ତାଜା ଖବର ରାଜ୍ୟ ରାଜ୍ୟରେ ଗଠିତ ହେଲା ୩ଟି ସିଭିଲ୍ ଜଜ୍ କୋର୍ଟ April 23, 2025 Papirani ରାଜ୍ୟରେ ଗଠିତ ହୋଇଛି ୩ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍)। ଏହି କୋର୍ଟ ଗୁଡିକ ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସୁନ୍ଦରଗଡ ଜିଲ୍ଲାର ଲେଫ୍ରିପଡା, ସମ୍ବଲପୁର ଜିଲ୍ଲାର ରେଙ୍ଗାଲି ଠାରେ ସ୍ଥାପନ କରାଯାଇଛି। ଓଡିଶା ଉଚ୍ଚ ନ୍ୟାୟାଳୟ ସହିତ ପରାମର୍ଶ…