ରାଜ୍ୟ New Year 2026: ନୂଆବର୍ଷର ପ୍ରଥମ ଦିନରେ ଖୋଲା ରହିବ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ December 30, 2025 Nirvay ଇଂରାଜୀ ନୂଆବର୍ଷ ୨୦୨୬ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ଜାନୁଆରୀ ୧ ତାରିଖ ସରକାରୀ କାର୍ଯ୍ୟ ଦିବସ ରହୁଥିବାରୁ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଗୋଟିଏ ସାଧାରଣ କାର୍ଯ୍ୟଦିବସ ଭଳି ଚାଲିବ ଏବଂ…
ତାଜା ଖବର ରାଜ୍ୟ Opening Puri Temple at midnight for New Year: କାହିଁକି ୩୧ ମଧ୍ୟରାତ୍ରରେ ଅନିଦ୍ରା ରହିବେ ମହାପ୍ରଭୁ ? December 29, 2025 Papirani ନୂଆବର୍ଷ ପାଇଁ ଏବେ ଉଠୁଛି ପଡ଼ୁଛି ପୁରୀ ସହର । ମହାପ୍ରଭୁଙ୍କୁ ଦର୍ଶନ ପାଇଁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଜମୁଥିଲା ବେଳେ ଅବ୍ଯବସ୍ଥାକୁ ନେଇ ଭକ୍ତ ମହଲରେ ବଢୁଛି ତୀବ୍ର ଅସନ୍ତୋଷ । ଆଉ ଏହା ଭିତରେ ନୂଆବର୍ଷ ପାଇଁ ୩୧…
ତାଜା ଖବର ରାଜ୍ୟ Christmas And New Year Celebration: ଖ୍ରୀଷ୍ଟମାସ ଓ ନୂଆ ବର୍ଷ ପାଇଁ ଅଧିକ ୧୫ ପ୍ଲାଟୁନ୍ December 23, 2025 Papirani ଖ୍ରୀଷ୍ଟମାସ ଓ ନୂଆ ବର୍ଷ ପାଇଁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା ହେବ କଡ଼ାକଡ଼ି କରାଯାଇଛି । ଖ୍ରୀଷ୍ଟମାସ ଓ ନୂଆ ବର୍ଷ ପାଇଁ ଅଧିକ ୧୫ ପ୍ଲାଟୁନ ଫୋର୍ସ ରହିବେ । ବିଶେଷକରି ଜିରୋ ନାଇଟ୍ ସେଲିବ୍ରେସନ ସମୟରେ ଯେପରି କୌଣସି…
ବ୍ୟବସାୟ ନୂଆବର୍ଷରେ କମିଲା କମର୍ସିଆଲ ଗ୍ୟାସ ସିଲିଣ୍ଡର ଦର January 1, 2025 Papirani ନୂଆବର୍ଷରେ କମିଲା କମର୍ସିଆଲ ସିଲିଣ୍ଡରର ଦର । ସରକାରୀ ତୈଳ କମ୍ପାନୀ ପ୍ରଥମ ତାରିଖରୁ ଏଲପିଜି ସିଲିଣ୍ଡରର ଦରରେ ୧୪.୫୦ ଟଙ୍କା ହ୍ରାସ କରିଛି । କମର୍ସିଆଲ ସିଲିଣ୍ଡରର ଦର ଲଗାତାର ପରିବର୍ତ୍ତନ ହେଉଥିବା ବେଳେ ଘରୋଇ ସିଲିଣ୍ଡରର ଦରରେ ଦୀର୍ଘ…
ତାଜା ଖବର ରାଜ୍ୟ ପୁରୀ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼; ବ୍ୟାରିକେଡ଼ ଭାଙ୍ଗିଲେ ଶ୍ରଦ୍ଧାଳୁ January 1, 2025 Papirani ନୂଆ ଉତ୍ସାହ ଓ ନୂଆ ସମ୍ଭାବନା ସହ ପାଦ ଥାପିଛି ବର୍ଷ ୨୦୨୫ । ନୂଆ ବର୍ଷ ପାଇଁ ବଡଦାଣ୍ଡ ପାଲଟିଛି ଜନସମୁଦ୍ର । ମହାପ୍ରଭୁଙ୍କ ଦର୍ଶନ ଓ ଆଶୀର୍ବାଦ ପାଇଁ ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି ଅଗଣିତ ଭକ୍ତ । ଏଥିସହ ଶ୍ରୀମନ୍ଦିରରେ…
ରାଜ୍ୟ ଇଂରାଜୀ ନୂଆବର୍ଷ ପାଇଁ ପୁରୀ ଶ୍ରୀମନ୍ଦିରରେ ଦର୍ଶନ କଟକଣା December 30, 2024 Nirvay ଇଂରାଜୀ ନୂଆବର୍ଷ ସମୟରେ ହେବାକୁ ଥିବା ଭିଡ଼କୁ ଦୃଷ୍ଟିରେ ରଖି ପୁରୀ ଶ୍ରୀମନ୍ଦିରରେ ଦର୍ଶନ କଟକଣା ଜାରି କରାଯାଇଛି । ଡିସେମ୍ବର ୩୧ ଓ ଜାନୁଆରି ୧ ତାରିଖ ଦିନ କେବଳ ସିଂହଦ୍ଵାର ଦେଇ ପ୍ରବେଶ କରିବେ ଭକ୍ତ। ଅନ୍ୟ ତିନି…
ତାଜା ଖବର ରାଜ୍ୟ ଜଗା ଦର୍ଶନ ହେବ ସହଜ, ନୂଆବର୍ଷରୁ ଧାଡ଼ି ଦର୍ଶନ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସୂଚନା December 23, 2024 Nirvay ଜାନୁଆରୀ ୧ ରୁ ଶୃଙ୍ଖଳିତ ଭାବେ ଶ୍ରୀମନ୍ଦିରରେ ଧାଡିରେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ । ଏଥିପାଇଁ ପରୀକ୍ଷା ମୂଳକ ଭାବେ ଡିସେମ୍ବର ୨୮ ଏବଂ ୨୯ ତାରିଖରେ ଟ୍ରାଏଲ ରନ୍ କରାଯିବ । ଏ ନେଇ ସୂଚନା ଦେଇଛନ୍ତି…
ରାଜ୍ୟ ନୂଆ ବର୍ଷରେ ରେକର୍ଡ଼ ଶ୍ରଦ୍ଧାଳୁ; ଶ୍ରୀକ୍ଷେତ୍ରରେ ୫ ଲକ୍ଷରୁ ଊର୍ଦ୍ଧ୍ବ ଭକ୍ତ January 1, 2024 Nirvay ପୁରୀ: ଇଂରାଜୀ ନୂଆବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ର ପୁରୀରେ ରେକର୍ଡ଼ ସଂଖ୍ୟକ ଭକ୍ତ ଓ ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରି ୨୦୨୪ ନୂଆବର୍ଷର ଆରମ୍ଭ କରିଛନ୍ତି। ନୂଆବର୍ଷରେ ଶ୍ରୀକ୍ଷେତ୍ର ଜନସମୁଦ୍ରରେ ପରିଣତ ହୋଇଛି। ମହାପ୍ରଭୁଙ୍କ ଆଶିଷ ଲାଭ ସହିତ ଆସନ୍ତା ଜାନୁଆରୀ…