Tag: Nepa students suicide

କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା: ଉଚ୍ଚସ୍ତରୀୟ କମିଟି ଆଗରେ ହାଜର ହେଲେ ଅଚ୍ୟୁତ ସାମନ୍ତ

କିଟ୍‌ରେ ନେପାଳି ଛାତ୍ରୀ ମୃତ୍ୟୁ ମାମଲାରେ ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ ତଦନ୍ତକାରୀ କମିଟି ଆଗରେ ହାଜର ହୋଇଛନ୍ତି କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ । ଛାତ୍ରୀ ମୃତ୍ୟୁ ମାମଲାରେ ଚାଲିଛି ପଚରାଉଚରା । ହାଜର ହେବାକୁ ଗତକାଲି ସମନ କରିଥିଲା ଉଚ୍ଚଶିକ୍ଷା…

ମୃତ କିଟ୍ ଛାତ୍ରୀ କେବଳ ନେପାଳର ଝିଅ ନୁହେଁ, ଓଡ଼ିଶା ମାଟିର ମଧ୍ୟ ଝିଅ: ସୂର୍ଯ୍ୟବଂଶୀ ସୁରଜ

କିଟ୍ ବିଶ୍ୱବିଦ୍ୟାଳୟର ଆତ୍ମହତ୍ୟା କରିଥିବା ନେପାଳୀ ଛାତ୍ରୀଙ୍କୁ ନ୍ୟାୟ ଦେବା ପାଇଁ ଅଣ୍ଟା ଭିଡିଛି ରାଜ୍ୟ ସରକାର । ନ୍ୟାୟ ଦେବା ସହ କିଟ୍ କଲେଜ ପରିସରରେ ଶାନ୍ତି ଫେରାଇ ଅଣାଯିବା ପାଇଁ ନେପାଳର ଦୁଇ ପ୍ରତିନିଧି ସଂଜୀବ ଦାସ ଶର୍ମା…

କିଟ୍‌ କଲେଜରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣା: ଉଚ୍ଚସ୍ତରୀୟ କମିଟି ଗଠନ କଲେ ରାଜ୍ୟ ସରକାର

କିଟ୍ ବିଶ୍ୱବିଦ୍ୟାଳୟ ହଷ୍ଟେଲ ପରିସରରେ ନେପାଳ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ଆକ୍ସନ ମୋଡରେ ରାଜ୍ୟ ସରକାର । ଅଧିକ ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି । କିଟ୍ କେଳେଙ୍କାରୀର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେବା ସହ ଏହି…

କିଟ୍ ଛାତ୍ରୀ ଆତ୍ମହତ୍ୟା ଘଟଣା; ପ୍ରତିକ୍ରିୟା ରଖିଲେ ମୃତ ଛାତ୍ରୀଙ୍କ ବାପା

କିଟ୍ ବିଶ୍ୱବିଦ୍ୟାଳୟ ହଷ୍ଟେଲ ପରିସରରେ ମୃତ୍ୟୁବରଣ କରିଥିବା ଛାତ୍ରୀଙ୍କ ଆଜି ହେବ ମେଡିକାଲରେ ଶବ ବ୍ୟବଚ୍ଛେଦ। ମୃତ ଛାତ୍ରୀଙ୍କ ପରିବାର ସଦସ୍ୟଙ୍କ ଉପସ୍ଥିତିରେ ବ୍ୟବଚ୍ଛେଦ କାର୍ଯ୍ୟ ଆରମ୍ଭ ହେବ । ସେଥିପାଇଁ ଓଡ଼ିଶାରେ ପହଞ୍ଚିଛନ୍ତି ମୃତ ଛାତ୍ରୀଙ୍କ ବାପା ମାଆ। ଭୁବନେଶ୍ଵରରେ…