Tag: NEET

ନିଟ ବିବାଦ: ଶିକ୍ଷା ମନ୍ତ୍ରୀଙ୍କ ଘର ଘେରାଉ

ନିଟ ଏବଂ ୟୁଜିସି-ନେଟ ପରୀକ୍ଷାରେ ଅନିୟମିତତା ପ୍ରସଙ୍ଗରେ ଦେଶ ଉଠୁଛି ପଡୁଛି। ଏହାକୁ ନେଇ ଗୁରୁବାର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାସଭବନ ଘେରାଉ କରିଛନ୍ତି ଭାରତୀୟ ରାଷ୍ଟ୍ରୀୟ ଛାତ୍ର ସଂଘ NSUI। ନୂଆଦିଲ୍ଲୀସ୍ଥିତ ବାସଭବନ ଆଗରେ NSUI ଛାତୀଛାତ୍ର ବିକ୍ଷୋଭ…

ସୁପ୍ରିମକୋର୍ଟକୁ ଗଲା ନିଟ (NEET) ବିବାଦ

ନିଟ ବିବାଦ ନେଇ ସୁପ୍ରିମକୋର୍ଟକୁ ସ୍ଥାନାନ୍ତର ହେଲା ହାଇକୋର୍ଟରେ ଥିବା ମାମଲା। ଏ ନେଇ ଏନଟିଏ ସୁପ୍ରିମକୋର୍ଟରେ ଆବେଦନ କରିଥିଲା। ଏବେଠୁ ନିଟ୍‌ ମାମଲାର ସମସ୍ତ ଶୁଣାଣି ସୁପ୍ରିମକୋର୍ଟରେ ହେବ। କାଉନସେଲିଂ ପ୍ରକ୍ରିୟା ଜାରି ରଖିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

NEET (ନିଟ)କୁ ନେଇ ହରଡ଼ଘଣାରେ ମୋଦି ସରକାର

ଚଳିତ ବର୍ଷ ମେଡିକାଲ ଛାତ୍ରଛାତ୍ରୀଙ୍କ ପାଇଁ ଉଦ୍ଦିଷ୍ଟ NEET (ନିଟ) ପରୀକ୍ଷାରେ ଅନିୟମିତତା ଦେଖିବାକୁ ମିଳିଛି। ନିଟ୍ ପରୀକ୍ଷାଫଳ ଆସିବା ପରେ ଏହାକୁ ନେଇ ବିବାଦ ଦେଖାଦେଇଛି । ପ୍ରଶ୍ନପତ୍ର ଲିକ୍ ଅଭିଯୋଗ ଆଣିବା ସହ ପରୀକ୍ଷାକୁ ରଦ୍ଦ କରିବା ସହ…

ନିଟ ପରୀକ୍ଷା ପେପର ଲିକ ମାମଲା: ଏନଟିଏକୁ ସୁପ୍ରିମକୋର୍ଟଙ୍କ ନୋଟିସ

ଆଜି ପୁଣି ନିଟ୍‌ ମାମଲକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଏହି ସମୟରେ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ଉପରେ ବର୍ଷିଛନ୍ତି ସର୍ବୋଚ୍ଚ ଅଦାଲତ। ସାମାନ୍ୟ ଦାୟିତ୍ୱହୀନତା ହୋଇଥିଲେ କାର୍ଯ୍ୟାନୁଷ୍ଠାନ ହେବ କହିଲେ କୋର୍ଟ। ସୁପ୍ରିମକୋର୍ଟଙ୍କ ଅବକାଶକାଳୀନ ବେଞ୍ଚ ନିଟ୍‌ ୟୁଜି…