ତାଜା ଖବର ରାଜ୍ୟ ଇସ୍ତଫା ଦେଲେ ନେପାଳ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି September 9, 2025 Papirani ନେପାଳରେ ଜାରି ରହିଛି ବିଦ୍ରୋହ। ଦେଶରେ ବ୍ୟାପକ ହିଂସାକାଣ୍ଡ ଭିତରେ ଇସ୍ତଫା ଦେଲେ ନେପାଳ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି । ଏହା ବ୍ୟତୀତ ଏପର୍ଯ୍ୟନ୍ତ ଉପ-ପ୍ରଧାନମନ୍ତ୍ରୀଙ୍କ ସମେତ ଦଶ ଜଣ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି। ସରକାର ସୋସିଆଲ ମିଡିଆ ଉପରୁ…