ତାଜା ଖବର ରାଜ୍ୟ Odisha Bandh On January 28: ଓଡ଼ିଶା ବନ୍ଦ ଡାକରା ନେଇ ସଜାଗ ରହିବାକୁ ସବୁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ନିର୍ଦ୍ଦେଶ January 27, 2026 Nirvay ଆସନ୍ତାକାଲି ନଵନିର୍ମାଣ କୃଷକ ସଂଗଠନ ଏବଂ ଅନ୍ୟାନ୍ୟ ସହଯୋଗୀ ସଂଗଠନଗୁଡ଼ିକ ପକ୍ଷରୁ ସକାଳ ୬ରୁ ଦିନ ୨ଟା ଯାଏଁ ୮ ଘଣ୍ଟିଆ ଓଡିଶା ବନ୍ଦ ଡାକରା ଦିଆଯାଇଛି । ଏହାକୁ ଦୃଷ୍ଟିରେ ରଖି ଗୃହ ବିଭାଗ ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖି…