Tag: Nayagarh

Daspalla Accident: ଦଶପଲ୍ଲାରେ ଟୁରିଷ୍ଟ ବସ୍ ଦୁର୍ଘଟଣାଗ୍ରସ୍ତ; ୫ ମୃତ, ୪୦ରୁ ଉର୍ଦ୍ଧ ଆହତ

ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ହରିଶଙ୍କର ମନ୍ଦିର ଦର୍ଶନ ଯାଉଥିବା ବେଳେ ନୟାଗଡ଼ ଜିଲ୍ଲା ଦଶପଲ୍ଲା ଟାକେରା ନିକଟ ହନୁମାନଘାଟି ବୁଲାଣି ରାସ୍ତାରେ ଟୁରିଷ୍ଟ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣା ଦେଖି ସ୍ଥାନୀୟ ଲୋକେ ପୋଲିସ୍ ଓ ଉଦ୍ଧାରକାରୀ ଦଳକୁ…

ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲ୍ଲା ଶ୍ରମ ଅଧିକାରୀ

ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲ୍ଲା ଶ୍ରମ ଅଧିକାରୀ ଚିତ୍ତରଞ୍ଜନ ରାଉତ । ୬ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଚିତ୍ତରଞ୍ଜନ ରାଉତ । ଶ୍ରମ କାର୍ଡ କରାଇଦେବା ପାଇଁ ନୟାଗଡ଼ ଶ୍ରମ ଅଧିକାରୀ ଚିତ୍ତରଞ୍ଜନ ରାଉତ…

ଘର ଭିତରୁ ଫରେଷ୍ଟରଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

ନୟାଗଡ଼ ଟାଉନ ଥାନାର ବାରମାସି ଦଣ୍ଡାସ୍ଥିତ ଘର ଭିତରୁ ନୟାଗଡ଼ ବନଖଣ୍ଡ ପଞ୍ଚରିଡ଼ା ରେଞ୍ଜର ଫରେଷ୍ଟର ଶିଶିର ସାହୁଙ୍କ ଅର୍ଦ୍ଧଦଗ୍ଧ ପୋଡ଼ା ମୃତଦେହ ଜବତ ହୋଇଛି । ତେବେ ଏହା ହତ୍ୟା ନାଁ ଆତ୍ମହତ୍ୟା କାରଣ ସ୍ପଷ୍ଟ ହୋଇନାହିଁ । ବିଳମ୍ବିତ…

ନୟାଗଡ଼ ମାଟିତଳେ ଲିଥିୟମ୍ ଭଣ୍ଡାର

ପ୍ରାକୃତିକ ସମ୍ପଦରେ ଭରପୁର ଓଡ଼ିଶା ପାଇଁ ଖୁସିର ଖବର । କିଛି ମାସ ତଳେ କେନ୍ଦୁଝର ଜିଲ୍ଲାର ମାଟି ତଳେ ସୁନା ଥିବାର କଥା କହିଥିଲା ଜିଓଲୋଜିକାଲ୍ ସର୍ଭେ ଅଫ୍ ଇଣ୍ଡିଆ। ଏବେ ନୟାଗଡ଼ ଜିଲ୍ଲାର ମାଟି ତଳେ ଲିୟମ ଭଣ୍ଡାର…

ପରସ୍ପର ମଧ୍ୟରେ ମାରପିଟ; ନୟାଗଡ଼ର ୪ ପୋଲିସ କର୍ମଚାରୀ ନିଲମ୍ବିତ

ବିଶୃଙ୍ଖଳିତ ଆଚରଣ ପାଇଁ ନିଲମ୍ବିତ ହେଲେ ୪ ପୋଲିସ । କର୍ତ୍ତବ୍ୟରେ ଅବହେଳା ପାଇଁ ନିଲମ୍ବନ କଲେ ନୟାଗଡ଼ ଏସ୍‌ପି । ରାସ୍ତାରେ ଉଭୟଙ୍କ ମଧ୍ୟରେ ମାଡ଼ପିଟ ଘଟଣାରେ ନିଆଯାଇଛି କାର୍ଯ୍ୟାନୁଷ୍ଠାନ । ହାବିଲଦାର ସଙ୍ଘର ୨ ଗୋଷ୍ଠୀ ମଧ୍ୟରେ ମାଡ଼ପିଟର…

୩୦ ବର୍ଷ ପରେ ବୃତଙ୍ଗ ଜଳସେଚନ ପ୍ରକଳ୍ପକୁ ମିଳିଲା ଅନୁମୋଦନ

ନୟାଗଡ଼ ଜିଲ୍ଲାର ବହୁ ପ୍ରତିକ୍ଷିତ ବୃତଙ୍ଗ ଜଳସେଚନ ପ୍ରକଳ୍ପ ନେଇ ବାଟ ଫିଟିଲା। ପ୍ରକଳ୍ପ ପାଇଁ କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ଅନୁମତି ଦେଇଛି। ୧୫୨୪ ହେକ୍ଟର ଜଙ୍ଗଲ ଜମିର ଅଣ ଜଙ୍ଗଲ ବ୍ୟବହାର ପାଇଁ ଅନୁମତି…

ପିକନିକ ଯିବାବେଳେ ଦୁର୍ଘଟଣା: ୩ ଛାତ୍ରୀଙ୍କର ମୃତ୍ୟୁ

ନୟାଗଡ଼: ଦଶପଲ୍ଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ପିକନିକ ବସ ଓ ଚାଉଳ ବୋଝେଇ ଟ୍ରକ ମୁହାଁମୁହିଁ ଧକ୍କା ହେବାରୁ 3 ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ 5ରୁ ଅଧିକ ଗୁରୁତର ହୋଇଛନ୍ତି । ଶୁକ୍ରବାର ବିଳମ୍ୱିତ ରାତିରେ ଦଶପଲ୍ଲା ବ୍ଲକ…