Tag: Nepal

Nepal Flash Flood Today: ନେପାଳରେ ଭୂସ୍କଳନ ଯୋଗୁଁ ଭୟଙ୍କର ବନ୍ୟା

ନେପାଳର ପାହାଡ଼ିଆ ଅଞ୍ଚଳରେ ଘଟିଥିବା ଭୂସ୍ଖଳନ କାରଣରୁ ପୁଣି ଏକ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଉପରମୁଣ୍ଡରେ ମାଟି ଓ ପଥର ଖସିବା ପରେ ବୁଢ଼ୀ ଗଣ୍ଡକୀ ନଦୀରେ ହଠାତ୍ ଜଳପ୍ରବାହ ଅପ୍ରତ୍ୟାଶିତ ଭାବେ ବୃଦ୍ଧି ପାଇଛି। ଫଳରେ ନେପାଳର…

Nepal’s Youngest PM Balen Shah: ନେପାଳର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ବାଲେନ୍ଦ୍ର ଶାହ

ନେପାଳର ନୂଆ ପ୍ରଧାନମନ୍ତ୍ରୀ ହେଲେ ରାପର୍-ଇଞ୍ଜିନିୟରରୁ ରାଜନେତା ପାଲଟିଥିବା ବାଲେନ୍ଦ୍ର ଶାହ ‘ବାଲେନ୍‘ । ୩୫ ବର୍ଷ ବୟସରେ ୪୭ତମ ପ୍ରଧାନମନ୍ତ୍ରୀ ଭାବରେ ଆଜି ସେ ଶପଥ ଗ୍ରହଣ କରିଛନ୍ତି । ରାଷ୍ଟ୍ରପତି ରାମ ଚନ୍ଦ୍ର ପାଉଡେଲଙ୍କ ଉପସ୍ଥିତିରେ ଶୀତଲ ନିବାସରେ…

ନେପାଳର ଅନ୍ତରୀଣ ପ୍ରଧାନମନ୍ତ୍ରୀ ହେଲେ ସୁଶୀଳା କାର୍କି

ଅଶାନ୍ତ ନେପାଳର ଅନ୍ତରୀଣ ପ୍ରଧାନମନ୍ତ୍ରୀ ହେଲେ ପୂର୍ବତନ ନେପାଳ ସୁପ୍ରିମକୋର୍ଟ ବିଚାରପତି ସୁଶୀଳା କାର୍କି । ରାଷ୍ଟ୍ରପତି ରାମ ଚନ୍ଦ୍ର ପଉଡେଲ ତାଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ନେପାଳର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ହୋଇଛନ୍ତି ସୁଶୀଳା…

ନେପାଳରେ ବଢ଼ିଲା କର୍ଫ୍ୟୁ

ନେପାଳରେ ବଢ଼ିଲା କର୍ଫ୍ୟୁ। ସ୍ଥିତି ସୁଧୁରୁଥିବା ସତ୍ତ୍ବେ ନେପାଳରେ ବଢ଼ିଲା କର୍ଫ୍ୟୁ । କାଠମାଣ୍ଡୁ, ଲଲିତପୁର, ଭକ୍ତପୁର ଜିଲ୍ଲାରେ ବଢ଼ିଲା କର୍ଫ୍ୟୁ । କାଲି ସକାଳ ୬ଟା ଯାଏଁ କର୍ଫ୍ୟୁ ବଢ଼ାଇଲା ନେପାଳ ସେନା । ଗହଳି ନ କରି ଛୋଟ…

ନେପାଳର ନୂଆ କାମଚଳା ପ୍ରଧାନମନ୍ତ୍ରୀ ହେଲେ ସୁଶୀଳା କାର୍କି

ନେପାଳର ନୂଆ କାମଚଳା ପ୍ରଧାନମନ୍ତ୍ରୀ ହେଲେ ପୂର୍ବତନ ନେପାଳ ସୁପ୍ରିମକୋର୍ଟ ବିଚାରପତି ସୁଶୀଳା କାର୍କି । ନେପାଳରେ ଚାଲିଥିବା ପ୍ରତିବାଦ ମଧ୍ୟରେ, ପରବର୍ତ୍ତୀ ପ୍ରଧାନମନ୍ତ୍ରୀ କିଏ ହେବେ ସେ ନେଇ ବୈଠକ ବସିବା ପରେ ସୁଶୀଳାଙ୍କ ନାଁରେ ଲାଗିଥିଲା ମୋହର ।…

ନେପାଳରେ ସ୍ଥିତି ଅଣାୟତ୍ତ; ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ପତ୍ନୀଙ୍କୁ ଜାଳିଦେଲେ ବିକ୍ଷୋଭକାରୀ

ନେପାଳରେ ସୋସିଆଲ ମିଡିଆ ଉପରେ ପ୍ରତିବନ୍ଧକ ଏବଂ ବୃଦ୍ଧି ପାଉଥିବା ଦୁର୍ନୀତି ବିରୋଧରେ ପ୍ରତିବାଦ ଏବେ ହିଂସାତ୍ମକ ରୂପ ନେଇଛି।ଉତ୍ତେଜନା ଏତେ ସାଂଘାତିକ ହେଲାଣୀ ଏଥିରେ ୨୦ରୁ ଅଧିକ ଜଣଙ୍କ ଜୀବନ ଗଲାଣି। ଏହାରି ମଧ୍ୟରେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ପତ୍ନୀଙ୍କୁ ଜାଳିଦେଇଛନ୍ତି…

କିଟ୍‌ରେ ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣା: ଭାରତୀୟ NHRCକୁ ନେପାଳ NHRCର ଚିଠି

କିଟ୍ ବିଶ୍ୱ ବିଦ୍ୟାଳୟରେ ନେପାଳି ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ଶୀଘ୍ର ତଦନ୍ତ ସାରି ନ୍ୟାୟ ଦେବାକୁ ନେପାଳ ମାନବାଧିକାର କମିଶନ ଭାରତୀୟ ମାନବାଧିକାର କମିଶନଙ୍କୁ ଚିଠି ଲେଖି ଦାବି କରିଛନ୍ତି । ବିଶ୍ୱ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦୁର୍ବ୍ୟବହାର ନେଇ କାର୍ଯ୍ୟାନୁଷ୍ଠାନ ଦାବି…

କିଟ କାଣ୍ଡରେ ଆଉ ୫ ଗିରଫ

କିଟ୍‌ ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରଙ୍କୁ ମାଡ଼ ଘଟଣାରେ ଆଉ ୫ ଗିରଫ ହୋଇଥିବା ସୂଚନା ମିଳିଛି । ୪ ବାଉନସର୍‌ଙ୍କ ସହ ଜଣେ ଆସିଷ୍ଟାଣ୍ଟ ଫିଲ୍ଡ ଅଫିସରଙ୍କୁ ଗିରଫ କରାଯାଇଛି । ବାଉନସର ଅଜୟ ସ୍ବାଇଁ, ସରୋଜ ରାଉତରାୟ, ଚନ୍ଦନ ସ୍ବାଇଁ…

ନେପାଳ ସୀମାରେ ତିବ୍ବତରେ ଭୂମିକମ୍ପ; ୫୦ରୁ ଉର୍ଦ୍ଧ୍ବ ମୃତ

ନେପାଳ ସୀମାନ୍ତ ତିବ୍ବତରେ ଆଜି ସକାଳୁ ଏକ ବଡ଼ ଧରଣର ଭୂକମ୍ପ ହୋଇଛି । ତିବ୍ବତର ଶିଗାତ୍ସେ ସହରରେ ଏହି ଭୂକମ୍ପ ଅନୁଭୂତ ହୋଇଛି । ଯାହାର ତୀବ୍ରତା ରିକ୍ଟର୍ ସ୍କେଲରେ ୭.୧ ରହିଛି । ନେପାଳ ସୀମା ଓ ତିବ୍ଦତରେ…