ତାଜା ଖବର ରାଜ୍ୟ New Year Celebrations In Puri: ନୂଆବର୍ଷରେ ଶ୍ରୀମନ୍ଦିରରେ ସୁରକ୍ଷା କଡ଼ାକଡ଼ି; ମୁତୟନ ହେବେ ୬୦ ପ୍ଲାଟୁନ୍ ପୋଲିସ୍ ଫୋର୍ସ December 30, 2025 Papirani ନୂଆବର୍ଷରେ ଶ୍ରୀମନ୍ଦିର ଭିତର ଓ ବାହାରେ ସୁରକ୍ଷା କଡ଼ାକଡ଼ି ।ଶ୍ରଦ୍ଧାଳୁଙ୍କ ସୁରକ୍ଷା ପାଇଁ ମୁତୟନ ହେବେ ୬୦ ପ୍ଲାଟୁନ୍ ପୋଲିସ୍ ଫୋର୍ସ । ବର୍ଷର ଶେଷଦିନ ଓ ନୂଆବର୍ଷକୁ ଆଖି ଆଗରେ ରଖି ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଭିଡ଼ ନିୟନ୍ତ୍ରଣ, ଟ୍ରାଫିକ୍…