Tag: NCERT

ଅଷ୍ଟମ ଶ୍ରେଣୀ ବହିରୁ ପାଇକ ବିଦ୍ରୋହ ବାଦ୍‌, ସ୍ପଷ୍ଟୀକରଣ ଦେଲା ଏନସିଇଆରଟି

ରାଷ୍ଟ୍ରୀୟ ଶୈକ୍ଷିକ ଅନୁସନ୍ଧାନ ଓ ପ୍ରଶିକ୍ଷଣ ପରିଷଦ (ଏନ୍‌ସିଇଆର୍‌ଟି) ଦ୍ୱାରା ପ୍ରସ୍ତୁତ ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପୁସ୍ତକରୁ ‘ପାଇକ ବିଦ୍ରୋହ’ ବିଷୟକୁ ବାଦ୍‌ ପଡିବା ଘଟଣାର ସ୍ପଷ୍ଟୀକରଣ ରଖିଛି ଏନ୍‌ସିଇଆର୍‌ଟି । ଆସନ୍ତା ସେପ୍‌ଟେମ୍ବର-ଅକ୍ଟୋବରରେ ପ୍ରକାଶିତ ହେବାକୁ ଥିବା ସାମାଜିକ…