ରାଜ୍ୟ ୫ ବର୍ଷରେ ଓଡ଼ିଶାକୁ ୧ ଲକ୍ଷ କୋଟି ଟଙ୍କାର ନୂଆ ପ୍ରକଳ୍ପ ଆସିବ: ରେଳ ମନ୍ତ୍ରୀ June 30, 2024 Subhasmita Nayak ୧୦ ବର୍ଷ ତଳେ ଓଡ଼ିଶାକୁ ମାତ୍ର ୮ ଶହ କୋଟି ରେଲୱେ ଅନୁଦାନ ମିଳୁଥିଲା। ଓଡ଼ିଶାରେ ରେଳ ସ୍ୱପ୍ନକୁ ବର୍ଷ ବର୍ଷ ଧରି ଗୁରୁତ୍ୱ ଦିଆଯାଉ ନଥିଲା । କିନ୍ତୁ ଗତ ୧୦ ବର୍ଷ ଭିତରେ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଥିବା…