Tag: Naveen Pattnaik

ରମ୍ଭା ପ୍ୟାଲେସର ନବୀକୃତ ରୂପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାର ଅନ୍ୟତମ ପ୍ରସିଦ୍ଧ ରାଜବାଟୀ ରମ୍ଭା ପ୍ୟାଲେସର ନବୀକୃତ ରୂପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଉଦ୍‌ଘାଟନ ପରେ ନବୀନ ପଟ୍ଟନାୟକଙ୍କ ବକ୍ତବ୍ୟ ସାମ୍ନାକୁ ଆସିଛି। ସେ କହିଛନ୍ତି ଯେ ଏଇଠୁ ହିଁ ପଡ଼ିଥିଲା ସ୍ବତନ୍ତ୍ର ଉତ୍କଳ ପ୍ରଦେଶ…

ନବୀନ ଓଡ଼ିଶା ମ୍ୟାଜିକ କାର୍ଡ ପାଇଁ ଆଜିଠୁ ଆରମ୍ଭ ହେଲା ପଞ୍ଜୀକରଣ

ଭୁବନେଶ୍ବର: ନବୀନ ଓଡ଼ିଶା ମ୍ୟାଜିକ କାର୍ଡ ପାଇଁ ଆଜିଠୁ ଆରମ୍ଭ ହେଲା ଛାତ୍ରଛାତ୍ରୀଙ୍କ ନାମ ପଞ୍ଜୀକରଣ । ଆସନ୍ତା ଅଗଷ୍ଟ ୧୫ ତାରିଖରେ ଛାତ୍ରଛାତ୍ରୀଙ୍କୁ ଏହି ମ୍ୟାଜିକ କାର୍ଡ ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଯୁକ୍ତତିନି ଓ ପିଜିର…

ନବୀନ ପଟ୍ଟନାୟକଙ୍କୁ ଭେଟିଲେ ବିଲ୍ ଗେଟ୍ସ; ମିଶନ୍ ଶକ୍ତି ବଜାର କଲେ ପରିଦର୍ଶନ

ଏକ ଦିନିଆ ରାଜ୍ୟ ଗସ୍ତରେ ଥିବା ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ବିଲ୍ ଗେଟ୍ସ ଆଜି ଭୁବନେଶ୍ୱରର ମିଶନ ଶକ୍ତି ବଜାର ପରିଦର୍ଶନ କରିଛନ୍ତି। ନୂତନ ଭାବେ ଉଦ୍ଘାଟିତ SHG ବଜାର ଗସ୍ତ ସମୟରେ ସେ SHG ସଦସ୍ୟଙ୍କ ସହ କଥାବାର୍ତ୍ତା କରିଥିଲେ ଏବଂ…

ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ଶିବରାଜ ସିଂ ଚୌହାନ

ଆଜି ଭୁବନେଶ୍ୱରରେ ପହଞ୍ଚୁ ପହଞ୍ଚୁ ରାଜ୍ୟ ସରକାରଙ୍କ ଉପରେ ଏପରି ବର୍ଷିଛନ୍ତି ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ। ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜେ ସରକାର ଚଳାଉନାହାନ୍ତି, ସ୍ଥିତି ଦେଖିଲେ ଲାଗୁଛି ଆଉଟସୋର୍ସକୁ ଶାସନ ବ୍ୟବସ୍ଥା ଦିଆଯାଇଛି। ଅଧିକାରୀ…

ଅସୁସ୍ଥ ଭି. ସୁଜ୍ଞାନ କୁମାରୀ ଦେଓଙ୍କୁ ଭେଟିବାକୁ ମୁଖ୍ୟମନ୍ତ୍ରୀଙ୍କ ଚେନ୍ନାଇ ଗସ୍ତ

ବିଶିଷ୍ଟ ରାଜନୀତିଜ୍ଞ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଚେନ୍ନାଇ ଯାଇଛନ୍ତି । ତାଙ୍କ ସହିତ ଗୃହ ନିର୍ମାଣ ଓ ନଗର ଉନ୍ନୟନ…

ଆମ ଓଡ଼ିଶା ନବୀନ ଓଡ଼ିଶାକୁ ଅଦାଲତି ଛାଟ

ଭୁବନେଶ୍ୱର: ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ହାଇକୋର୍ଟଙ୍କ ଝଟକା। ଏହି ଯୋଜନାରେ ସରପଞ୍ଚ ଓ ନିର୍ବାଚିତ ପ୍ରତିନିଧିଙ୍କୁ ସାମିଲ କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ। ପ୍ରକଳ୍ପ ଚୟନରେ ସରପଞ୍ଚ ଓ ନିର୍ବାଚିତ ପ୍ରତିନିଧିଙ୍କୁ ସାମିଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ…

ମୋଦୀଙ୍କ ଓଡ଼ିଶା ଗସ୍ତ; ଓଡ଼ିଶାରେ ଭାଜପା ନା ବିଜେଡି କରିବ ରାଜ? ଦ୍ଵନ୍ଦ ଦୂର କଲେନି ମୋଦୀ

ଭୁବନେଶ୍ୱର: ପାଖେଇଆସୁଛି ଲୋକସଭା ନିର୍ବାଚନ। ନିର୍ବାଚନକୁ ନେଇ ବିଭିନ୍ନ ଦଳ ମଧ୍ୟ ସେହି ଭଳି ପ୍ରଚାର କରିବା ଆରମ୍ଭ କରିଛନ୍ତି। ବିରୋଧୀ ଦଳ ମଧ୍ୟ ଆଖି ଦେଖାଇ ବସିଛନ୍ତି କିଭଳି ଶାସକ ଦଳକୁ ନିଚା ଦେଖେଇବେ। ଏଇ ସବୁ ଭିତରେ ଚର୍ଚ୍ଚାରେ…

ସମ୍ବଲପୁରରେ ପ୍ରଧାନମନ୍ତ୍ରୀ ମୋଦୀ; IIMର ନୂଆ କ୍ୟାମ୍ପସର କଲେ ଉଦ୍‌ଘାଟନ

ସମ୍ବଲପୁର: ଦିନିକିଆ ସମ୍ବଲପୁର ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି IIMର ନୂଆ କ୍ୟାମ୍ପସର ବିଧିବଦ୍ଧ ଭାବେ ଉଦ୍‌ଘାଟନ କରିଛନ୍ତି। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ ପ୍ରଥମେ ସେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିଥିଲେ। ସେଠାରେ ମୋଦିଙ୍କ ବିମାନ ଅବତରଣ…

ଆରମ୍ଭ ହେଲା ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ; ସମ୍ମାନିତ ହେଲେ ଡକ୍ଟର ଦେବୀ ପ୍ରସନ୍ନ ପଟ୍ଟନାୟକ

ଉଦଘାଟିତ ହେଇଛି ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ । ଜନତା ମୈଦାନରେ ଏହାର ଉଦଘାଟନ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆମେ ଓଡିଆ, ଓଡିଆ ଆମ ଭାଷା, ଆମ ପରିଚୟ ।…

ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ ନୀଳମଣି ସାମଲଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ ତଥା ରାଜ୍ୟ ସ୍ଵାଧୀନତା ସଂଗ୍ରାମୀ ସଂଗଠନ ର ସଭାପତି ନୀଳମଣି ସାମଲଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଶ୍ରୀ ନୀଳମଣି ସାମଲଙ୍କ ୧୦୨ ବର୍ଷ ବୟସରେ ପରଲୋକ ଘଟିଛି…