ରାଜ୍ୟ ଓଡ଼ିଶାରେ ଖୋଲିବ ୫ ନୂଆ ମହିଳା ଏନ୍ସିସି ବାଟାଲିଅନ July 18, 2025 Nirvay ଛାତ୍ରୀମାନଙ୍କୁ ସଶକ୍ତ କରିବା ଦିଗରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି । ରାଜ୍ୟରେ ଆଉ ୫ ନୂଆ ମହିଳା ଏନ୍ସିସି ବାଟାଲିଅନ ଖୋଲିବାକୁ ଉଚ୍ଚଶିକ୍ଷା ବିଭାଗ, ଓଡ଼ିଶା ଏନ୍ସିସି ନିର୍ଦ୍ଦେଶକଙ୍କୁ ଚିଠି କରିଛି । ଚିଠିରେ କ୍ୟାଡେଟ୍ମାନଙ୍କ…