ତାଜା ଖବର ଦେଶ ରାଜ୍ୟ Cabinet Decisions: ଓଡ଼ିଶାରେ ଏନଏଚ-୩୨୬ ର ପ୍ରଶସ୍ତିକରଣ ଏବଂ ସୁଦୃଢ଼ିକରଣକୁ କ୍ୟାବିନେଟ୍ ମଞ୍ଜୁରି December 31, 2025 Nirvay ଓଡ଼ିଶା ଦେଇ ଯାଇଥିବା ୩୨୬ ନମ୍ବର ଜାତୀୟ ରାଜପଥ (ଏନଏଚ୍) ର ସମ୍ପ୍ରସାରଣ ଏବଂ ସୁଦୃଢ଼ିକରଣ କରାଯିବ । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ୍ ଏହି ପ୍ରକଳ୍ପକୁ ଅନୁମୋଦନ କରିଛି । ଏହି ପ୍ରକଳ୍ପ ପାଇଁ ମୋଟ୍…