Tag: Naveen Pattnaik

Nuapada Bye Election: ନୂଆପଡ଼ାରେ ପହଞ୍ଚିଲା ପରେ ଯାଞ୍ଚ ହେଲା ନବୀନଙ୍କ ହେଲିକପ୍ଟର

ନୂଆପଡ଼ା ଉପନିର୍ବାଚନ ପାଇଁ ସମୟ ପାଖେଇ ଆସୁଥିବା ବେଳେ ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ନୂଆପଡ଼ାରେ ପହଞ୍ଚିଛନ୍ତି । ନୂଆପଡ଼ାରେ ପହଞ୍ଚିଲା ପରେ ଯାଞ୍ଚ ହେଲା ନବୀନଙ୍କ ହେଲିକପ୍ଟର । ନିର୍ବାଚନ କମିଶନରଙ୍କ ଟିମ୍‌ ପକ୍ଷରୁ ନବୀନଙ୍କ ହେଲିକପ୍ଟର ଯାଞ୍ଚ…

Nuapada Bypoll: ଆସନ୍ତାକାଲି ନୂଆପଡ଼ାରେ ରୋଡ ଶୋ କରିବେ ନବୀନ ପଟ୍ଟନାୟକ

ନୂଆପଡ଼ା ଦଖଲ ପାଇଁ ତିନି ପ୍ରମୁଖ ଦଳ ଜୋରଦାର ଉଦ୍ୟମ ଚଳାଇଛନ୍ତି । ଏହାରି ମଧ୍ୟରେ ନିଜ ଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀଙ୍କ ଲାଗି ଭୋଟ ଭିକ୍ଷା କରିବା ଲାଗି ପୁଣି ଆସନ୍ତା କାଲି ନୂଆପଡ଼ା ଯିବେ ନବୀନ ପଟ୍ଟନାୟକ। ବିଜେଡି ସୁପ୍ରିମୋ…

Kalpana Dholakia: ବିଜେଡିର ଅଣଦେଖା ରାଜେନ୍ଦ୍ର ଢୋଲକିଆଙ୍କ ମୃତ୍ୟୁର ଅନ୍ୟତମ କାରଣ: କଳ୍ପନା ଢୋଲକିଆ

ନୂଆପଡା ବିଧାନସଭା ଉପନିର୍ବାଚନ ପୂର୍ବରୁ ଉତ୍ତେଜନା ବୃଦ୍ଧି ପାଇଛି । ସ୍ୱର୍ଗତଃ ରାଜେନ୍ଦ୍ର ଢୋଲକିଆଙ୍କ ପତ୍ନୀ କଳ୍ପନାଙ୍କର ମର୍ମଭରା ଅଭିବ୍ୟକ୍ତି। ତାଙ୍କ ସ୍ୱାମୀଙ୍କ ଶେଷ ଦିନରେ ଦଳ ତାଙ୍କ ସ୍ୱାମୀଙ୍କୁ ଅବହେଳା କରିଥିବା ଏବଂ ଦୁଇ ଦଶନ୍ଧିରୁ ଅଧିକ ସମୟ ସେବା…

Nuapada Bypoll: ନବୀନଙ୍କ ୨୪ ବର୍ଷର ବିଶ୍ୱାସଘାତର ଜବାବ ଦେବେ ନୂଆପଡ଼ାବାସୀ: ପ୍ରଭାତୀ ପରିଡ଼ା

ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ନବୀନଙ୍କ ପ୍ରାର୍ଥୀ ଚୋରି ଅଭିଯୋଗର କାଉଣ୍ଟର୍ ଜବାବ ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।ସୋସିଆଲ ମିଡିଆ ‘ଏକ୍ସ’ରେ ପୋଷ୍ଟ କରି ଟାର୍ଗେଟ୍‌ କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ବିଶ୍ୱାସଘାତକତା କ’ଣ ଏବେ ବୋଧେ…

Nuapada Bye-Election: ନୂଆପଡା କୋମନାରେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ସପକ୍ଷରେ ପ୍ରଚାର କଲେ ନବୀନ ପଟ୍ଟନାୟକ

ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ଆଜି ନିର୍ବାଚନ ପ୍ରଚାର ପାଇଁ ନୂଆପଡାରେ ପହଂଚିଛନ୍ତି । କୋମନା ବ୍ଲକ ର ତାରାବୋଡ଼,ଧାନମଣ୍ଡି ପଡିଆ ରେ ଆୟୋଜିତ ବିରାଟ ନିର୍ବାଚନୀ ସଭାରେ ଯୋଗ ଦେଇଥିବା ହଜାର ହଜାର ଲୋକଙ୍କୁ ଉଦବୋଧନ ଦେଇ…

Nuapada Bypoll: ନୂଆପଡା କୋମନାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ନୂଆପଡା କୋମନାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରିବେ ବିଜେଡି ମୁଖିଆ । ନୂଆପଡ଼ା ଉପ ନିର୍ବାଚନ ପାଇଁ ଜମିଲାଣି ପ୍ରଚାର । ନୂଆପଡ଼ାରେ ବିଜେଡି ପ୍ରଚାରର ମଙ୍ଗ ଧରିବେ ନବୀନ ପଟ୍ଟନାୟକ…

Nuapada Bypoll: ବିଜେପି ପ୍ରାର୍ଥୀଙ୍କୁ ଜିତାଇବା ନବୀନଙ୍କ ନୂଆପଡା ଗସ୍ତର ଉଦ୍ଦେଶ୍ୟ: କଂଗ୍ରେସ

କଂଗ୍ରେସ ଭବନଠାରେ ନୂଆପଡା ଉପନିର୍ବାଚନକୁ ଆଖି ଆଗରେ ରଖି ପ୍ରତ୍ୟେକ ଦିନ ସାମ୍ବାଦିକ ସମ୍ମିଳନୀର ଆୟୋଜନ କରାଯାଉଛି ଏବଂ କଂଗ୍ରେସର ବରିଷ୍ଠ ନେତାଗଣ ନିଜ ପ୍ରତିକ୍ରିୟା ପ୍ରକାଶ କରୁଛନ୍ତି । ସେଇ କ୍ରମରେ ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଆଜିର…

BJD Press Meet: ସାମାଜିକ କର୍ମୀ ରଶ୍ମୀ ପରିଜାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା; ଦୃଢ଼ ନିନ୍ଦା କଲେ ନବୀନ ପଟ୍ଟନାୟକ

ଜଗତସିଂହପୁରରେ ବିଜୁ ଜନତା ଦଳର କର୍ମୀ ରଶ୍ମି ପରିଜାଙ୍କ ହୋଇଥିବା ସଂଘବଦ୍ଧ ମରଣାନ୍ତକ ଆକ୍ରମଣକୁ ଦୃଢ଼ ନିନ୍ଦା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସେ ନିଜ ସୋସିଆଲରେ ଏହାକୁ ଦୃଢ଼ ନିନ୍ଦା କରି କହିଛନ୍ତି ମହିଳାଙ୍କ ଉପରେ ବଢ଼ୁଥିବା ଏପରି…

Naveen Pattnaik birthday: ଜନ୍ମଦିନରେ ଜନ ସମ୍ପର୍କ ପଦଯାତ୍ରାରେ ଯୋଗ ଦେଲେ ନବୀନ ପଟ୍ଟନାୟକ

ଓଡିଶା ର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ଆଜି ୭୯ ବର୍ଷ ରେ ପଦାର୍ପଣ କରିଛନ୍ତି । ଏହି ଅବସରରେ ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ଆଜି ପୂର୍ବାହ୍ନ ରେ ଭୁବନେଶ୍ୱର…

ନୂଆଦିଲ୍ଲୀରୁ ଫେରି ନୂଆପଡ଼ା କେବେ ଯିବେ ନବୀନ ?

ନୂଆପଡ଼ା ଉପନିର୍ବାଚନ ପାଇଁ ତାରିଖ ଘୋଷଣା ସରିଛି। ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ନୂଆପଡ଼ା ପାଇଁ ଅନେକ ଉପହାର ଘୋଷଣା କରିସାରିଛନ୍ତି। କଂଗ୍ରେସ ସଭାପତି ଭକ୍ତଚରଣ ଦାସ ମଧ୍ଯ ନୂଆପଡ଼ାରେ। କିନ୍ତୁ ବିଜୁ ଜନତା ଦଳ ସଭାପତି…