ତାଜା ଖବର ରାଜ୍ୟ ଆଇଏଏସ୍ ମନୋଜ କୁମାର ପରିଡ଼ା ହେଲେ ନୂଆ ମୁଖ୍ୟ ସୂଚନା କମିଶନର April 9, 2025 Papirani ଅବସରପ୍ରାପ୍ତ ୧୯୮୭ ବ୍ୟାଚ୍ ଆଇଏଏସ୍ ଅଧିକାରୀ ମନୋଜ କୁମାର ପରିଡ଼ା ମୁଖ୍ୟ ସୂଚନା ଆୟୁକ୍ତଭାବେ ନିଯୁକ୍ତ ହୋଇଛନ୍ତି । ଏହା ସହିତ ଅବସରପ୍ରାପ୍ତ ଆଇପିଏସ୍ ଅଧିକାରୀ ପ୍ରାଣବିନ୍ଦୁ ଆଚାର୍ଯ୍ୟ, ହାଇକୋର୍ଟ ଆଇନଜୀବୀ କଳ୍ପନା ପଟ୍ଟନାୟକ ଏବଂ ଅବସରପ୍ରାପ୍ତ ଆଇଏଏସ୍ ପବିତ୍ର ମଣ୍ଡଳ…