Tag: Naxal

ଛତିଶଗଡ଼ରେ ୨୨ ମାଓବାଦୀ ନିହତ

ଛତିଶଗଡ଼ର ବିଜାପୁର ଏବଂ ଦନ୍ତେୱାଡ଼ା ଜିଲ୍ଲା ସୀମା ସୁରକ୍ଷାବାହିନୀ ଓ ଲାଲବାହିନୀଙ୍କ ମଧ୍ୟରେ ଗୁଳି ବିନିମୟ । ଛତିଶଗଡ଼ର ୨ଟି ଅପରେସନରେ ୨୨ ମାଓବାଦୀ ନିହତ ହୋଇଛନ୍ତି । ବିଜାପୁରରେ ମାଓ ଅପରେସନରେ ୧୮ ନିହତ ହୋଇଥିବା ବେଳେ କାଙ୍କେର ଜିଲ୍ଲାରେ…

ଛତିଶଗଡରେ ବଡ଼ ଏନକାଉଣ୍ଟର: ୨ ଯବାନ ସହିଦ ହୋଇଥିବା ବେଳେ ୩୧ ମାଓବାଦୀ ନିହତ

ନକ୍ସଲମୁକ୍ତ ଭାରତ ଗଠନରେ ଯବାନକୁ ମିଳିଛି ବଡ ସଫଳତା । ଛତିଶଗଡ଼ର ବିଜାପୁର ଏବଂ ନାରାୟଣପୁର ସଂଲଗ୍ନ ମହାରାଷ୍ଟ୍ର ସୀମାନ୍ତ ଇନ୍ଦ୍ରାବତୀ ଜାତୀୟ ଉଦ୍ୟାନ ଜଙ୍ଗଲରେ ସୁରକ୍ଷା ବାହିନୀ ଏବଂ ମାଓବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ମିଳିଛି ବଡ଼ ସଫଳତା…

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୧୨ ମାଓବାଦୀ

ଛତିଶଗଡ଼ର ବିଜାପୁର ଜିଲ୍ଲାର ସୁରକ୍ଷା ବାହିନୀକୁ ବଡ଼ ସଫଳତା ମିଳିଛି। ଜାତୀୟ ଉଦ୍ୟାନ ଅଞ୍ଚଳ ଅନ୍ତର୍ଗତ ଜଙ୍ଗଲରେ ସୁରକ୍ଷା ବାହିନୀ ଏବଂ ନକ୍ସଲବାଦୀଙ୍କ ମଧ୍ୟରେ ଗୁଳିବିନିମୟରେ ୧୨ ଜଣ ନକ୍ସଲ ନିହତ ହୋଇଛନ୍ତି। ଏହାସହ ଏଥିରେ ୨ ଜଣ ଯବାନ ସହିଦ…

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୧୪ ମାଓବାଦୀ ମୃତ

ଓଡ଼ିଶା ଏବଂ ଛତିଶଗଡ଼ ପୋଲିସର ମିଳିତ କୁମ୍ବିଂ ଅପରେସନରେ ବଡ଼ ସଫଳତା ମିଳିଛି । ନୂଆପଡ଼ା ଓ ଗରିଆବନ୍ଧ ଜିଲ୍ଲା ସୀମା କୁଲାରିଘାଟ ସଂରକ୍ଷିତ ଜଙ୍ଗଲରେ ଯବାନ-ମାଓବାଦୀ ଗୁଳିବିନିମୟ ହୋଇଛି । ଗଲା ୩୬ ଘଣ୍ଟା ହେବା ଉଭୟ ରାଜ୍ୟର ସୀମାନ୍ତରେ…

ମାଓବାଦୀ ଏବଂ ସୁରକ୍ଷାବାହିନୀ ମଧ୍ୟରେ ଗୁଳି ବିନିମୟ; ଦୁଇ ମାଓବାଦୀ ନିହତ

ଓଡ଼ିଶାର ନୂଆପଡ଼ା ଜିଲ୍ଲା ଓ ଛତିଶଗଡ଼ର ସୀମାନ୍ତ ଗରିଆବନ୍ଧ ଜିଲ୍ଲା କୁଲାରୀଘାଟ ଜଙ୍ଗଲରେ ମାଓବାଦୀ ଏବଂ ସୁରକ୍ଷାବାହିନୀ ମଧ୍ୟରେ ଗୁଳି ବିନିମୟ । ଏନ୍‌କାଉଣ୍ଟରରେ ଦୁଇ ମାଓବାଦୀ ନିପାତ ହୋଇଥିବା ବେଳେ ଜଣେ ସୁରକ୍ଷାକର୍ମୀ ମଧ୍ୟ ଆହତ ହୋଇଥିବା ସୂଚନା ମିଳିଛି…

ଛତିଶଗଡ଼ରେ ୪ ନକ୍ସଲ ନିପାତ

ଛତିଶଗଡ଼ର ବସ୍ତର ଜିଲ୍ଲାରେ ସୁରକ୍ଷାବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ସୁରକ୍ଷାବାହିନୀ ଗୁଳିରେ ୪ ଜଣ ମାଓବାଦୀ ନିହତ ହୋଇଛନ୍ତି। ଦାନ୍ତେୱାଡା ଜଙ୍ଗଲରେ ଚାଲିଥିଲା ଏହି କୋମ୍ବିଂ ଅପରେଶନ୍ । ଏଥିରେ ଡିଆରଜି, ଏସଟିଏଫ୍ ସଂ ୪ ଜିଲ୍ଲାର…

ନକ୍ସଲ ମୁକାବିଲା ପାଇଁ ଫୋର୍ସ ହେଲିକପ୍ଟରର ସହଯୋଗ ମାଗିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଦିଲ୍ଲୀରେ ଚାଲିଥିବା ମାଓ ମୁକାବିଲା ସମୀକ୍ଷା ବୈଠକ ଶେଷ ହୋଇଛି। ୨୦୨୬ ମାର୍ଚ୍ଚ ସୁଦ୍ଧା ଦେଶରୁ ମାଓବାଦୀଙ୍କ ମୂଳପୋଛ ପାଇଁ ସରକାର ଲକ୍ଷ୍ୟ ରଖିଥିବାରୁ ଏହାକୁ ଅଗ୍ରଗତି କରିବା ପାଇଁ ଅଣନୀତି ପ୍ରସ୍ତୁତ କରିଛନ୍ତି। ଏହି ନକ୍ସଲ ମୁକାବିଲା ବୈଠକରେ କେନ୍ଦ୍ର…

ଛତିଶଗଡ଼ରେ ମାଓ ଦମନ: ୨୦୨୪ରେ ବର୍ତ୍ତମାନ ସୁଦ୍ଧା ୧୮୫ ନିହତ

ଛତିଶଗଡ଼ର ବସ୍ତର ଅଞ୍ଚଳରେ ଶୁକ୍ରବାର ସୁରକ୍ଷାକର୍ମୀଙ୍କ ସହ ଏନକାଉଣ୍ଟରରେ ୨୮ ଜଣ ନକ୍ସଲ ନିହତ ହୋଇଛନ୍ତି। ନାରାୟଣପୁର-ଦାନ୍ତେଓ୍ଵାଡା ଆନ୍ତଃଜିଲ୍ଲା ସୀମାରେ ଥିବା ଅଭୁଜମାଡର ଥୁଲଥୁଲି ଓ ନେନ୍ଦୁର ଗାଁ ମଧ୍ୟରେ ଥିବା ଜଙ୍ଗଲରେ ଅପରାହ୍ନ ପ୍ରାୟ ୧ଟା ବେଳେ ଗୁଳିବିନିମୟ ହୋଇଥିଲା…

ମାଟିତଳୁ ଜବତ ହେଲା ନକ୍ସଲ ପୋତିଥିବା ୩୮ ଲକ୍ଷ ଟଙ୍କା

ଛତିଶଗଡର ଗରିଆବନ୍ଦ ଗୋବରା ଓ ପେଣ୍ଡ୍ରା ଜଙ୍ଗଲରେ ନକ୍ସଲଙ୍କ ଗତିବିଧି ଥିବାବେଳେ ଏ ସମ୍ପର୍କରେ ଜାଣିପାରି ସିଆର୍‌ପିଏଫ୍‌ ଯବାନ ଓ ଛତିଶଗଡ଼ ପୋଲିସ ମିଳିତ ଭାବେ ସର୍ଚ୍ଚ ଅପରେସନ୍‌ କରିଥିଲେ। ସେହି ସମୟରେ ମେଟାଲ୍‌ ଡିଟେକ୍ଟରରେ ସିଗ୍‌ନାଲ୍‌ ଦେଖାଇଥିଲା। ଏହା ପରେ…