Tag: New chief minister

ଆଜି ନିଜ ଜନ୍ମମାଟି ରାଇକଳା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ଗାଁ ରାଇକଳା ଗସ୍ତରେ ଯିବେ। ମୁଖ୍ୟମନ୍ତ୍ରୀ ହେବା ପରେ ଏହା ହେବ ତାଙ୍କର ପ୍ରଥମ ଗସ୍ତ । ଆଜି ଗାଁର ଲୋକଙ୍କ ସହ ମଧ୍ୟ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।ଏଥିଲାଗି ସାରା ଗାଁ…

ବଳିଷ୍ଠ ଆଦିବାସୀ ଚେହେରା ମୋହନ ମାଝୀ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ

ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶେଷ ହୋଇଛି କଳ୍ପନାଜଳ୍ପନା। ଭାରତୀୟ ଜନତା ପାର୍ଟି (ବିଜେପି) ମଙ୍ଗଳବାର ଅପରାହ୍ନରେ ସାଢ଼େ ୪ କୋଟି ଓଡ଼ିଆଙ୍କ ସେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରିଛି। କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ କେନ୍ଦ୍ର…

ମହାପ୍ରଭୁଙ୍କୁ ଶପଥ ଗ୍ରହଣ ଉତ୍ସବର ନିମନ୍ତ୍ରଣ ଦେବା ପାଇଁ ପୁରୀ ଗସ୍ତରେ ବିଜେପିର ବିଧାୟକ

ଆସନ୍ତାକାଲି ଶପଥ ନେବକୁ ଯାଉଛନ୍ତି ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ତେବେ ମୁଖ୍ୟମନ୍ତ୍ରୀ କିଏ ଏନେଇ ସ୍ପଷ୍ଟ ସୂଚନା ମିଳି ନ ଥିବାବେଳେ ଗତକାଲି ହେବାକୁଥିବା ଶପଥ ଗ୍ରହଣ ଉତ୍ସବରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନିମନ୍ତ୍ରଣ ଦେବା ପାଇଁ ଆଜି ଭାଜପା ଦଳ ବିଧାୟକମାନେ…

ନୂଆ ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ ଉତ୍ସବକୁ ନବୀନଙ୍କୁ ଦିଆଗଲା ନିମନ୍ତ୍ରଣ

ଆସନ୍ତା କାଲି ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ଭିଭିଆଇପି ଯୋଗ ଦେବେ। ଏହି ଶପଥ ସମାରୋହରେ ଯୋଗ ଦେବା ପାଇଁ ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଧ୍ୟ ନିମନ୍ତ୍ରଣ…