Tag: Naxals

ପୋଲିସ ଇନଫର୍ମର ସନ୍ଦେହରେ ଯୁବକଙ୍କୁ ହତ୍ୟା କଲେ ମାଓବାଦୀ

ଛତିଶଗଡ଼ ନାରାୟଣପୁର ଜିଲ୍ଲାରେ ମାଓବାଦୀଙ୍କ ବର୍ବରକାଣ୍ଡ ଦେଖିବାକୁ ମିଳିଛି। ନାରାୟଣପୁର ତେଲାଙ୍ଗୁର ଜଙ୍ଗଲରେ ପୋଲିସ ଇନଫର୍ମର ସନ୍ଦେହରେ ଯୁବକକୁ ମାଓବାଦୀ ହତ୍ୟା କରିଥିବା ସୂଚନା ମିଳିଛି। ଘଟଣାସ୍ଥଳରୁ ମାଓ ପୋଷ୍ଟର ଜବତ ହୋଇଛି।

ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ୨୯ ନକ୍ସଲ ନିହତ

ଛତିଶଗଡ଼ : ଛତିଶଗଡ଼ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ଛତିଶଗଡ଼ର କାଙ୍କେର ଜିଲ୍ଲାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨୯ ଜଣ ନକ୍ସଲ ନିହତ। ଏମାନଙ୍କ ମଧ୍ୟରେ ମାଓବାଦୀ ସଂଗଠନର କିଛି ଟପ ଲିଡର ରହିଛନ୍ତି। ନକ୍ସଲଙ୍କ ସହ ଲଢ଼େଇ କରିବା ବେଳେ ୩…