ଦେଶ ରାଜନୀତି ରାଜ୍ୟ ଆସାମ ମୁଖ୍ୟମନ୍ତ୍ରୀଙ୍କ ଟାର୍ଗେଟରେ ଓଡ଼ିଶା ସରକାର May 9, 2024 Nirvay ଆଜି ପ୍ରଚାରରେ ଆସି କାଲିମେଳାରେ ପହଞ୍ଚିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା। ସେଠି ସାଧାରଣ ସଭାରେ ଯୋଗଦେଇ ମୋଦି ସରକାରଙ୍କ ବିକାଶ ଯୋଜନା ବିଷୟରେ ଆଲୋକପାତ କରିବା ସହ ବିଜେଡି ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଦିଲ୍ଲୀରେ ମୋଦିଙ୍କ ସରକାର ଅଛି, ପୁଣି…
ରାଜନୀତି ରାଜ୍ୟ ଝାରସୁଗୁଡ଼ାରୁ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ପହଞ୍ଚିଲେ ମୁଖ୍ୟମନ୍ତ୍ରୀ May 6, 2024 Nirvay ଦିର୍ଘସମୟ ପରେ ଭୁବନେଶ୍ୱରରେ ଆସି ପହଁଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଖଡ଼ିଆଳରୁ ଭୁବନେଶ୍ୱର ଫେରୁଥିବା ବେଳେ କାଳବୈଶାଖୀ ଯୋଗୁଁ ଭୁବନେଶ୍ୱରରେ ଅବତରଣ କରିପାରିନଥିଲେ ମୁଖ୍ୟମନ୍ତ୍ରୀ। ଭୁବନେଶ୍ୱର ଆକାଶରେ ଅଧଘଣ୍ଟା ଉଡ଼ିଥିଲା ମୁଖ୍ୟମନ୍ତ୍ରୀଙ୍କ ବିମାନ। ଏହାପରେ ଭୁବନେଶ୍ୱରରୁ ଝାରସୁଗୁଡ଼ା ଯାଇଥିଲା ମୁଖ୍ୟମନ୍ତ୍ରୀଙ୍କ ବିମାନ।…
ରାଜନୀତି ରାଜ୍ୟ ଦିନରେ ସ୍ବପ୍ନ ଦେଖୁଛି ବିଜେପି! May 6, 2024 Nirvay ମୋଦିଙ୍କୁ ଜବାବ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଓଡ଼ିଶା ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଥିଲେ ଯେ, ଜୁନ୍ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍ ଲେଖାଯାଇଛି। ଜୁନ୍ ୬ରେ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଚୟନ କରାଯିବ।…
ରାଜନୀତି ରାଜ୍ୟ ବିଜେଡି ଅପ୍ରବାସୀ ସାମ୍ମୁଖ୍ୟର ରାଜ୍ୟ ପଦାଧିକାରୀଙ୍କ ନାମ ଘୋଷଣା May 5, 2024 Nirvay ଘୋଷଣା ହେଲା ବିଜୁ ଜନତା ଦଳର ଅପ୍ରବାସୀ ସାମ୍ମୁଖ୍ୟର ରାଜ୍ୟ ପଦାଧିକାରୀଙ୍କ ନାମ । ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି।ତେବେ ବିଭିନ୍ନ ପଦରେ ନିଯୁକ୍ତ କରି ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…
ରାଜନୀତି ରାଜ୍ୟ ଆଜି ଦକ୍ଷିଣ ଓଡ଼ିଶାରେ ପ୍ରଚାର କରିବେ ନବୀନ May 4, 2024 Nirvay ଆଜି ଦକ୍ଷିଣ ଓଡ଼ିଶାରେ ଦଳୀୟ ପ୍ରାର୍ଥୀ ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି କୋରାପୁଟ ଗସ୍ତ ସହ ନବରଙ୍ଗପୁର, ରାୟଗଡ଼ା ଓ ଗଜପତିରେ ମଧ୍ୟ ପ୍ରଚାର କରିବେ। ଏଥି ପାଇଁ ଜୋରଦାର ପ୍ରସ୍ତୁତି ସହ ସୁରକ୍ଷା ବ୍ୟବସ୍ଥା…
ରାଜନୀତି ରାଜ୍ୟ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ଧର୍ମେନ୍ଦ୍ର May 3, 2024 Nirvay ରାଜ୍ୟ ସରକାରଙ୍କୁ ସମାଲୋଚନା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ନବୀନ ସରକାରଙ୍କ ଉପରେ ସାମ୍ବାଦିକ ସମ୍ମିଳନୀ କରି ବର୍ଷିଛନ୍ତି ଧର୍ମେନ୍ଦ୍ର ପ୍ରଧାନ। ଓଡ଼ିଆ ଅସ୍ମିତା ଉପରେ ଆଜି ପ୍ରଶ୍ନ ଚିହ୍ନ ଲାଗିଛି କହିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ନେତୃତ୍ବ ନେବାକୁ ମୁଖ୍ୟମନ୍ତ୍ରୀ…
ରାଜନୀତି ରାଜ୍ୟ ଆଜି କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କରିବେ ନବୀନ May 2, 2024 Nirvay ହିଞ୍ଜିଳି ପରେ ଆଜି କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କରିବେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ବିଶାଳ ଶୋଭାଯାତ୍ରାରେ ଯାଇ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ଭରିବେ ବୋଲି ଜଣା ପଡ଼ିଛି। ମୁଖ୍ୟମନ୍ତ୍ରୀଙ୍କ ସହ ଟିଟିଲାଗଡ଼ ଆସନରୁ ନାମାଙ୍କନ…
ଦେଶ ରାଜନୀତି ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ : ଓଡ଼ିଶାର ଭାଷା ଓ ପରିଚୟ ସଙ୍କଟରେ April 29, 2024 Nirvay ଏଜେନ୍ସୀ : ନୂଆଦିଲ୍ଲୀ, ସୋନପୁର ଗସ୍ତ ଅବସରରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଯେଉଁ ଭିତ୍ତିଭୂମି ପକାଇ ଯାଇଥିଲେ ତାହା ଆଗକୁ କିଭଳି ଭୟଙ୍କର ନେବାକୁ ଯାଉଛି ନେଟୱର୍କ-୧୮ଗ୍ରୁପର ମୁଖ୍ୟ ସମ୍ପାଦକଙ୍କ ସହ ସ୍ୱତନ୍ତ୍ର ସାକ୍ଷାତକାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜଣାଇ…
ରାଜନୀତି ରାଜ୍ୟ ନବୀନ ସରକାରର ଧୁଲେଇ କଲେ ଶାହା April 25, 2024 Nirvay ନିର୍ଭୟ ମିଡିଆ : ସୋନପୁର ରାଜ୍ୟରେ ପ୍ରଥମ ନିର୍ବାଚନୀ ସଭାରେ ନବୀନ ସରକାରଙ୍କୁ ଧୁଲେଇ କରିଛନ୍ତି ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା । ନବୀନ ସରକାରଙ୍କୁ ଓପାଡି ଫିଙ୍ଗିବା ସହ ଏଠାର ଡବଲ ଇଞ୍ଜିନ ସରକାର ପାଇଁ ଦେଇଛନ୍ତି ଆହ୍ୱ।ନ ।…
ରାଜନୀତି ରାଜ୍ୟ ହିଞ୍ଜିଳିରୁ ପ୍ରଚାରର ଶୁଭାରମ୍ଭ କଲେ ନବୀନ : ୨୦୩୬ ସୁଦ୍ଧା ଓଡ଼ିଶା ହେବ ଏକ ନମ୍ବର April 24, 2024 Nirvay ନିର୍ଭୟ ମିଡିଆ : ହିଞ୍ଜିଳି/ଶେରଗଡ, ମୁଖ୍ୟମନ୍ତ୍ରୀ ତଥା ବିଜଦ ମୁଖିଆ ନବୀନ ପଟନାୟକ ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ଆରମ୍ଭ କରିଛନ୍ତି ପ୍ରଚାର ଅଭିଯାନ । ଭୁବନେଶ୍ୱରରୁ ଏକ ସ୍ୱତନ୍ତ୍ର ବିମାନରେ ଭିକେ ପାଣ୍ଡିଆନଙ୍କ ସହ ସେ ପହଞ୍ଚିଥିଲେ ହିଞ୍ଜିଳିରେ ।…