ତାଜା ଖବର ରାଜନୀତି ରାଜ୍ୟ ନୂତନ ଅନୁଭବ୍ୟ ଐତିହ୍ୟ ଗ୍ୟାଲେରୀର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ August 10, 2024 Papirani ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱର ସ୍ଥିତ ରାଜ୍ୟ ସଂଗ୍ରହାଳୟକୁ ଗସ୍ତ କରି ସେଠାରେ ନବନିର୍ମିତ ଅନୁଭବ୍ୟ ଐତିହ୍ୟ ଗ୍ୟାଲେରୀର ଲୋକାର୍ପଣ କରିଛନ୍ତି। ଏହି ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ର ମନ୍ତ୍ରୀ…