Tag: Naveen Pattanaik

ଶାନ୍ତି ଥିଲେ ହିଁ ପ୍ରଗତି ସମ୍ଭବ: ପୂର୍ବତନ ମୁଖ୍ୟମନ୍ତ୍ରୀ

ଓଡ଼ିଶାରେ ଶାନ୍ତି ପ୍ରତିଷ୍ଠା ପାଇଁ ନିବେଦନ କରିଚ୍ଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, ଶାନ୍ତିପ୍ରିୟ ରାଜ୍ୟ ଭାବେ ଓଡ଼ିଶାର ଖ୍ୟାତି ରହିଛି। ଓଡ଼ିଶା ଏପରି ଏକ ରାଜ୍ୟ ଯେଉଁଠି ଲୋକଙ୍କ ମଧ୍ୟରେ…

ଓଡ଼ିଶାର ସ୍ୱାର୍ଥ ପାଇଁ ରାଜ୍ୟସଭାରେ ଲଢ଼େଇ କରିବ ବିଜେଡି

ନବୀନ ନିବାସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜେଡି ସଂସଦୀୟ ଦଳ ବୈଠକ ହୋଇଥିଲା। ବୈଠକରେ ରାଜ୍ୟସଭା ସାଂସଦମାନେ ଉପସ୍ଥିତ ଥିଲେ। ସଂସଦ ଅଧିବେଶନ ଆରମ୍ଭରେ ହେବାକୁ ଥିବାବେଳେ ବୈଠକରେ ସେ ନେଇ ରଣନୀତି ପ୍ରସ୍ତୁତ ହୋଇଥିବା ଜଣାପଡିଛି। ଏଥିସହ…

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆଡ଼ପ ମଣ୍ଡପ ପହଣ୍ଡି ବିଜେ ଅଘଟଣରେ ଦୁଃଖ ପ୍ରକାଶ ସହ ମନ୍ତ୍ରୀମଣ୍ଡଳର ସଦସ୍ୟଙ୍କ ମନ୍ତବ୍ୟକୁ ଆଧାର କରି ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ମୁଖ୍ୟ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଚିଠିରେ ଲେଖିଛନ୍ତି ମହାପ୍ରଭୁ…

ବିଧାୟକ ଭାବେ ଶପଥ ନେଲେ ନବୀନ ପଟ୍ଟନାୟକ

ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଧାନସଭାରେ ପହଞ୍ଚିଛନ୍ତି। ଯାହା ପରେ ନବୀନ ପଟ୍ଟନାୟକ ବିଧାୟକ ଭାବେ ଶପଥ ଗ୍ରହଣ କରିଛନ୍ତି। ଚଳିତଥର ଉଭୟ ହିଞ୍ଜିଳି ଓ କଣ୍ଟାବାଞ୍ଜି ଆସନରୁ ନିର୍ବାଚନ ଲଢିଥିଲେ ନବୀନ ପଟ୍ଟନାୟକ ।…

ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆସନ୍ତା ୧୯ ତାରିଖରେ ବସିବ ବିଜେଡିର ବୈଠକ

ଆସନ୍ତା ୧୯ ତାରିଖ ଦିନ ବସିବ ବିଜେଡି ବିଧାୟକ ଦଳ ବୈଠକ । ଅପରାହ୍ନ ୪ଟା ୩୦ରେ ବିଜେଡି କାର୍ଯ୍ୟାଳୟ ଶଙ୍ଖ ଭବନରେ ନବୀନଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଏଥିରେ ସର୍ବସମ୍ମତି କ୍ରମେ ବିଧାୟକ ଦଳର ନେତା ଚୟନ କରାଯିବ।…

ନବୀନ ନିବାସରେ ନୂଆ ମୁଖ୍ୟମନ୍ତ୍ରୀ

ଶପଥ ଗ୍ରହଣ ପୂର୍ବରୁ ନବୀନ ନିବାସରେ ପହଞ୍ଚିଲେ ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବରପୁତ୍ରଙ୍କୁ ମାଲ୍ୟାର୍ପଣ ପରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହା ପରେ ମୋହନ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ଶପଥ…