ତାଜା ଖବର ଦେଶ New Year Greetings: ନୂଆବର୍ଷର ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ January 1, 2026 Nirvay ବିଦାୟ ନେଇଛି ୨୦୨୫ । ଆସିଛି ନୂଆବର୍ଷ ୨୦୨୬ । ନୂତନ ବର୍ଷ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ରାଷ୍ଟ୍ରପତି ଏକ୍ସରେ ପୋଷ୍ଟ କରି କହିଛନ୍ତିି ଯେ…