୁଲାଇ ମାସ ଠାରୁ ଏବେ ପର୍ଯ୍ୟନ୍ତ ୪ଥର…

ବିଜେଡିର ନିମାପଡ଼ା ଦ୍ୱନ୍ଦ୍ୱ; କାହିଁକି ଚୁପ ନବୀନ?

ଦୁର୍ନୀତିର ସବୁ ସୀମା ଲଙ୍ଘିଥିବା ନେତାଙ୍କଠାରୁ ମୋହ ତୁଟାଇ ପାରୁନାହାନ୍ତି ଦଳର ମୁଖିଆ ନବୀନ ପଟ୍ଟନାୟକ । ଏହାର ଏକ ଜ୍ୱଳନ୍ତ ଉଦାହରଣ ହେଉଛି ୨୦୨୪ ସାଧାରଣ ନିର୍ବାଚନର ନିମାପଡ଼ା ବିଧାୟକ ପ୍ରାର୍ଥୀ ଦିଲ୍ଲୀପ ନାୟକ । ସେ ଏବେ ଜମି…

ବାଲିହରଚଣ୍ଡୀ ଛାତ୍ରୀ ଗଣଧର୍ଷଣ ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ନବୀନଙ୍କ ଟାର୍ଗେଟ୍

ପୁରୀ ଜିଲ୍ଲା, ବ୍ରହ୍ମଗିରିର ପ୍ରସିଦ୍ଧ ବାଲିହରଚଣ୍ଡୀ ପର୍ଯ୍ୟଟନସ୍ଥଳୀ ନିକଟରେ ହୋଇଥିବା ଛାତ୍ରୀ ଗଣଧର୍ଷଣ ଘଟଣାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଉଦ୍‌ବେଗ ପ୍ରକାଶ କରିବାସହ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି । ସାରା ଓଡ଼ିଶାରେ ମହିଳାମାନଙ୍କ ପ୍ରତି ହେଉଥିବା…

ରାଜ୍ୟରେ ସାର ଅଭାବକୁ ନେଇ କେନ୍ଦ୍ର ମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ସାରା ରାଜ୍ୟରେ ସାର ଅଭାବ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡାଙ୍କୁ ଏକ ଚିଠି ଲେଖିଛନ୍ତି । କଳାବଜାର, ଅପମିଶ୍ରଣ ଏବଂ ବଜାରରେ ୟୁରିଆ ମିଳୁ ନ ଥିବାରୁ ଚାଷୀ କୂଳ ହନ୍ତସନ୍ତ ହେଉଛନ୍ତି…

ବିଜୁ ଯୁବ ଓ ଛାତ୍ର ଜନତା ଦଳର ନୂଆ କର୍ମକର୍ତ୍ତାଙ୍କ ନାଁ ଘୋଷଣା କଲେ ନବୀନ

ବିଜୁ ଜନତା ଦଳ (ବିଜେଡି) ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମତି କ୍ରମେ ଆଜି ବିଜୁ ଯୁବ ଓ ଛାତ୍ର ଜନତା ଦଳର କର୍ମକର୍ତ୍ତାମାନଙ୍କୁ ଦାୟିତ୍ଵ ବଣ୍ଟନ କରାଯାଇଛି । ଏହିକ୍ରମରେ ଦଳର ଯୁବ ନେତ୍ରୀ ଇପସିତା ସାହୁ…

ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପାଟି

ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପାଟି । ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିବାକୁ ନବୀନ ନିବାସରେ ପହଞ୍ଚିଲେ ରାଜ୍ୟପାଳ। ନବୀନ ନିବାସ ଯାଇ ବିଜେଡି ସୁପ୍ରିମୋଙ୍କୁ ଭେଟି ସ୍ବାସ୍ଥ୍ୟାବସ୍ଥା ନେଇ ପଚାରି ବୁଝିଲେ ରାଜ୍ୟପାଳ…