ରାଜ୍ୟ ନବୀନ ଓଡ଼ିଶା ମ୍ୟାଜିକ କାର୍ଡ ପାଇଁ ଆଜିଠୁ ଆରମ୍ଭ ହେଲା ପଞ୍ଜୀକରଣ March 5, 2024 Nirvay ଭୁବନେଶ୍ବର: ନବୀନ ଓଡ଼ିଶା ମ୍ୟାଜିକ କାର୍ଡ ପାଇଁ ଆଜିଠୁ ଆରମ୍ଭ ହେଲା ଛାତ୍ରଛାତ୍ରୀଙ୍କ ନାମ ପଞ୍ଜୀକରଣ । ଆସନ୍ତା ଅଗଷ୍ଟ ୧୫ ତାରିଖରେ ଛାତ୍ରଛାତ୍ରୀଙ୍କୁ ଏହି ମ୍ୟାଜିକ କାର୍ଡ ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଯୁକ୍ତତିନି ଓ ପିଜିର…
ରାଜ୍ୟ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ବିଲ୍ ଗେଟ୍ସ; ମିଶନ୍ ଶକ୍ତି ବଜାର କଲେ ପରିଦର୍ଶନ February 28, 2024 Nirvay ଏକ ଦିନିଆ ରାଜ୍ୟ ଗସ୍ତରେ ଥିବା ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ବିଲ୍ ଗେଟ୍ସ ଆଜି ଭୁବନେଶ୍ୱରର ମିଶନ ଶକ୍ତି ବଜାର ପରିଦର୍ଶନ କରିଛନ୍ତି। ନୂତନ ଭାବେ ଉଦ୍ଘାଟିତ SHG ବଜାର ଗସ୍ତ ସମୟରେ ସେ SHG ସଦସ୍ୟଙ୍କ ସହ କଥାବାର୍ତ୍ତା କରିଥିଲେ ଏବଂ…
ରାଜନୀତି ରାଜ୍ୟ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ଶିବରାଜ ସିଂ ଚୌହାନ February 13, 2024 Nirvay ଆଜି ଭୁବନେଶ୍ୱରରେ ପହଞ୍ଚୁ ପହଞ୍ଚୁ ରାଜ୍ୟ ସରକାରଙ୍କ ଉପରେ ଏପରି ବର୍ଷିଛନ୍ତି ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ। ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜେ ସରକାର ଚଳାଉନାହାନ୍ତି, ସ୍ଥିତି ଦେଖିଲେ ଲାଗୁଛି ଆଉଟସୋର୍ସକୁ ଶାସନ ବ୍ୟବସ୍ଥା ଦିଆଯାଇଛି। ଅଧିକାରୀ…
ରାଜ୍ୟ ଅସୁସ୍ଥ ଭି. ସୁଜ୍ଞାନ କୁମାରୀ ଦେଓଙ୍କୁ ଭେଟିବାକୁ ମୁଖ୍ୟମନ୍ତ୍ରୀଙ୍କ ଚେନ୍ନାଇ ଗସ୍ତ February 9, 2024 Nirvay ବିଶିଷ୍ଟ ରାଜନୀତିଜ୍ଞ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଚେନ୍ନାଇ ଯାଇଛନ୍ତି । ତାଙ୍କ ସହିତ ଗୃହ ନିର୍ମାଣ ଓ ନଗର ଉନ୍ନୟନ…
ରାଜ୍ୟ ଆମ ଓଡ଼ିଶା ନବୀନ ଓଡ଼ିଶାକୁ ଅଦାଲତି ଛାଟ February 7, 2024 Nirvay ଭୁବନେଶ୍ୱର: ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ହାଇକୋର୍ଟଙ୍କ ଝଟକା। ଏହି ଯୋଜନାରେ ସରପଞ୍ଚ ଓ ନିର୍ବାଚିତ ପ୍ରତିନିଧିଙ୍କୁ ସାମିଲ କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ। ପ୍ରକଳ୍ପ ଚୟନରେ ସରପଞ୍ଚ ଓ ନିର୍ବାଚିତ ପ୍ରତିନିଧିଙ୍କୁ ସାମିଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ…
ରାଜନୀତି ରାଜ୍ୟ ମୋଦୀଙ୍କ ଓଡ଼ିଶା ଗସ୍ତ; ଓଡ଼ିଶାରେ ଭାଜପା ନା ବିଜେଡି କରିବ ରାଜ? ଦ୍ଵନ୍ଦ ଦୂର କଲେନି ମୋଦୀ February 4, 2024 Nirvay ଭୁବନେଶ୍ୱର: ପାଖେଇଆସୁଛି ଲୋକସଭା ନିର୍ବାଚନ। ନିର୍ବାଚନକୁ ନେଇ ବିଭିନ୍ନ ଦଳ ମଧ୍ୟ ସେହି ଭଳି ପ୍ରଚାର କରିବା ଆରମ୍ଭ କରିଛନ୍ତି। ବିରୋଧୀ ଦଳ ମଧ୍ୟ ଆଖି ଦେଖାଇ ବସିଛନ୍ତି କିଭଳି ଶାସକ ଦଳକୁ ନିଚା ଦେଖେଇବେ। ଏଇ ସବୁ ଭିତରେ ଚର୍ଚ୍ଚାରେ…
ରାଜ୍ୟ ସମ୍ବଲପୁରରେ ପ୍ରଧାନମନ୍ତ୍ରୀ ମୋଦୀ; IIMର ନୂଆ କ୍ୟାମ୍ପସର କଲେ ଉଦ୍ଘାଟନ February 3, 2024 Nirvay ସମ୍ବଲପୁର: ଦିନିକିଆ ସମ୍ବଲପୁର ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି IIMର ନୂଆ କ୍ୟାମ୍ପସର ବିଧିବଦ୍ଧ ଭାବେ ଉଦ୍ଘାଟନ କରିଛନ୍ତି। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ ପ୍ରଥମେ ସେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିଥିଲେ। ସେଠାରେ ମୋଦିଙ୍କ ବିମାନ ଅବତରଣ…
ରାଜ୍ୟ ଆରମ୍ଭ ହେଲା ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ; ସମ୍ମାନିତ ହେଲେ ଡକ୍ଟର ଦେବୀ ପ୍ରସନ୍ନ ପଟ୍ଟନାୟକ February 3, 2024 Nirvay ଉଦଘାଟିତ ହେଇଛି ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ । ଜନତା ମୈଦାନରେ ଏହାର ଉଦଘାଟନ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆମେ ଓଡିଆ, ଓଡିଆ ଆମ ଭାଷା, ଆମ ପରିଚୟ ।…
ରାଜ୍ୟ ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ ନୀଳମଣି ସାମଲଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ January 27, 2024 Nirvay ଭୁବନେଶ୍ୱର: ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ ତଥା ରାଜ୍ୟ ସ୍ଵାଧୀନତା ସଂଗ୍ରାମୀ ସଂଗଠନ ର ସଭାପତି ନୀଳମଣି ସାମଲଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଶ୍ରୀ ନୀଳମଣି ସାମଲଙ୍କ ୧୦୨ ବର୍ଷ ବୟସରେ ପରଲୋକ ଘଟିଛି…
ରାଜ୍ୟ ଘାଟିରେ ଟ୍ରକ୍ ଓଲଟିବା ଘଟଣା: ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ January 24, 2024 Nirvay ଭୁବନେଶ୍ୱର: ମୟୁରଭଞ୍ଜ ସଡକ ଦୁର୍ଘଟଣାରେ ୬ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ । ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା, ଆହତଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ମୟୁରଭଞ୍ଜର…