୭ରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହେମନ୍ତ
ପୁଣି ଫେରିଛନ୍ତି ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ଆସନ୍ତା ୭ରେ ସେ ଶପଥ ଗ୍ରହଣ କରିବେ। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ସହ ସାରା ରାଜ୍ୟ ଏବେ ତାଙ୍କର ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ହେମନ୍ତଙ୍କ…