Tag: Nayapali

Woman Raped in Nayapalli: ରାଜଧାନୀରେ ଲଜ୍ଜା: ନୟାପଲ୍ଲୀରେ ଯୁବତୀଙ୍କୁ ବନ୍ଧୁକ ଦେଖାଇ ଦୁଷ୍କର୍ମ ଅଭିଯୋଗ

ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଥାନା ଅନ୍ତର୍ଗତ ବେହେରା ସାହି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଯୁବତୀଙ୍କୁ ବନ୍ଧୁକ ଦେଖାଇ ଭୟଭୀତ କରାଇ ଦୁଷ୍କର୍ମ କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ପୋଲିସ ମାମଲା ରୁଜୁ କରି ତଦନ୍ତ…