Tag: Naveen Pattnaik

ନବୀନ ପଟ୍ଟନାୟକଙ୍କୁ ସିଧା ଟାର୍ଗେଟ କଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ତୀବ୍ର ସମାଲୋଚନା କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବ କାର୍ଯ୍ୟକ୍ରମରେ ସାମିଲ ହୋଇ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶ୍ନ କରିଛନ୍ତି ଧର୍ମେନ୍ଦ୍ର।…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ସରକାରୀ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଆସନ୍ତା ଜାନୁଆରୀ ୧୭ ତାରିଖ ଦିନ ପୁରୀଠାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଭକ୍ତି ଓ ଉତ୍ସାହର ସହିତ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପ୍ରକଳ୍ପ ହେବ ଓଡିଆ ଅସ୍ମିତାର ଅନନ୍ୟ ନିଦର୍ଶନ। ଜଗତର ନାଥ ଓ ଆରାଧ୍ୟ…

ଅର୍ପଣ ରଥକୁ ନେଇ ନବୀନ ସରକାରଙ୍କୁ ଟାର୍ଗେଟ କଲେ ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ଵର: ବିଜେପି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଆଜି ରାଜ୍ୟରେ ବୁଲୁଥିବା ଅର୍ପଣ ରଥକୁ ନେଇ ଓଡିଶା ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ଟ୍ରଲି, ରିକ୍ସା ଏବଂ ପିକଅପ୍ ଭ୍ୟାନ୍ ଉପରେ ଥର୍ମୋକଲରୁ ନିର୍ମିତ ପ୍ରଭୁ ଜଗନ୍ନାଥଙ୍କ ପ୍ରତିମାକୁ…

ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚିତ କରିଛନ୍ତି । ଏହାର ଟ୍ୟାଗଲାଇନ ରହିଛି ‘ଭାଷା ହିଁ ଭବିଷ୍ୟତ’। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭାଷା ସମ୍ମିଳନୀର ବିପୁଳ ସଫଳତା କାମନା କରିଛନ୍ତି…

ସମ୍ବଲପୁର କ୍ରୀଡା କ୍ଷେତ୍ର ବିକାଶ ପାଇଁ ୧୨୦ ଟଙ୍କାର ପ୍ରକଳ୍ପ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର: ସମ୍ବଲପୁରରେ କ୍ରୀଡା କ୍ଷେତ୍ରରେ ବିକାଶ ପାଇଁ ୧୨୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବୁର୍ଲାରେ ୩୨ କୋଟି ବ୍ୟୟ ଅଟକଳରେ ନିର୍ମିତ ବୁର୍ଲା ଇନଡୋର ଷ୍ଟାଡିୟମର ଉଦଘାଟନ କରିଛନ୍ତି l ଏଥିସହ ୧୭…

ନବୀନଙ୍କ ନୂଆ ବର୍ଷ ଭେଟି: ମେଡିକାଲ ଛାତ୍ରଛାତ୍ରୀଙ୍କ ମାସିକ ଷ୍ଟାଇପେଣ୍ଡ ରାଶି କଲେ ବୃଦ୍ଧି

ଭୁବନେଶ୍ୱର: ନର୍ସିଂ, ଫାର୍ମାସି ଓ ଆଲାଏଡ ମେଡିକାଲ ଛାତ୍ରଛାତ୍ରୀଙ୍କ ମାସିକ ଷ୍ଟାଇପେଣ୍ଡ ରାଶି ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏମକେସିଜି ଗସ୍ତ ବେଳେ ୫ଟି ଅଧ୍ୟକ୍ଷ ଭି.କେ.ପାଣ୍ଡିଆନଙ୍କୁ ଛାତ୍ରଛାତ୍ରୀମାନେ ସେମାନଙ୍କ ଷ୍ଟାଇପେଣ୍ଡର ବୃଦ୍ଧି ପାଇଁ ଅନୁରୋଧ କରିଥିଲେ। ଛାତ୍ରଛାତ୍ରୀଙ୍କ ଅନୁରୋଧକୁ…

ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଆଜି ବଲାଙ୍ଗୀରରେ ଲୋୟର ସୁକତେଳ ଜଳସେଚନ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲୋୟର ସୁକତେଲ ପ୍ରକଳ୍ପ ଦ୍ବାରା ବଲାଙ୍ଗୀରର ଚାଷୀଭାଇ ମାନଙ୍କର ଜଳ କଷ୍ଟ ଦୂର ହେଲା । ସୁକତେଲ ପ୍ରକଳ୍ପ ବଲାଙ୍ଗୀରର ଜଳସେଚନ…

ଅନୁତାପ ନା ଭୋଟ ଭୟ!

ବର୍ଷିୟାନ ଏବଂ ଅଭିଜ୍ଞ ଡାକ୍ତର ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କରି ନେଇଛନ୍ତି ବିଜୁ ଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ । ନିଷ୍ପତ୍ତି ତତ୍କାଳ ଲାଗୁ ହୋଇଛି । ଏହା ଏକ ସ୍ୱାଗତଯୋଗ୍ୟ ନିଷ୍ପତ୍ତି…

‘ମେଟ୍ରୋ ପ୍ରକଳ୍ପ’ – ବିଜେଡିର ନିର୍ବାଚନୀ ଥୋପ: ଦିଲୀପ ମଲ୍ଲିକ

ଭୁବନେଶ୍ୱର: ରାଜ୍ୟ ସରକାର ଓ ଶାସକ ଦଳର ନେତାମାନେ ରାତିଅଧିଆ ଅବାସ୍ତବ ସ୍ୱପ୍ନ ଦେଖି ଦେଇ ଭୁବନେଶ୍ୱର ତଥା ଓଡିଶାବାସୀଙ୍କୁ ବୁଝାଇବା ପାଇଁ ପ୍ରଚେଷ୍ଟା କରୁଛନ୍ତି । ବିକାଶ ନୁହେଁ ଭୁବନେଶ୍ୱରବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ବାବୁ ଗୋଲାପୀ ଚିତ୍ର ଓ ନିର୍ବାଚନ…

ନବବର୍ଷରେ ମୁଖ୍ୟମନ୍ତ୍ରୀଙ୍କ ମେଟ୍ରୋ ଭେଟି; ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟବାସୀଙ୍କୁ ନୂଆବର୍ଷ ଭେଟି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବହୁଦିନର ସ୍ୱପ୍ନ ସାକାର ହେବ । ଆଜି ରାଜ୍ୟର ପ୍ରଥମ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଜୁ ପଟ୍ଟନାୟକ ଅନ୍ତଜାର୍ତୀୟ ବିମାନବନ୍ଦରରୁ ତ୍ରିଶୁଳିଆ…