Tag: Naveen Pattnaik

Naveen Demands Parliament Debate On Paper Leak: ପରୀକ୍ଷା ବ୍ୟବସ୍ଥା ଉପରେ ଭାଙ୍ଗିଛି ଭରସା; ସଂସଦରେ ବ୍ୟାପକ ଆଲୋଚନା ଓ ସଂସ୍କାର ଦାବି କଲେ ନବୀନ

ଦେଶର ଶିକ୍ଷା ବ୍ୟବସ୍ଥା ଓ ପରୀକ୍ଷା ପ୍ରକ୍ରିୟାର ବିଶ୍ୱସନୀୟତାକୁ ନେଇ ଗଭୀର ଉଦ୍ବେଗ ପ୍ରକାଶ କରିଛନ୍ତି ବିଜୁ ଜନତା ଦଳ ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲକ୍ଷ ଲକ୍ଷ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ସହ ଜଡ଼ିତ ଏହି ପ୍ରସଙ୍ଗକୁ ସଂସଦରେ…

Pension Issue in Odisha: ବକେୟା ଭତ୍ତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ଚିଠି

ରାଜ୍ୟରେ ତିନି ମାସ ଧରି ଭତ୍ତା ନ ମିଳିବା ଉପରେ କ୍ଷୋଭ ପ୍ରକାଶ କରିଛନ୍ତି ନବୀନ ପଟ୍ଟନାୟକ । ବନ୍ଦ ଥିବା ଭତ୍ତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ…

CMO File Theft Case: CMOରୁ ଫାଇଲ୍‌ ଚୋରି ଘଟଣାରେ ଜେରା ହୋଇପାରନ୍ତି ନବୀନ: ରାଜସ୍ବ ମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଗୁରୁତ୍ବପୂର୍ଣ୍ଣ ଫାଇଲ୍‌ ଚୋରି ଘଟଣାରେ ଜେରାର ସମ୍ମୁଖୀନ ହୋଇପାରନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏ ନେଇ ଆଜି ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ମନ୍ତ୍ରୀ କହିଛନ୍ତି ଚୋରି…

TextBook Error Issue: ପାଠ୍ୟ ପୁସ୍ତକ ତ୍ରୁଟି ଘଟଣା; ବିଜେପି ସରକାରରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଛି: ନବୀନ ପଟ୍ଟନାୟକ

ପ୍ରଥମରୁ ଅଷ୍ଟମ ଶ୍ରେଣୀ ବହିରେ ରହିଛି ୧୬୭୮ଟି ତ୍ରୁଟି ସାମ୍ନାକୁ ଆସିଛି। ଓଡ଼ିଶାରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପ୍ରସ୍ତୁତ ହୋଇଥିବା ନୂଆ ପାଠ୍ୟପୁସ୍ତକଗୁଡ଼ିକରେ ଏପରି ବ୍ୟାପକ ତ୍ରୁଟିକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ବିରୋଧୀ ଦଳର ନେତା ନବୀନ…

CMO Missing File Row: ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟା ମାମଲାର ତଦନ୍ତ ରିପୋର୍ଟ ଗାଏବ ଘଟଣାକୁ ନେଇ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲା ବିଜେପି

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଫାଇଲ୍‌ ଗାଏବ ଘଟଣାକୁ ନେଇ ପୂର୍ବସରକାରଙ୍କୁ ଟାର୍ଗେଟ କରିଛନ୍ତି ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ବିରଞ୍ଚି ତ୍ରିପାଠୀ । ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟା ଘଟଣାରେ ନାଇଡୁ କମିଶନଙ୍କ ରିପୋର୍ଟ ଓ ସମ୍‌ ହସ୍ପିଟାଲ ଅଗ୍ନିକାଣ୍ଡ ରିପୋର୍ଟକୁ ନେଇ…

BJD’s High-Voltage Meeting: ୨୦୨୪ ସାଧାରଣ ନିର୍ବାଚନ ବିଜେଡି ବିଧାୟକ ପ୍ରାର୍ଥୀଙ୍କ ସହ ସାଙ୍ଗଠନିକ ବୈଠକ କଲେ ନବୀନ ପଟ୍ଟନାୟକ

ଆଜି ଶଙ୍ଖ ଭବନଠାରେ ୨୦୨୪ ସାଧାରଣ ନିର୍ବାଚନରେ ବିଧାୟକ ପ୍ରାର୍ଥୀ ମାନଙ୍କ ସହ ବିଜେଡି ସଭାପତି ନବୀନ ପଟ୍ଟନାୟକ ଏକ ସାଙ୍ଗଠନିକ ବୈଠକରେ ଯୋଗ ଦେଇ ବିଭିନ୍ନ ନିର୍ବାଚନ ମଣ୍ଡଳୀରେ ଦଳର ସାଙ୍ଗଠନିକ ସ୍ଥିତି ଓ ସ୍ଥାନୀୟ ସମସ୍ୟା ସମ୍ପର୍କରେ ମତ…

Naveen Patnaik Returns from Delhi: ୬ ଦିନିଆ ଦିଲ୍ଲୀ ଗସ୍ତ ସାରି ଓଡ଼ିଶା ଫେରିଲେ ନବୀନ ପଟ୍ଟନାୟକ

ଦିଲ୍ଲୀ ଗସ୍ତ ସାରି ଫେରିଲେ ନବୀନ ପଟ୍ଟନାୟକ । ୬ ଦିନିଆ ଦିଲ୍ଲୀ ଗସ୍ତ ସାରି ଓଡ଼ିଶା ଫେରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବିମାନବନ୍ଦରରେ ଦଳୀୟ କର୍ମୀଙ୍କ ପକ୍ଷରୁ ଜୋରଦାର ସ୍ୱାଗତ କରାଯାଇଛି। ଅନ୍ୟପଟେ ବ୍ୟକ୍ତିଗତ କାର୍ଯ୍ୟରେ ନବୀନ…

Odisha Assembly Special Session: ମହିଳା ସଂରକ୍ଷଣ ନେଇ ବିଜେପିକୁ ଟାର୍ଗେଟ କଲେ ନବୀନ ପଟ୍ଟନାୟକ

ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ବିଜେପି ଉପରେ ବର୍ଷିଛନ୍ତି ବିଜେଡି ସୁପ୍ରମୋ ନବୀନ ପଟ୍ଟନାୟକ। ୧୩୧ତମ ସମ୍ବିଧାନ ସଂଶୋଧନ ବିଲ୍‌ ଉପରେ ଆଲୋଚନା ପାଇଁ ରାଜ୍ୟ ସରକାର ଅଧିବେଶନ ଡାକିଥିବା ବେଳେ, ରାଜ୍ୟରେ ମହିଳାଙ୍କ ସ୍ଥିତି ଏବଂ…

Dharmendra Pradhan Slams Naveen Pattnaik: ସୀମା ପୁନଃ ନିର୍ଦ୍ଧାରଣ ବିଲ ପ୍ରସଙ୍ଗ; ନବୀନ ପଟ୍ଟନାୟକଙ୍କୁ କାଉଣ୍ଟର କଲେ ଧର୍ମେନ୍ଦ୍ର ପ୍ରଧାନ

ସଂସଦରେ ସୀମା ପୁନଃ ନିର୍ଦ୍ଧାରଣ ବିଲ ପ୍ରସଙ୍ଗକୁ ନେଇ ତେଜୁଛି ଓଡ଼ିଶା ରାଜନୀତି । ସୀମା ନିର୍ଦ୍ଧାରଣ ବିଲ୍‌କୁ ବିରୋଧ କରିବା ସହିତ ବିଜେଡି ସଭାପତି ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ ଭୟଭୀତ ଏବଂ ଭ୍ରମିତ କରିବାକୁ ଚେଷ୍ଟା କରୁଛନ୍ତି ବୋଲି ଶୁକ୍ରବାର…

Delimitation Issue: ସୀମା ପୁନଃ ନିର୍ଦ୍ଧାରଣ ପ୍ରସଙ୍ଗରେ ନବୀନଙ୍କୁ ଟାର୍ଗେଟ୍‌ କଲେ ଆଇନ ମନ୍ତ୍ରୀ

ସୀମା ପୁନଃ ନିର୍ଦ୍ଧାରଣକୁ ନେଇ ତେଜିବାରେ ଲାଗିଛି ରାଜନୀତି । ଏହାକୁ ନେଇ ଆଜି ନବୀନଙ୍କୁ ଟାର୍ଗେଟ୍‌ କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସୀମା ପୁନଃ ନିର୍ଦ୍ଧାରଣ ପ୍ରସଙ୍ଗରେ ନବୀନଙ୍କୁ ଟାର୍ଗେଟ୍‌ କରି ଆଇନ ମନ୍ତ୍ରୀ କହିଛନ୍ତି ଏହାକୁ ନେଇ…